
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୫ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା କୃଷି ବିଭାଗ ଆନୁକୁଲ୍ୟରେ ସ୍ଥାନୀୟ ଲର୍କିପାଲି ସ୍ଥିତ ରାଜେନ୍ଦ୍ର ଏକ୍ସପେରିମେଣ୍ଟାଲ କୃଷି ଫାର୍ମ ଠାରେ ଜିଲ୍ଲାସ୍ତରୀୟ ଅକ୍ଷୟତୃତୀୟା ଏବଂ କୃଷକ ଦିବସ ତଥା ଅକ୍ଷି ମୁଠି ଅନୁକୂଳ ପର୍ବ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ପୌରୋହିତ୍ୟ କରି ଭୂମିପୂଜନ ଓ ପାରମ୍ପାରିକ ପୂଜାର୍ଚନା ପରେ କ୍ଷେତ ରେ Continue Reading