ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୪/୩: ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନଓଡ଼ିଏଲ) ପକ୍ଷରୁ ଟାଟା ଗ୍ରୁପର ପ୍ରତିଷ୍ଠାତା ଜେ.ଏନ ଟାଟାଙ୍କ ଜନ୍ମ ଜୟନ୍ତୀ ଅବସରରେ ନୈତିକତା ସପ୍ତାହ ୨୪ ଫେବୃଆରୀରୁ ମାର୍ଚ୍ଚ ୩ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଛି।ନୈତିକତା ସପ୍ତାହ ଅବସରରେ କର୍ମଚାରୀମାନଙ୍କ ମଧ୍ୟରେ ପ୍ରବନ୍ଧ ଲିଖନ, ପୋଷ୍ଟର ପ୍ରସ୍ତୁତି, ସ୍ଲୋଗାନ୍, କୁଇଜ୍ ଆଦି ଭଳି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୪/୩ : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ପକ୍ଷରୁ ଲାଇନମେନ ଦିବସ ମହାସମାରୋହରେ ପାଳିତ ହୋଇଛି।ଟିପିଏନଓଡିଏଲ ସିଇଓ ଦ୍ଵିଜଦାସ ବସାକଙ୍କ ପୌରୋହିତ୍ୟରେ ଲାଇନମେନ ଦିବସ ବାଲେଶ୍ବର ଠାରେ ପାଳିତ ହୋଇଥିବାବେଳେ ଜଳେଶ୍ଵରରେ କମର୍ସିଆଲ ମୁଖ୍ୟ ଜୟଦୀପ ରୟ, ଯୋଡ଼ାରେ ଅପରେସନ ମୁଖ୍ୟ ନୀଲେଶ ପୋଟଫଡେ, ସୋରରେ ଇଞ୍ଜିନିୟର ଇନ ଚିଫ୍ ଶରତ ଚନ୍ଦ୍ର Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୨୨/୨ : ଟିପି ନର୍ଦନ ଓଡ଼ିଶାଡିଷ୍ଟ୍ରିବ୍ୟୁସନ୍ଲିମିଟେଡ୍ (ଟିପିଏନଓଡିଏଲ)ର ସିଇଓ ଦ୍ୱିଜଦାସ ବସାକଙ୍କୁ ସମ୍ମାନଜନକ ବିଜନେସ୍ଲିଡର୍ ଅଫ୍ ଦି ଇୟର ଆୱାର୍ଡସସମାରୋହରେ ‘ସିଇଓ ଅଫ୍ ଦି ଇୟର’ ଭାବେ ପୁରସ୍କାର ପ୍ରଦାନ କରାଯାଇଛି ।ମୁମ୍ବାଇରେ ଅନୁଷ୍ଠିତକାର୍ଯ୍ୟକ୍ରମର ୨୩ତମ ବିଶ୍ୱସଂସ୍କରଣରେଏହି ପୁରସ୍କାର ପ୍ରଦାନ କରାଯାଇଛି ଯାହାନେତୃତ୍ୱଏବଂବ୍ୟବସାୟିକ ନବସୃଜନରେଉତ୍କର୍ଷତାକୁଦର୍ଶାଉଛି Continue Reading
ସୋର,୨୧/୨: ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ଗାଁରେ ଶୁକ୍ରବାର ସକାଳୁ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ। ହଠାତ୍ ତାଙ୍କ ପେଟ କାଟିବାକୁ ସେ ଅସୁସ୍ଥ ହୋଇ ତଳେ ପଡ଼ିଗଲେ। ସଙ୍ଗେ ସଙ୍ଗେ ତାଙ୍କୁ ସୋର ମେଡିକାଲ ନେଇଥିଲେ ପରିବାର ଲୋକେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।ସୂଚନାନୁସାରେ, ରାଜ୍ୟର ମୋଟ୍ ୨୯୭୯ କେନ୍ଦ୍ରରେ ୫,୧୦,୭୭୮ ଜଣ ମାଟ୍ରିକ୍ ପରୀକ୍ଷାର୍ଥୀ Continue Reading
ବାଲେଶ୍ୱର , ୧୯/୨ : ଏକ ବରଯାତ୍ରୀ ବସ୍ ଘର ଭିତରକୁ ପଶିଯାଇଛି। ତେବେ ୫୦ ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ୧୦ରୁ ଅଧିକ ବରଯାତ୍ରୀଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।