
ପଦ୍ମପୁର, ୩/୧୦: ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ Continue Reading