Home Posts tagged Balasore (Page 11)
Odisha News
ଭୁବନେଶ୍ବର/ବାଲେଶ୍ବର,୨/୯: ବହୁଚର୍ଚ୍ଚିତ ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ତଦନ୍ତକାରୀ ସଂସ୍ଥା ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍ (ସିବିଆଇ) ଗିରଫ ହୋଇଥିବା ୩ ଜଣ ରେଳ ଅଧିକାରୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି।ସିବିଆଇ ୧୯୮୯ ରେଲୱେ ଆକ୍ଟ ୧୫୩ ଧାରାରେ ଆଇପିସିର ଦଫା ୩୦୪(୨), ୩୪ରେ ରେଳ ବିଭାଗର କର୍ମଚାରୀ ଅରୁଣ କୁମାର ମହାନ୍ତ(ଏସଇଇ (ସିଗନାଲ୍) ଇନଚାର୍ଜ), ମହମ୍ମଦ ଅମୀର ଖାନ (ଏସଇଇ ସିଗନାଲ୍ )ଓ ପପୁ କୁମାର Continue Reading
Odisha News
ବାଲେଶ୍ୱର,୨/୯: ୬୦ ନଂ ଜାତୀୟ ରାଜପଥ ରୁପସା ନିକଟରେ ପିକଅପକୁ ପଛପଟୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହାଫଳରେ ରୋଗୀ ସମେତ ୫ ଜଣ ଗୁରୁତର ହୋଇଛନ୍ତି।ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜଳେଶ୍ୱରପୁର ଅଞ୍ଚଳରୁ ଜଣେ ରୋଗୀକୁ ନେଇ ୧୦୮ ଆମ୍ବୁଲାନ୍ସ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଉଥିବା ବେଳେ ୬୦ ନଂ ଜାତୀୟ ରାଜପଥ ରୁପସା ନିକଟରେ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ପିକଅପକୁ ପଛ ପଟୁ ଧକ୍କା ଦେଇଥିଲା। […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର,୨୨/୮: ବାଲେଶ୍ୱର ଜିଲ୍ଲାରେ କାର୍ଯ୍ୟରତ ପଞ୍ଚାୟତ ଅଧିକାରୀ ମାନେ ନିଜର ୨ଦଫା ଦାବି ନେଇ ୨୦/୦୮ ଠାରୁ ଅନିର୍ଦିଷ୍ଟକାଳ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଆନ୍ଦଳନ କରିଆସୁଛନ୍ତି।ପଞ୍ଚାୟତ ଅଧିକାରୀଙ୍କ ଶିକ୍ଷାଗତ ଯୋଗ୍ୟତାକୁ +୨ ରୁ +୩ ଉନ୍ନୀତ କରିବା।ଦରମା ହାର ଲେବେଲ ୫ ରୁ ୯ କୁ ବୃଦ୍ଧି କରିବା । ଦ୍ବିତୀୟତ ଜଣେ ନିର୍ବାହୀ ଅଧିକାରୀ ୩୦ ରୁ ୪୦ ବର୍ଷ ଚାକିରୀ କରିଲେ ମଧ୍ୟେ ପ୍ରମୋଶନ ର ସୁବିଧା ନ Continue Reading
Odisha News
ବାଲେଶ୍ଵର,୨୧/୮: ବାଲେଶ୍ଵର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ବାଲିଆପାଳ -କମର୍ଦା ରାସ୍ତାର ଛୋଟକାନପୁର ନିକଟରୁ ବଜରଙ୍ଗ ଦଳ ଦ୍ବାରା ଦୁଇଟି ଗୋରୁ ବୋଝେଇ ପିକ ଅପ ଜବତ କରାଯାଇଛି। ସୂଚନା ଅନୁସାରେ ଗତ ରାତି ସାଢ଼େ ୨ଟା ବେଳେ ଦୁଇଟି ପିକ ଅପରେ୪୦ରୁ ଉର୍ଦ୍ଧ୍ବ ଗୋରୁ ବୋଝେଇ କରି ବାଲିଆପାଳ କମର୍ଦା ରାସ୍ତାରେ ଦ୍ରୁତଗତିରେ ଯାଉଥିବା ସମୟରେ ଛୋଟକାନପୁର ଛକ ନିକଟରେ ବଜରଙ୍ଗ ଦଳର କିଛି କର୍ମୀ ଗାଡ଼ିକୁ ଅଟକାଇବା ସହିତ ଗାଡ଼ିରୁ ସମସ୍ତ ଗୋରୁ Continue Reading
Odisha News
