ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୧୫/୯ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନ୍ଓଡିଏଲ୍) ଡିଜିଟାଲ୍ ରୂପାନ୍ତରଣ ଓ ଗ୍ରାହକ ପ୍ରଥମ ଅଭିଯାନକୁ ଏକତ୍ରୀତ କରି ବିଦ୍ୟୁତ୍ ବଂଟନ କ୍ଷେତ୍ରରେ ନୂତନ ମାନଦଣ୍ଡ ନିର୍ଧାରଣ କରିଛି।ଗତ ଚାରି ବର୍ଷରେ କମ୍ପାନି ବିଲିଂ ହେଉଥିବା ୟୁନିଟ୍ରେ ପ୍ରାୟ ୪୯ ପ୍ରତିଶତ ଏବଂ କଲେକ୍ସନରେ ୬୧ ପ୍ରତିଶତରୁ ଅଧିକ ବୃଦ୍ଧି ହାସଲ କରିଥିବା ବେଳେ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୨/୯ : ଏଣିକି ବିଦ୍ୟୁତ୍ ସମସ୍ୟାରୁ ଉପଭୋକ୍ତାଙ୍କୁ ମିଳିବ ମୁକ୍ତି। ଗୁଣାତ୍ମକ ଓ ନିର୍ଭରଯୋଗ୍ୟ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ପାଇଁ ଟାଟା ପାୱାର ଏବଂ ଓଡିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପକ୍ଷରୁ ଉଚ୍ଚ କ୍ଷମତା ସମ୍ପର୍ଣ୍ଣ ଟ୍ରାନ୍ସଫର୍ମର ସ୍ଥାପନ କରାଯାଇଛି।ଟିପିଏନଓଡିଏଲ ପକ୍ଷରୁ ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାର Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୯ / ୯ : ଉପଭୋକ୍ତାଙ୍କୁ ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ଏବଂ ସେମାନଙ୍କ ମଧ୍ୟରେ ସେବା ସମ୍ପର୍କିତ କୌଣସି ଦ୍ଵନ୍ଦ୍ଵ ଥିଲେ ଏହାକୁ ଦୂର କରିବା ପାଇଁ ଟିପିଏନଓଡ଼ିଏଲ ସର୍ବଦା ଗୁରୁତ୍ଵ ଦେଇ ଆସିଛି ।ବିଶେଷତଃ ଉପଭୋକ୍ତାଙ୍କ ମଧ୍ୟରେ ସ୍ମାର୍ଟ ମିଟରକୁ ନେଇ ଥିବା ଦ୍ଵନ୍ଦ୍ଵ ଦୂର କରିବାକୁ ଟିପିଏନଓଡ଼ିଏଲ ଅଗ୍ରାଧିକାର ଦେଇଛି। ଉପଭୋକ୍ତାଙ୍କ ମଧ୍ୟରେ ସ୍ମାର୍ଟ ମିଟର ସମ୍ପର୍କିତ ସଚେତନତା ସୃଷ୍ଟି କରିବା ତଥା ଏ ନେଇ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୧୧/୮ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ) ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ସହ ସାମାଜିକ ଦାୟିତ୍ଵବୋଧତା ତଥା ସିଏସଆର ବିନିଯୋଗ କ୍ଷେତ୍ରରେ ଗୁରୁଦାୟିତ୍ଵ ବହନ କରୁଛି।ଉପାନ୍ତ ଓ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ଗାଡି ଜନସାଧାରଣଙ୍କ ପାଇଁ ବରଦାନ ସାଜିଛି। Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୮/୮ : : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନ୍ଓଡିଏଲ୍) ଉତର ଓଡ଼ିଶାରେ ୨୭,୯୨୦ ବର୍ଗ କିଲୋମିଟର ଅଂଚଳରେ ୧୯.୯ ଲକ୍ଷ ଗ୍ରାହକ ସହ ଅଂଚଳର ୯୯ ଲକ୍ଷରୁ ଅଧିକ ନାଗରିକଙ୍କ ପାଇଁ ବିଦ୍ୟୁତ୍ ବଂଟନ ସେବାରେ ଉତ୍କର୍ଷତା ଆଣିବା ଜାରି ରଖିଛି।ଶୁଭାରମ୍ଭର ଚାରି ବର୍ଷ ମଧ୍ୟରେ ଟିପିଏନ୍ଓଡିଏଲ୍ ୨୦୨୩-୨୪ରେ ଶକ୍ତି ମନ୍ତ୍ରଣାଳୟର ବଂଟନ ୟୁଟିଲିଟି ପାଇଁ Continue Reading
