ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୫/୭ : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପକ୍ଷରୁ ମୌସୁମୀ ବର୍ଷା ପ୍ରସ୍ତୁତି ଅଭିଯାନର ପଦକ୍ଷେପ ସ୍ୱରୂପ ବିଭିନ୍ନ ବୈଦ୍ୟୁତିକ ସୁରକ୍ଷା ପଦକ୍ଷେପ ପ୍ରତି ଗୁରୁତ୍ଵ ଦିଆଯାଇଛି।ମୌସୁମୀ ଋତୁରେ ଉପଭୋକ୍ତାଙ୍କ ପାଇଁ ଗୁଣାତ୍ମକ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବାକୁ ଟିପିଏନ୍ଓଡିଏଲ୍ ଲକ୍ଷ୍ୟ ରଖିଥିବା ବେଳେ ଉପଭୋକ୍ତା, କର୍ମଚାରୀଙ୍କ Continue Reading
ବାଲେଶ୍ଵର, ୧୫/୭ : ଦୀର୍ଘ ୩ ଦିନ ଧରି ଲଢେଇ କରି ଶେଷରେ ଜୀବନ ହାରିଛନ୍ତି ଫକୀର ମୋହନ କଲେଜ୍ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ସେ ଆଖି ବୁଜିଥିବା ବେଳେ ଆଜି ତାଙ୍କ ପୈତୃକ ଗାଁ ଭୋଗରାଇ ପଳାଶିଆ ଗାଁରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।ତେବେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାକୁ ସମବେଦନା ଜଣାଇବା ସହ […]Continue Reading
ବାଲେଶ୍ୱର, ୧୪/୭ : ଫକୀର ମୋହନ ମହାବିଦ୍ୟାଳୟର ନିଲମ୍ବିତ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ ହୋଇଛନ୍ତି । ସହଦେବ ଖୁଣ୍ଟା ଥାନା ପୋଲିସ ଅଧ୍ୟକ୍ଷଙ୍କୁ ଗିରଫ କରିଛି । ଏ ନେଇ ବାଲେଶ୍ୱର ପୋଲିସ ଅଧିକ୍ଷକ ରାଜ ପ୍ରସାଦ ସୂଚନା ଦେଇଛନ୍ତି । ପୂର୍ବରୁ ଉଚ୍ଚ ଶିକ୍ଷା ବିଭାଗ ଅଧ୍ୟକଙ୍କୁ ନିଲମ୍ବିତ କରିଥିଲା । କଲେଜର ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିବା ମାମଲାରେ ପୂର୍ବରୁ ଏଜୁକେସନ ବିଭାଗର ମୁଖ୍ୟ ପ୍ରଫେସର ସମୀର ସାହୁ ଗିରଫ ହୋଇଛନ୍ତି ।କଲେଜରେ […]Continue Reading
ବାଲେଶ୍ଵର, ୧୨/୭ : ସାମ୍ନାକୁ ଆସିଲେ ଅଧ୍ୟାପକ। ଟାଣିଟାଣି ନେଲା ପୋଲିସ। ବାଲେଶ୍ବର ଏଫଏମ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ ରହିଛନ୍ତି। ଶିକ୍ଷା ବିଭାଗର ମୁଖ୍ୟ ସମୀର ସାହୁ ଥାନାରେ ଅଟକ ହୋଇଛନ୍ତି। ସହଦେବଖୁଣ୍ଟା ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ Continue Reading
ବାଲେଶ୍ବର, ୧୨/୭ : ଫକୀର ମୋହନ ମହାବିଦ୍ୟାଳୟର ଗେଟ୍ ସମ୍ମୁଖରେ ଏକ ଅଭାବନୀୟ ଘଟଣା ଘଟିଛି । ପେଟ୍ରୋଲ ଢାଳି ନିଆଁ ଲଗାଇ ନିଜକୁ ଜାଳିଦେଲେ ଛାତ୍ରୀ । କଲେଜ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଧାରଣା ଦେଇ ଏପରି କାଣ୍ଡ ଭିଆଇଛନ୍ତି । ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ବି ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟ ଛାତ୍ରୀ ବାଲେଶ୍ବର ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ବୋଲି ସୂଚନା ମିଳିଛି ।ଗୁରୁତର ଥିବା […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୫/୭ : ଟିପିଏନଓଡିଏଲ ବିଦ୍ୟୁତ ଆବଣ୍ଟନର ଦାୟିତ୍ଵ ନେଇ ମାତ୍ର କେଇ ବର୍ଷ ମଧ୍ୟରେ ଉତ୍ତର ଓଡ଼ିଶାରେ ବିଦ୍ୟୁତ ସଂସ୍କାର କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି। ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲାର ବିଦ୍ୟୁତ ଆବଣ୍ଟନ ଦାୟିତ୍ଵ ନେଇଥିବା ଟିପିଏନଓଡିଏଲ ଉପଭୋକ୍ତାଙ୍କ ସ୍ବାର୍ଥରକ୍ଷା ସାଙ୍ଗକୁ ଉତ୍ତମ ସେବା ଓ ନିରାପତ୍ତା ପ୍ରଦାନ କ୍ଷେତ୍ରରେ ଆଶାତୀତ ସଂସ୍କାର ଆସିଥିବା ପରିଲକ୍ଷିତ ହୋଇଛି Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୧/୬ : ଟିପିଏନଓଡ଼ିଏଲ ପକ୍ଷରୁ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଛି। ଟିପିଏନଓଡ଼ିଏଲ କର୍ପୋରେଟ୍ କାର୍ଯ୍ୟାଳୟରେ ଇଞ୍ଜିନିୟର-ଇନ-ଚିଫ୍ ଶରତ ଚନ୍ଦ୍ର ମହାଳିକଙ୍କ ତତ୍ବାବଧାନରେ ଯୋଗ ଦିବସ ପାଳିତ ହୋଇଥିବାବେଳେ ସେ ଯୋଗ ଓ ପ୍ରାଣାୟମର ଉପାଦେୟତା ସମ୍ପର୍କରେ ଆଲୋକପାତ କରିବା ସହ ବିଭିନ୍ନ ଯୋଗାସାନ କର୍ମଚାରୀଙ୍କୁ ଶିଖାଇ ଥିଲେ।ସେ ଦର୍ଶାଇଥିଲେ ଯେ, ଶରୀର ଓ ମନର ଶାନ୍ତି ପାଇଁ ଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯୋଗ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୧୦/୬ : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ର ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ-ଡେଜିଗନେଟ୍) ଭାବେ ଶ୍ରୀ ଗଜାନନ ଏସ କାଲେ ଦାୟିତ୍ଵ ଗ୍ରହଣ କରିଛନ୍ତି।ବିଦ୍ୟୁତ ବିତରଣ କ୍ଷେତ୍ରରେ ତିନି ଦଶନ୍ଧିରୁ ଊର୍ଦ୍ଧ୍ଵ ସମୟର ଅଭିଜ୍ଞତା ରଖିଥିବା ଶ୍ରୀ କାଲେ ଦେଶର ବହୁ ନାମିଦାମୀ ବିଦ୍ୟୁତ ବିତରଣ କମ୍ପାନୀରେ ଗୁରୁ ଦାୟିତ୍ଵ ବହନ Continue Reading




