Home Posts tagged ayodhya
Odisha News
ଅଯୋଧ୍ୟା, ୨୪/୨ : ଉତ୍ତର ପ୍ରଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟାରେ ପହଁଚିଛନ୍ତି । ମୁଖ୍ୟମନ୍ତ୍ରୀ ସପରିବାର ମହାପ୍ରଭୁ ରାମ ଲାଲାଙ୍କ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ମଙ୍ଗଳା କାମନା କରିବା ସହିତ କରୁଣା, ନ୍ୟାୟ ଏବଂ ସେବା ପଥରେ ମାର୍ଗଦର୍ଶନ କରିବାକୁ ରାମଲାଲଙ୍କ ନିକଟରେ ଭିକ୍ଷା କରିଛନ୍ତି ।ଏଠାରେ ଉଲ୍ଲେଖ ଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ପତ୍ନୀ ଏବଂ ପୁଅ ସହିତ ମହାକୁମ୍ଭର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି । ଏହା Continue Reading
Odisha News
ନୂଆଦିଲ୍ଲୀ, ୨୨/୧ : ବିରାଜିଲେ ରାମଲଲା। ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କରିଛନ୍ତି। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଗର୍ଭଗୃହରେ ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି। ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ପ୍ରାଣ ପ୍ରତିଷ୍ଠା Continue Reading
Odisha News
ଅଯୋଧ୍ୟା, ୧୨/୧: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଯୋଗଦେବା ପୂର୍ବରୁ ଦେଶବାସୀଙ୍କୁ ବିଶେଷ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବାର ପୂଣ୍ୟ ଅବସର ମିଳିଥିବାରୁ ପ୍ରଭୁଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଆଜିଠୁ ୧୧ ଦିନ ଲାଗି ଏକ ବିଶେଷ ଅନୁଷ୍ଠାନ ଆରମ୍ଭ କରୁଥିବା ଘୋଷଣା କରିଛନ୍ତି।ରାମ- ରାମ ଉଚ୍ଚାରଣରୁ ସୋଶାଲ ମିଡିଆ ଆକାଉଣ୍ଟ ‘ଢ’ ରେ ଅଡିଓ ପୋଷ୍ଟ କରି ମୋଦି କହିଛନ୍ତି, Continue Reading