
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୧୦/୬ : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ର ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ-ଡେଜିଗନେଟ୍) ଭାବେ ଶ୍ରୀ ଗଜାନନ ଏସ କାଲେ ଦାୟିତ୍ଵ ଗ୍ରହଣ କରିଛନ୍ତି।ବିଦ୍ୟୁତ ବିତରଣ କ୍ଷେତ୍ରରେ ତିନି ଦଶନ୍ଧିରୁ ଊର୍ଦ୍ଧ୍ଵ ସମୟର ଅଭିଜ୍ଞତା ରଖିଥିବା ଶ୍ରୀ କାଲେ ଦେଶର ବହୁ ନାମିଦାମୀ ବିଦ୍ୟୁତ ବିତରଣ କମ୍ପାନୀରେ ଗୁରୁ ଦାୟିତ୍ଵ ବହନ Continue Reading