
ନୂଆଦିଲ୍ଲୀ,୧୩/୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ ।୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ । ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ । ସାରା […]Continue Reading