Home Posts tagged athagada
Odisha News
ଆଠଗଡ଼, ୧୮/୭ : ଆଉ ଦିନ କେଇଟା ପରେ ଆରମ୍ଭ ହେବ ଶ୍ରାବଣ ମାସ। ଶୈବପୀଠଗୁଡ଼ିକରେ ଜଳଲାଗି କରିବେ ଶ୍ରଦ୍ଧାଳୁ। ଧବଳେଶ୍ଵରଙ୍କ ପୀଠକୁ ମଧ୍ୟ ଆସିବେ କାଉଡ଼ିଆ।ତେବେ କାଉଡ଼ିଆମାନେ ପ୍ଲାଷ୍ଟିକ କଳସ ନେଇ ମନ୍ଦିରକୁ ଆସିପାରିବେ ନାହିଁ। କାରଣ ଏଥର ଧବଳେଶ୍ୱର ପୀଠରେ ପ୍ଲାଷ୍ଟିକୁ ବ୍ୟାନ କରିଛି ପ୍ରଶାସନ ଓ ପୂଜକ ସମିତି। ଆଠଗଡ଼ ତହସିଲଦାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ହୋଇଛି ଏହି ନିଷ୍ପତି।ସେହିପରି କାଉଡ଼ିଆମାନେ ମନ୍ଦିର ଭିତରକୁ ବାହୁଙ୍ଗି ନେଇ ଯାଇପାରିବେ Continue Reading
Seo wordpress plugin by www.seowizard.org.