ବାଲେଶ୍ୱର,୧୪/୭: ବାଲେଶ୍ୱର ରେମୁଣା ବିଜେଡି ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଙ୍କର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ସଂକ୍ରମିତ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ସଂସ୍ପର୍ଶରେ ଆସିଥିବାରୁ ସେ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ତେବେ ନୀଳଗିରି ବିଧାୟକ ସୁକାନ୍ତଙ୍କ ପଜିଟିଭ ରିପୋର୍ଟ ପରେ ସୁଧାଂଶୁ ନିଜ ବାସଭବନରେ ଗୃହସଙ୍ଗରୋଧରେ ଥିଲେ। ସ୍ୱାବ୍ ଟେଷ୍ଟ ପରେ ରିପୋର୍ଟ ପଜିଟିଭ୍ ଆସିଛି।ରାଜ୍ୟରେ ୩ ବିଧାୟକ କରୋନା ସଂକ୍ରମିତ ହେଲେଣି।Continue Reading
ଭୁବନେଶ୍ବର,୪/୭: ରାଜ୍ୟରେ ଶନିବାର ଦିନ ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ Continue Reading




