
ବାଲେଶ୍ୱର,୨୦/୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ଅଫିସ ସହ ବାସଭବନରେ ରେଡ କରିଛି ଭିଜିଲାନ୍ସ।ଏହି ଚଢ଼ାଉରେ ୧୧ ଜଣ ଡିଏସ୍ପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଏବଂ ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି Continue Reading