Home Posts tagged Balasore (Page 5)
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୨୨/୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ କୁ ଦୃଷ୍ଟିରେ ରଖି ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏନଓଡିଏଲ୍) ତତ୍ପରତା ପ୍ରକାଶ କରିଛି। ଉପଭୋକ୍ତାଙ୍କୁ ନିର୍ଭରଯୋଗ୍ୟ ଓ ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ପାଇଁ ଆଗୁଆ ପଦକ୍ଷେପ ଗ୍ରହଣ କରିଛି ।ବାତ୍ୟା ଯୋଗୁ ପ୍ରବଳ ବର୍ଷା ଓ ପବନ ବହିବା ଆକଳନ କରାଯାଇଥିବାରୁ ବିଦ୍ୟୁତ ସେବା ସମ୍ଭାବ୍ୟ କ୍ଷୟକ୍ଷତିର ତ୍ଵରିତ ମୁକାବିଲା ପାଇଁ ପ୍ରତିଷେଧମୂଳକ ପଦକ୍ଷେପ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୫/୧୦: ସାମାଜିକ ଦାୟିତ୍ଵବୋଧତା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ତଥା ଆଞ୍ଚଳିକ ସ୍ତରରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଣ ପାଇଁ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)କୁ “ବେଷ୍ଟ ହେଲ୍ଥ କେୟାର ଇନିସିଏଟିଭ ଇନ୍ ଦ ରିଜନ୍” ସମ୍ମାନରେ ସମ୍ମାନିତ କରାଯାଇଛି।ଭୁବନେଶ୍ବରରେ ଓଡିଶା ସିଏସଆର ଫୋରମ୍ ଦ୍ୱାରା ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଟିପିଏନଓଡିଏଲକୁ ଏହି ସମ୍ମାନ ପ୍ରଦାନ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୩୦/୯ : ସର୍ବଦା ସୁରକ୍ଷାକୁ ଅଗ୍ରାଧିକାର ଦେଉଥିବା ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପାର୍ବଣଋତୁ ଅବସରରେ ବିଦ୍ୟୁତ ସମ୍ପର୍କିତ ସତର୍କତାକୁ ବିଶେଷ ଧ୍ୟାନ ଦେବା ପାଇଁ ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ପରାମର୍ଶ ଦେଇଛି।ପବିତ୍ର ଦୁର୍ଗା ପୂଜା ଓ କାଳୀ ପୂଜା ଅବସରରେ ନିର୍ମାଣ କରାଯାଉଥିବା ମଣ୍ଡପ ତଥା ଅସ୍ଥାୟୀ ଟେଣ୍ଟଗୁଡ଼ିକୁ ବିଦ୍ୟୁତ ଖୁଣ୍ଟ, ତାର ଅବା ଟ୍ରାନ୍ସଫର୍ମରଗୁଡିକଠାରୁ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୬/୯: କୁଶଳୀ ହେବେ ଆଇଟିଆଇ ଛାତ୍ରଛାତ୍ରୀ। ବଢିବ ଟିପିଏନଓଡିଏଲ କର୍ମଚାରୀଙ୍କ ଦକ୍ଷତା। ସୁରକ୍ଷା ପଦ୍ଧତି ଏବଂ କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ ତାଲିମ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପିଏନଓଡିଏଲ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ସ୍ଥିତ ବେତନଟୀରେ ନୂତନ କୌଶଳ ବିକାଶ କେନ୍ଦ୍ରର ଲୋକାର୍ପଣ କରାଯାଇଛି।ଏହି କୌଶଳ ବିକାଶ କେନ୍ଦ୍ର ଟିପିଏନଓଡିଏଲର କର୍ମଚାରୀଙ୍କ ଦକ୍ଷତା ବିକାଶ କରିବା ସହିତ ବିଏ Continue Reading
Odisha News
ବାଲିଆପାଳ/ଜଳେଶ୍ବର, ୨୨/୯ : ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ମହାପଦା ଅଙ୍ଗନବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣାରେ ୩ ଜଣ ମହିଳାଙ୍କୁ ଗିରଫ କରାଯାଇଛି। ଗତ ୧୯ ତାରିଖରେ ମହାପଦା ଅଙ୍ଗନବାଡି କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ପିଟିଥିଲେ ଗ୍ରାମବାସୀ। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତାଙ୍କ ନିକଟରୁ ଘଟଣା Continue Reading
Odisha News
ବାଲେଶ୍ବର, ୨୧/୯ : କୋଟିପତି ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ବାଲେଶ୍ୱର ରୁରାଲ୍ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାଯାଇଛି।ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ୨ଟି କୋଠା, Continue Reading
Odisha News
ବାଲେଶ୍ୱର,୨୦/୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି।୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଭିଜିଲାନ୍ସ ଟିମ୍ ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେଉଁନ୍ଦୁଝର ଏବଂ ଫୁଲବାଣୀ ଭଳି ୧୧ ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା।ଭିଣୋଇଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ Continue Reading
Odisha News
ବାଲେଶ୍ୱର,୨୦/୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ଅଫିସ ସହ ବାସଭବନରେ ରେଡ କରିଛି ଭିଜିଲାନ୍ସ।ଏହି ଚଢ଼ାଉରେ ୧୧ ଜଣ ଡିଏସ୍‌ପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଏବଂ ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୯/୯ : ଆହୁରି ସଶକ୍ତ ହୋଇଛି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ର ସୁରକ୍ଷା ପଦ୍ଧତି।ବାଲିଆ ସ୍ଥିତ ବାଲେଶ୍ଵର ମଣ୍ଡଳ କାର‌୍ୟ୍ୟାଳୟ ଏବଂ ସ୍ଥାନୀୟ ଅନ୍ୟ କାର୍ଯ୍ୟାଳୟଗୁଡ଼ିକର ଅଗ୍ନି ନିର୍ବାପକ ବ୍ୟବସ୍ଥା ସୁଦୃଢ ଉଦ୍ଦେଶ୍ୟରେ ନବ ନିର୍ମିତ ଅଗ୍ନି ଚିହ୍ନଟ, ଆଲାର୍ମ ଏବଂ ସୁରକ୍ଷା ଷ୍ଟେସନ ବିଶ୍ୱକର୍ମା ପୂଜା ଅବସରରେ ଉଦ୍ଘାଟନ ସହଜରେ Continue Reading