ଗତ କାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ମିତ୍ରପୁର ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଅସିତ ସାହୁ ବିବାହ ପାଇଁ ଔପଦା ବ୍ଲକ ଅନ୍ତର୍ଗତ ଜହ୍ନିଆପଦା ଗ୍ରାମର ଗୌରାଙ୍ଗ ସାହୁଙ୍କ ଝିଅଙ୍କୁ ବିବାହ କରିବା ପାଇଁ ବରଯାତ୍ରୀଙ୍କୁ ନେଇ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୦/୨: ଚାନ୍ଦିପୁର ସୁବର୍ଣ୍ଣ ବେଳାଭୂମି ମହୋତ୍ସବର ରୌପ୍ୟ ଜୟନ୍ତୀ ଉତ୍ସବ ମହା ସମାରୋହ ଅନୁଷ୍ଠିତ ହୋଇଛି। ଫେବୃଆରୀ ୬ରୁ ୯ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଉତ୍ସବରେ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ(ଟିପିଏନଓଡିଏଲ୍) ପକ୍ଷରୁ ସେଠାରେ ସ୍ୱତନ୍ତ୍ର ଷ୍ଟଲ୍ ର ବ୍ୟବସ୍ଥା କରାଯାଇଥିଲା।ଷ୍ଟଲରେ ଉପଭୋକ୍ତାମାନଙ୍କୁ ବୈଦ୍ୟୁତିକ ସେବା ସମ୍ପର୍କିତ ସୂଚନା ଓ ସହାୟତା ପ୍ରଦାନ କରାଯିବା ସହ ଟିପିଏନଓଡିଏଲର Continue Reading
By Sudam Patra Balasore, Jan 25 : TP Northern Odisha Distribution Limited (TPNODL) organized its Business Associates (BAs) Meet on 22nd January 2025, bringing together key stakeholders to strengthen vendor relationships and empower the MSME sector. The event saw active participation from 135 Business Associates and senior TPNODL leadership, including Dwijadas Basak, CEO, Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୬।୧ : ବିଦ୍ୟୁତ ଚୋରିକୁ ତୃଣମୂଳ ସ୍ତରରୁ ରୋକିବା ପାଇଁ ବିଶେଷ ଗୁରୁତ୍ଵ ଦେଉଛି ଟିପିଏନଓଡିଏଲ। ଉପଭୋକ୍ତାମାନଙ୍କୁ ନିରବଛିନ୍ନ ଓ ଗୁଣାତ୍ମକ ବିଦ୍ୟୁତ ସେବା ପ୍ରଦାନ ଦିଗରେ କମ୍ପାନୀ ବିଶେଷ ଧ୍ୟାନ ଦେଉଛି।ଏହି କ୍ରମରେ ପ୍ରାୟ ୩୬୨ ମେଗାୱାଟ ବିଜୁଳି ଚୋରିକୁ ରୋକିବାରେ ଟିପିଏନଓଡିଏଲ ସଫଳ ହୋଇଛି ଓ ୧ ଲକ୍ଷ ୨୯ ହଜାର ମାମଲା ଦାୟର କରିଛି। ମିଳିଥିବା ସୂଚନା ମୁତାବକ ୨୦୨୧-୨୨ ଆର୍ଥିକ ବର୍ଷରେ ୩୭ହଜାର ୯୩୮ଟି ମାମଲା Continue Reading
ବାଲେଶ୍ୱର, ୨୩/୧୨ : ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି। ଏଥିସହ ରାସ୍ତାରୋକ କରିଛନ୍ତି ପରିବାର ଲୋକେ। ଏପରି ଏକ ଦ୍ୱନ୍ଦ୍ୱାତ୍ମକ ସ୍ଥତି ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ବଜାରରେ ଘଟିଛି।ବିଶ୍ୱସ୍ତ ସୂତ୍ରରୁ ଖବର ପାଇ କମର୍ଦ୍ଦା ବଜାରର ଜଣଙ୍କ ଘର ଉପରେ ଆଜି ସକାଳେ ଅବକାରୀ ଟିମ୍ […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୯/୧୨ : ବାଲେଶ୍ୱର ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସଭାପତି ସତ୍ୟ ଶିବ ସୁନ୍ଦର ଦାଶ, , ଅଧ୍ୟକ୍ଷା ଗୋପାମୁଦ୍ରା ମହାପାତ୍ର,ଉପାଧ୍ୟକ୍ଷ ଉତ୍ପଳ ମହାନ୍ତି ପ୍ରମୁଖ ଉଦଘାଟନ କରିଥିଲେ । ସମ୍ପାଦକ ଅରିଜିତ ଘୋସାଲଙ୍କ ସଂଯୋଜନାରେ ଆୟୋଜିତ ଆଜିର କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲେ ଓଡ଼ିଶା ସଙ୍ଗୀତ ଜଗତର ଲୋକପ୍ରିୟ ଯୁବ ଗାୟକ ସତ୍ୟଜିତ , ସୁମଧୁର ଗୀତ ବେସ ଆକର୍ଷିତ କରିଥିଲା Continue Reading




