
କଟକ,୧୧/୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଊଦ୍ଧର୍ବ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ।କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏହାର ଶୁଭାରମ୍ଭ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଏହି ସୱତନ୍ତ୍ର Continue Reading