ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୬/୧୨ : ସୁଫଳ ଆଣିଲା ପିଏମ ସୂର୍ଯ୍ୟଘର ମୁଫ୍ତ ବିଜୁଳି ଯୋଜନା-ୟୁଏଲଏ ମଡେଲ। ଏହି ଯୋଜନାରେ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନ କରି ଉପଭୋକ୍ତମାନେ ନିଜର ବିଜୁଳି ବିଲ୍ ରେ ଆଶାତୀତ ହ୍ରାସ କରିବାରେ ସଫଳ ହୋଇଛନ୍ତି।ଖାଲି ସେତିକି ନୁହଁ, ଅନେକ ବିଜୁଳି ଉପଭୋକ୍ତାଙ୍କ ଘରର ବିଦ୍ୟୁତ୍ ବ୍ୟବହାର ପାଇଁ ଶୂନ୍ୟ ୟୁନିଟ ବିଲିଂ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି।ଅକ୍ଷୟ ଶକ୍ତିକୁ ପ୍ରୋତ୍ସାହନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ Continue Reading




