Home Posts tagged athlet dutee chand
Odisha News
ଭୁବନେଶ୍ୱର,୨୫/୯: ପୁଣି ଚର୍ଚ୍ଚାରେ ଦୁଇ ଆଥ୍ଲେଟ୍ ଭଉଣୀଙ୍କ କଳି। ବେଶ୍ କିଛି ଦିନର ନିରବତା ପରେ ସୋଶାଲ୍ ମିଡିଆରେ ପରସ୍ପର ବିରୋଧରେ ପୋଷ୍ଟ କରି ବର୍ଷିଛନ୍ତି ଧାବିକା ଦୂତୀ ଚାନ୍ଦ ଓ ଭଉଣୀ ସରସ୍ୱତୀ ଚାନ୍ଦ। ପରସ୍ପରର ଚରିତ୍ର ସଂହାର କରିଛନ୍ତି ଦୁଇ ଭଉଣୀ। ଏପରିକି ଉଭୟ ପରସ୍ପର ବିରୋଧରେ ବ୍ୟକ୍ତିଗତ ଭାବେ ଅତି ନିମ୍ନସ୍ତରର ଅରୁଚିକର ଆକ୍ଷେପ ପ୍ରତି ଆକ୍ଷେପ କରିଛନ୍ତି।ଆଜି ସୋଶାଲ୍ ମିଡିଆରେ ପ୍ରଥମ ପୋଷ୍ଟଟି ସରସ୍ୱତୀ ଚାନ୍ଦଙ୍କର ଆସିଥିଲା, ଯେଉଁଥିରେ Continue Reading
Seo wordpress plugin by www.seowizard.org.