ବାଲେଶ୍ୱର,୪/୮ : ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବହୁଚର୍ଚ୍ଚିତ ଇଣ୍ଡିଗ୍ରେଟେଡ଼ ବିଏଡ଼ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାର ୨୩ ଦିନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ ଟିମ ।ଆତ୍ମାହୁତି ଉଦ୍ୟମରେ ସହଯୋଗ କରିଥିବା ଦୁଇ ଜଣ ଛାତ୍ରଙ୍କୁ ରବିବାର ବିଳମ୍ବିତ ରାତିରେ ଗିରଫ କରାଯାଇଛି ।ଗିରଫ ଛାତ୍ର ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର ସମ୍ବିତ ନାୟକ ।ଉଭୟଙ୍କୁ ରାତିରେ ବାଲେଶ୍ୱର ଏସଡ଼ିଜେଏମଙ୍କ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୩୧/୭: ଭାରତ ରତ୍ନ ଶ୍ରୀ ଜେଆରଡି ଟାଟାଙ୍କ ୧୨୧ତମ ଜୟନ୍ତୀ ପ୍ରତି ଶ୍ରଦ୍ଧାଞ୍ଜଳି ସ୍ୱରୂପ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ) ପକ୍ଷରୁ ବାଲେଶ୍ୱରର ନୋସି କମର୍ସିଆଲ ସେଣ୍ଟରରେ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା।ଏଥି ସହିତ ଟିପିଏନଓଡିଏଲ ଅଧୀନରେ ଥିବା ସମସ୍ତ ଡିଭିଜନ କାର୍ଯ୍ୟାଳୟରେ ମଧ୍ୟ ଶ୍ରୀ ଜେଆରଡି ଟାଟାଙ୍କ ଜୟନ୍ତୀ ପାଳନ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୮/୭ : ଉତ୍ତର ଓଡ଼ିଶାରେ ଜାରି ରହିଥିବା ବନ୍ୟା ପରିସ୍ଥିତିରେ ମଧ୍ୟ ଟିପିଏନଓଡ଼ିଏଲର କର୍ମଚାରୀମାନେ ସମସ୍ତ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ପ୍ରଭାବିତ ବିଦ୍ୟୁତ୍ ଭିତ୍ତିଭୂମି ସ୍ଵାଭାବିକ କରିବା ପାଇଁ ଅହୋରାତ୍ର ପ୍ରୟାସ ଜାରି ରଖିଛନ୍ତି।ଲଗାଣ ବର୍ଷା ଯୋଗୁ ଜଳାର୍ଣ୍ଣବ ତଳିଆ ଅଞ୍ଚଳ ଓ ଅଧିକାଂଶ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଥିବାରୁ ପୁନରୁଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ନଈ ନାଳରେ ସରୀସୃପଙ୍କ Continue Reading
ଯାଜପୁର /ବାଲେଶ୍ୱର / ଭୋଗରାଇ, ୨୭/୭: ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଶନିବାର ଜଳସ୍ତର ହୁ ହୁ ହୋଇ ବଢ଼ିଚାଲିଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ଟପିଛି। ଏଠାରେ ସତର୍କ ସଙ୍କେତ ୧୭.୮୩ ମିଟର ଓ ବିପଦ ସଙ୍କେତ ୧୮.୩୩ ମିଟର ରହିଥିବା ବେଳେ ଶନିବାର ରାତି ସାଢ଼େ ୮ଟା ସୁଦ୍ଧା ଜଳସ୍ତର ୧୮.୮୬ ମିଟର ଛୁଇଁଛି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ୍ର ୧୦୦ ମିଟର ତଳକୁ […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ବର, ୨୭/୭ : ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ୍)ର ବାଲେଶ୍ୱରରେ ଥିବା ମିଟର ପରୀକ୍ଷଣ ଲ୍ୟାବକୁ ସମ୍ମାନଜନକ ନ୍ୟାସନାଲ୍ ଆକ୍ରିଡେସନ୍ ବୋର୍ଡ ଅଫ୍ ଟେଷ୍ଟିଂ ଆଣ୍ଡ୍ କାଲିବ୍ରେସନ୍ ଲାବୋରେଟୋରିଜ୍ (ଏନ୍ଏବିଏଲ୍) ମାନ୍ୟତା ପ୍ରଦାନ କରାଯାଇଛି।ଏନଏବିଏଲର ଏହି ମାନ୍ୟତା ହେଉଛି ଲ୍ୟାବର ବୈଷୟିକ ଦକ୍ଷତା, ଆନ୍ତର୍ଜାତିକ ମାନ ପୂରଣ କରିବା ଏବଂ ସଠିକ୍ ଓ ଭରସାଯୋଗ୍ୟ ପରୀକ୍ଷଣ ଫଳାଫଳ ପ୍ରଦାନ Continue Reading