ବାଲେଶ୍ୱର,୧୪/୮ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲ୍ଲା ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ କିରାଣି ମନୋଜ କୁମାର ଭଞ୍ଜ। ଜଣେ ଠିକା ନର୍ସିଂ ଅଫିସରଙ୍କଠାରୁ ସେ ୮ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଥିଲେ।ଉକ୍ତ କର୍ମଚାରୀଙ୍କ ଠିକା ଅବଧି ପୂରଣ ହୋଇଯାଇଥିବା ବେଳେ ଚାକିରି ନିୟମିତ କରିବା ପାଇଁ ଆବଶ୍ୟକ ଫାଇଲ କାମ କରିବାକୁ ବରିଷ୍ଠ କିରାଣି ମନୋଜ କୁମାର ଭଞ୍ଜ ତାଙ୍କୁ ଲାଞ୍ଚ ମାଗିଥିଲେ। ଏନେଇ ଠିକା କର୍ମଚାରୀ Continue Reading
Odisha News
ସୋର,୧୨/୮: ଅଜାଙ୍କ ଦଶାହରେ ଦୁଇ ନାତିଙ୍କ ମୃତ୍ୟୁ। ଲଣ୍ଡା ହୋଇ ଗାଧୋଉଥିଲା ବେଳେ ପାଣିରେ ବୁଡ଼ି ଉଭୟେ ମୃତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୋର ୱାଦା ଅଞ୍ଚଳରେ।ୱାଦା ଅଞ୍ଚଳର ସ୍ବର୍ଗତ ବିଷ୍ଣୁ ଚରଣ ପାଢ଼ୀଙ୍କ ଦଶାହ କର୍ମରେ ଯୋଗ ଦେବା ପାଇଁ ୱାଦା ଗ୍ରାମର ପିତାମ୍ବର ପାଢ଼ୀଙ୍କ ପୁଅ ସୁଶାନ୍ତ ଓ ବିଦୁ ଅଞ୍ଚଳର ଚନ୍ଦନ କର ପଥରକଟା ଘାଟତୁଠ ନିକଟରେ ଥିବା ଏକ ଗାଡ଼ିଆରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ିଯାଇଥିଲେ।ଦୀର୍ଘ ସମୟ ପରେ […]Continue Reading
Odisha News
ଜଳେଶ୍ୱର/ ବାଲେଶ୍ୱର,୭/୮: ଚନ୍ଦନେଶ୍ୱରରେ ଥିବା ୟୁନିୟନ ବ୍ୟାଙ୍କରୁ ଲୁଟ୍ ମାମଲାରେ ବାଲେଶ୍ୱର ପୁଲିସକୁ ବଡ଼ ସଫଳତା ମିଳିଛି। ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳରୁ ମାଷ୍ଟରମାଇଣ୍ଡକୁ ଗିରଫ କରିଛି ପୁଲିସ। ଏଥିସହ ୮୫୪ ଗ୍ରାମ୍ ସୁନା ଜବତ କରାଯାଇଛି।ପୂର୍ବରୁ ଏହି ଘଟଣାରେ ୬ଜଣଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାରେ ୧୪ ଜଣଙ୍କ ସମ୍ପୃକ୍ତି ଥିବା ବାଲେଶ୍ୱର ଏସପି ସାଗରିକା ନାଥ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୟୁନିୟନ Continue Reading
Odisha News
ବାଲେଶ୍ୱର,୭/୮: ନଦୀରେ ବୁଡ଼ ପକାଇବା ବେଳେ ବୁଡ଼ିଗଲେ ଦୁଇ କାଉଡିଆ। ଜଣେ କାଉଡିଆଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କର କୌଣସି ପତ୍ତା ମିଳିନାହିଁ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ବରଦା ପଞ୍ଚାୟତ ଅନ୍ତର୍ଗତ ସାଳନ୍ଦୀ ନଦୀରେ। ନିଖୋଜ କାଉଡିଆଙ୍କ ପରିଚୟ ମିଳିନାହିଁ। ନିଖୋଜ କାଉଡିଆଙ୍କ ଘର ବଡ଼ଜୟପୁର ଅଞ୍ଚଳର ହୋଇଥିବା ଜଣାପଡ଼ିଛି।ଶ୍ରାବଣ ମାସ ଚାଲିଥିବାରୁ କାଉଡିଆମାନେ ଦେବ ଦେବ ମହାଦେବଙ୍କ ପାଖରେ ପାଣି ଢାଳିବାକୁ ଯାଉଛନ୍ତି। Continue Reading
Odisha News
ସୋର,୨/୮: ୧୬ ନମ୍ବର ଜାତୀୟ ରାଜପଥ ସିମୁଳିଆଠାରେ ଏକ ପୋଖରୀ ଭିତରକୁ ଭାରସାମ୍ୟ ହରାଇ ଓଲଟି ପଡ଼ିଲା କାର୍। ଏହାଫଳରେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ସିମୁଳିଆ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କାରଟି ଧାମରାରୁ ଧାମନଗରକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା।ଆଜି ଭୋରୁ ଏକ କାର୍ରେ ୫ ଯୁବକ ବାଲେଶ୍ୱରରୁ ଭଦ୍ରକ ଅଭିମୁଖେ ଯାଉଥିଲେ। ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା Continue Reading