Home Posts tagged bahanaga train tragedy
Odisha News
ବାଲେଶ୍ୱର,୨/୬ : ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଟ୍ରାଜେଡିକୁ ବର୍ଷେ ପୂରିଛି। ୨୦୨୩ ଜୁନ୍ ୨ ତାରିଖ ଶୁକ୍ରବାର ଅପରାହ୍ନ ୫ଟା ୪୦ ମିନିଟ୍। ଏହି ସମୟରେ ଘଟିଥିଲା ଭୟଙ୍କର ରେଳ ଦୁର୍ଘଟଣା। ସ୍ତବ୍ଧ ହୋଇ ଯାଇଥିଲା ସାରା ଭାରତ। ସେହି କାଳ ରାତିରେ ଉଚ୍ଛନ୍ନ ହୋଇଥିଲା ଅନେକ ସଂସାର। ରକ୍ତରଞ୍ଜିତ ହୋଇଥିଲା ଦୁର୍ଘଟଣାସ୍ଥଳ। ଯାତ୍ରୀଙ୍କ ଖଣ୍ଡ ବିଖଣ୍ଡିତ ଶରୀର ଏଣେତେଣେ ପଡିଥିବା ଦେଖାଯାଇଥିଲା। ୨୯୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଊର୍ଦ୍ଧ୍ୱ ଆହତ Continue Reading
Odisha News
ଭୁବନେଶ୍ୱର,୧୧/୧୦ : ବାହାନଗା ଟ୍ରାଜେଡିର ଅପରିଚିତ ୨୮ ମୃତଦେହର କରାଯାଇଛି ସଂସ୍କାର। ରାଜଧାନୀର ଭରତପୁର ଶ୍ମଶାନରେ ୨୮ ମୃତଦେହର ସଂସ୍କାର କରାଯାଇଛି। ବିଏମସି ଅଧିକାରୀଙ୍କ ଉପସ୍ଥିତିରେ ସଂସ୍କାର କାମ ଶେଷ ହୋଇଛି।ବାହାନଗା ରେଳ ଦୁର୍ଘଟଣାରେ ୨୮ ମୃତଦେହର ପରିଚୟ ମିଳି ନଥିଲା। ଡିଏନଏ ଟେଷ୍ଟ ପରେ ସାଢ଼େ ୪ ମାସ ହେବ ଭୁବନେଶ୍ୱର ଏମ୍ସ ପରିସରରେ କଣ୍ଟେନରରେ ୨୮ଟି ମୃତଦେହ ରଖାଯାଇଥିଲା। ତେବେ କେହି ଦାବିଦାର ନ ଆସିବାରୁ ଏହି ସବୁ ମୃତଦେହକୁ ସଂସ୍କାର Continue Reading
Odisha News
ବାଲେଶ୍ୱର,୮/୧୦ : ବାଲେଶ୍ୱର ଜିଲ୍ଲା ବାହାନଗାରେ ଗତ ଜୁନ୍ ୨ ତାରିଖରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ଆହୁରି ୨୮ଟି ମୃତଦେହ ଚିହ୍ନଟ ହୋଇନପାରି ଭୁବନେଶ୍ୱର ଏମ୍ସରେ ଥିବା ବେଳେ ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ପାଇଁ ନିଷ୍ପତ୍ତି ହୋଇଛି ଓ ସେଥିପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ( BMC ) ପକ୍ଷରୁ ସେଗୁଡ଼ିକର ଅନ୍ତିମ ସଂସ୍କାର କରାଯିବ।DNA ଟେଷ୍ଟ ପରେ ମଧ୍ୟ ଚିହ୍ନଟ ହୋଇ ନ ପାରିବାରୁ ଭୁବନେଶ୍ୱର AIIMSରେ ରଖାଯାଇଥିବା Continue Reading
Odisha News
ବାଲେଶ୍ୱର,୭/୭ : ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ଶୁକ୍ରବାର ୩ ଜଣଙ୍କୁ ଗିରଫ କରିଛି ସିବିଆଇ। ଗିରଫ ରେଳ କର୍ମଚାରୀମାନେ ହେଉଛନ୍ତି- ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର।ଆଇପିସି ଧାରା ୩୦୪ ଏବଂ ୨୦୧ରେ ଏହି ୩ ଜଣଙ୍କୁ ଗିରଫ କରାଯାଇଛି। ଜାଣିକି ଅପରାଧ ଘଟାଇବା ଓ ପ୍ରମାଣ ଲୁଚାଇବା ଅଭିଯୋଗରେ ଏହି ତିନି ଜଣଙ୍କୁ ଗିରଫ କରାଯାଇଛି।ଗତ ଜୁନ୍ […]Continue Reading
Odisha News
ବାଲେଶ୍ୱର,୧୬/୬ : ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହି ଘଟଣାରେ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ଏହି ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି।ମୃତ ବ୍ୟକ୍ତିଙ୍କ ନାଁ ପ୍ରକାଶ ରାମ। ତାଙ୍କ ଘର ବିହାରରେ। ସର୍ଜରୀ ୱାର୍ଡରେ ତାଙ୍କର ଚିକିତ୍ସା ଚାଲିଥିଲା।ଏହା ପୂର୍ବରୁ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ Continue Reading
Seo wordpress plugin by www.seowizard.org.