Home Posts tagged Balasore (Page 9)
Odisha News
ଭୋଗରାଇ,୧୫/୩: ଘର ଭିତରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଗଲେ ମହିଳା । ଗାଁ ଲୋକେ ରକ୍ଷା କରିବା ପୂର୍ବରୁ ଉଡ଼ିଗଲା ମହିଳାଙ୍କ ପ୍ରାଣବାୟୁ। ଏପରି ଏକ ଲୋମଟାଙ୍କୁରା ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ ଅଘଟଣ ।ମୃତା ମହିଳାଜଣକ ହେଲେ ୨୮ ବର୍ଷୀୟା ଅର୍ଚ୍ଚନା ବେହେରା । ଅର୍ଚ୍ଚନା ପ୍ରାୟ ୧୨ ବର୍ଷ ପୂର୍ବେ ରସଲପୁର ଗାଁର ଭାସ୍କର ବେହେରାଙ୍କୁ ବିବାହ କରିଥିଲେ। ଉଭୟଙ୍କର ଦୁଇ ପୁଅ ଅଛନ୍ତି। ଭାସ୍କର ବାହାରେ ରହି […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ବର,୮/୩ :ଟିପିଏନଓଡିଏଲ୍ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ’ଫେମେ ଫିଏଷ୍ଟା’ ଅନୁଷ୍ଠିତ ହୋଇଛି। ମହିଳା ଉପଭୋକ୍ତାମାନଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଟିପିଏନଓଡିଏଲ୍ ପ୍ରତି ସେମାନଙ୍କ ପ୍ରତିବଦ୍ଧତାକୁ ସମ୍ମାନ ଜଣାଇବା ପାଇଁ ଏହାର ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମରେ ସିଇଓ ଦ୍ୱିଜଦାସ ବସକ, ଚିଫ କମର୍ସିଆଲ ଓ ସିଏସଆର୍ ପର୍ବିନ୍ ବର୍ମା ପ୍ରମୁଖ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୩/୨ : ପିଲାଙ୍କ ମଧ୍ୟରେ ଶକ୍ତି ସଞ୍ଚୟ ଓ ଅକ୍ଷୟ ଶକ୍ତିର ବିନିଯୋଗ କରିବା ନେଇ ବିଚାରଧାରା ସୃଷ୍ଟି ଉଦ୍ଦେଶ୍ୟରେ ଟାଟା ପାୱାର ଏବଂ ଓଡିଶା ସରକାରଙ୍କ ମିଳିତ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ବାରିପଦା ସ୍ଥିତ ଏମପିକେ ହାଇସ୍କୁଲରେ ଉର୍ଜ୍ଜା ମହୋତ୍ସବ ଆୟୋଜନ କରିଛି।ମୟୂରଭଞ୍ଜ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ଡ. ପ୍ରଶାନ୍ତ କୁମାର ମହାନ୍ତି ମହୋତ୍ସବର ଉଦ୍ଘାଟନ Continue Reading
Odisha News
ସୁଦାମ ପାତ୍ରଙ୍କ ଋିପୋର୍ଟବାଲେଶ୍ଵର, ୨୮/୧ : ସତ ହେଲା ସ୍ଵପ୍ନ। ପୂରଣ ହେଲା ଦୀର୍ଘ ଦିନର ଆଶା। ବିଜୁଳି ଆଲୁଅ ଦେଖିଲା ଅନ୍ଧାରୀ ଇଲାକା। ପାହାଡ ଜଙ୍ଗଲ ଘେରା ଶିମିଳିପାଳରେ ବସବାସ କରୁଥିବା ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ୩ପଞ୍ଚାୟତର ୨୩ଶହରୁ ଅଧିକ ପରିବାରଙ୍କ ଘରେ ପହଞ୍ଚିଛି ବିଜୁଳି।ବିଜୁ ଗ୍ରାମ ଜ୍ୟୋତି ଯୋଜନା ଅଧୀନରେ ରାଜ୍ୟ ସରକାରଙ୍କ ପ୍ରୟାସ ଓ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ର ଅଦମ୍ୟ ପ୍ରଚେଷ୍ଟା ବଳରେ Continue Reading
Odisha News
ବାଲେଶ୍ୱର, ୨୦/୧ : ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୃ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଜୟନାରାୟଣ ଭୁବନେଶ୍ୱର ଏମସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ଜୟନାରାୟଣ ଦୀର୍ଘ ଦିନ ହେଲା ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ଗତ ୨୮ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।ସେ ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ Continue Reading
