
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୩୦/୯ : ସର୍ବଦା ସୁରକ୍ଷାକୁ ଅଗ୍ରାଧିକାର ଦେଉଥିବା ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପାର୍ବଣଋତୁ ଅବସରରେ ବିଦ୍ୟୁତ ସମ୍ପର୍କିତ ସତର୍କତାକୁ ବିଶେଷ ଧ୍ୟାନ ଦେବା ପାଇଁ ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ପରାମର୍ଶ ଦେଇଛି।ପବିତ୍ର ଦୁର୍ଗା ପୂଜା ଓ କାଳୀ ପୂଜା ଅବସରରେ ନିର୍ମାଣ କରାଯାଉଥିବା ମଣ୍ଡପ ତଥା ଅସ୍ଥାୟୀ ଟେଣ୍ଟଗୁଡ଼ିକୁ ବିଦ୍ୟୁତ ଖୁଣ୍ଟ, ତାର ଅବା ଟ୍ରାନ୍ସଫର୍ମରଗୁଡିକଠାରୁ Continue Reading