
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୬: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ତହସିଲଦାର ଧୀରଜ କୁମାର ପାତ୍ର ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସୋମବାର ଦାରିଙ୍ଗବାଡିର ଆଦିବାସୀ ଦଳିତ ମହାସଙ୍ଘ ପକ୍ଷରୁ ନୂତନ ତହସିଲଦାରଙ୍କୁ ଭେଟି ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।ଅଞ୍ଚଳର ଅନେକ ଜମିଜମା ସମସ୍ୟା ଲାଗିରହିଛି। ତାର ସମାଧାନ କରିବାକୁ ମହାସଙ୍ଘ ତହସିଲଦାରଙ୍କୁ ନିବେଦନ କରିଥିଲେ।ସେହିପରି ଏବେ Continue Reading