Odisha News
ସୋର, ୧୬/୧: ବାଲେଶ୍ବର ଜିଲ୍ଲା ସୋର ଥାନା ସରସଙ୍ଖ ପଞ୍ଚାୟତ ହାତିଗଡ଼ିଆ ଗ୍ରାମର ଜଣେ ଝିଅ ତାଙ୍କ ବାପା ମା’ଙ୍କୁ ପନିକିରେ ଆକ୍ରମଣ କରିବା ଫଳରେ ଉଭୟ ବାପା ମା ଗୁରୁତର ଭାବେ ଆହତ ହୋଇଛନ୍ତି। ସୂଚନା ଅନୁସାରେ ଏହି ଗ୍ରାମର ରଞ୍ଜିତ ସିଂ(୩୮) ଓ ତାଙ୍କ ସ୍ତ୍ରୀ ବୁଦୁନି ସିଂ (୩୨)ଙ୍କ ବଡ଼ ଝିଅ କୁନି ସିଂ (୨୦) ବିବାହ ପରେ ମଧ୍ୟ ବାପଘରେ ଦୁଇବର୍ଷ ଧରି ରହୁଛନ୍ତି।ଗତକାଲି ରାତିରେ ରଞ୍ଜିତ ଓ ତାଙ୍କ ସ୍ତ୍ରୀ […]Continue Reading
Odisha News
ସିମୁଳିଆ,୧୧/୧: ବାଲେଶ୍ୱର ସିମୁଳିଆ ବ୍ଲକ ଉନ୍ନୟନ ଅଧିକାରୀ(ବିଡିଓ) ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ କରାଯାଇଛି । ସରକାରୀ କ୍ୱାଟର୍ସରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ଯଦିଓ ବିଶ୍ୱରଜନ ମହାନ୍ତିଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣା ପଡି ନାହିଁ, ତଥାପି ତାଙ୍କ ମୃତଦେହ ତାଙ୍କ ସରକାରୀ ବାସଭବନରେ ଝୁଲୁଥିବାରୁ ଘରର କବାଟ ଭିତର ପଟୁ Continue Reading
Odisha News
ବାଲେଶ୍ୱର, ୧୧/୧: ଗ୍ୟାସ କଟରରେ ଏକ୍ସିସ ବ୍ୟାଙ୍କ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା। ଗତକାଲି ବିଳମ୍ବିତ ରାତିରେ ଦୁଇଟି ବୁଲେରୋରେର ୬ରୁ ଅଧିକ ଲୁଟେରା ଆସିଥିଲେ। ବାଲେଶ୍ୱର ଜିଲ୍ଲା ସୋର ଥାନା ଓ ଖଇରା ଥାନା ଅଧିନସ୍ଥ ଦୁଇଟି ଏଟିଏମରୁ ବିଳମ୍ବିତ ରାତିରେ ଲୁଟ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସୋର ଥାନା ଅଧିନ ମଙ୍ଗଳପୁର ଠାରେ ଥିବା ପଞ୍ଜାବ ନେସନାଲ ବ୍ୟାଙ୍କର ଏଟିଏମରୁ ଲୁଟ ହୋଇଥିବା ବେଳେ […]Continue Reading
Odisha News
ବାଲେଶ୍ୱର,୭/୧ : ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଜଡଝଝ ବିଭାଗ କନିଷ୍ଠ ଯନ୍ତ୍ରୀ ସନ୍ଦେହ ଜନକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ନାୟକ ଶନିବାର ରାତିରେ ଖାଇବା ସାରି ତାଙ୍କ ସରକାରୀ କ୍ୱାର୍ଟରକୁ ଶୋଇବାକୁ ଯାଇଥିଲେ।ହେଲେ ଆଜି ସକାଳୁ ଘର ଭିତରେ ତାଙ୍କର ମୃତଦେହ ପଡ଼ିଥିବା ଦେଖି ବାକୁ ମିଳିଥିଲା। ବ୍ଲକ ଅଫିସ କର୍ମଚାରୀ ପ୍ରଥମେ ମୃତଦେହ ଦେଖି ଥିଲେ। ପରେ ବାଲିଆପାଳ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ […]Continue Reading
Odisha News
ସୋର, ୨୪/୧୨: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଭଗତପୁର ନିକଟରେ ବିଲ ଭିତରେ ଏସିଡ ଟ୍ୟାଙ୍କର ଓଲଟିପଡ଼ିଥିବା ଜଣାଯାଇଛି। ଏହି ଏସିଡ ଟ୍ୟାଙ୍କରଟି ଭଗତପୁର ଗାଁରେ ଥିବା ଏକ ଚିଙ୍ଗୁଡ଼ି ପ୍ଲାଣ୍ଟକୁ ଯାଉଥିଲା। ଏହି ଟ୍ୟାଙ୍କରଟି ଗଞ୍ଜାମରୁ ନାଟନୋଭ ବାୟୁସାଇନ୍ସ ନାମକ ଏକ ଚିଙ୍ଗୁଡ଼ି କମ୍ପାନିକୁ ଯାଉଥିଲା।ଚାଳକଙ୍କ କହିବା ଅନୁସାରେ ଏହି ଟ୍ୟାଙ୍କରରେ ହାଇଡ୍ରୋକ୍ଲୋରାଇଡ ଏସିଡ ଯାଉଥିଲା। ରାସ୍ତାଟି ଅଙ୍କାବଙ୍କା ଥିବାରୁ ଭାରସାମ୍ୟ ହରାଇ ଟ୍ୟାଙ୍କରଟି Continue Reading