Home Posts tagged baliguda
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ‘ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ’ (SIR ୨୦୨୬) ସମ୍ପର୍କରେ ଏକ ସଚେତନତା ସଭା ସ୍ଥାନୀୟ ବସଷ୍ଟାଣ୍ଡ ନିକଟସ୍ଥ ୱାଚ ଟାୱାର ନିକଟରେ ଅନୁଷ୍ଠିତ ହୋଇଯାଇଛି।ଉପ-ଜିଲ୍ଲାପାଳ ତଥା ଉପଖଣ୍ଡ ନିର୍ବାଚନ ଅଧିକାରୀ ଶ୍ରୀମତୀ ପ୍ରଣିତା ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବନବାସୀ ଛାତ୍ରଛାତ୍ରୀ ମାନେ ତିନୋଟି ସୁନ୍ଦର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୬ : ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ବାଲିଗୁଡା ଆଇଟିଡିଏ କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ଚେହେରା ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।ତାଙ୍କ ଠାରୁ ୫କୋଠା,୧୪ପୁଟ, ଓ ୩୪୧ ଗ୍ରାମ ସୁନା ସହିତ କୋଟିକୋଟି ଟଙ୍କା ଜବତ ହୋଇଛି ।ଏହାକୁ ନେଇ କନ୍ଧମାଳ ଜିଲ୍ଲାକଂଗ୍ରେସ ଜିଲ୍ଲା ସଭାପତି ଚନ୍ଦ୍ର ଶେଖର ପରିଡା କହିଛନ୍ତି ଯେ, ଆଇଟିଡିଏକୁ କୁଟିଆକନ୍ଧ ଓ ଆଦିବାସୀ ମାନଙ୍କ ଉନ୍ନତି ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୪ : ଓଡିଶା ର ସର୍ବ ବୃହତ୍ତମ ଉପଖଣ୍ଡ କହିଲେ କନ୍ଧମାଳ ଜିଲ୍ଲା ବାଲିଗୁଡା କୁ ହିଁ ବୁଝାଏ, ହେଲେ ଏଠାରେ ସବୁ କିଛି ଅଭାବ ଅସୁବିଧା ଓ ଅବ୍ୟବସ୍ଥା ଦେଇ ଗତି କରୁଛି ।ସେ ଭିତରେ ବାଲିଗୁଡା ଠାରୁ ସମ୍ବଲପୁର ଯିବାକୁ ସାଧାସଳଖ ସରକାରୀ ବସ୍ ଚଳାଚଳ ନଥିବାରୁ ଅଞ୍ଚଳବାସୀ ଅସୁବିଧା ଭୋଗୁଛନ୍ତି ।ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତଥା ସ୍ଥାନୀୟ ବିଧାୟକଙ୍କୁ ମୌଖିକ ଓ ଲିଖିତ ଭାବେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୪ : ପ୍ରଥମ ଥର ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଚୟନ ହୋଇ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ,ବାଣିଜ୍ୟ ବିଭାଗର ଅନଲାଇନ ମୂଲ୍ୟାୟନ କେନ୍ଦ୍ର ହୋଇଥିବା ବେଳେ ଗତ ତିନି ବର୍ଷ ହେବ ଅଫଲାଇନ ରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍ ଦକ୍ଷତାର ସହ ଜାରି ରହିଛି । ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ.ବିଭୁତି ଭୁଷଣ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସିର୍ତିଗୁଡ଼ା ପଞ୍ଚାୟତ ଗୁଞ୍ଜିଗାଁ ରେ ପାରମ୍ପରିକ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି ।କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ହାର୍ଟ ସଂସ୍ଥା ପକ୍ଷରୁ ସଂପାଦକ ପ୍ରମୋଦ ଚନ୍ଦ୍ର ଦାସ ଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀର ମହିଳାମାନେ ଯୋଗଦେଇ ବିଭିନ୍ନ ପାରମ୍ପରିକ ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୧/୧୦ : ବିଦ୍ୟାଳୟ କର୍ମଚାରୀ ଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଲେ ପ୍ରଧାନ ଶିକ୍ଷକ । ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବୁଡ଼ାଗୁଡ଼ା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କୁମାରମଣି ମଲ୍ଲିକ।ନିଜ ସ୍କୁଲର ଜଣେ କର୍ମଚାରୀଙ୍କ ଉପସ୍ଥାନକୁ ନିୟମିତ କରାଇବା ଏବଂ ଗତ ୨ ମାସର ଦରମା ଉଠାଇବାରେ ସହଯୋଗ କରିବା ଲାଗି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୮ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତର ସିକରମାହା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲେ ଉକ୍ତ ଅଞ୍ଚଳର ଜଣେ ୯୦ ବର୍ଷୀୟା ବୃଦ୍ଧା ଯିଏ କି ଦେଶ ସାଧିନତା ପାଇବା ପୂର୍ବରୁ ସେ ଜନ୍ମ ଗ୍ରହଣ କରିଥିଲେ ସେ ହେଲେ ତାଜୁବତୀ ମଲ୍ଲିକ ବୋଲି ବିଦ୍ୟାଳୟର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୭/୭ : ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ମିଳିଛି ଆଉ ଏକ ସଫଳତା। ପୁଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ।ଏନେଇ ସୋମବାର କନ୍ଧମାଳ ଜିଲ୍ଲା ପୁଲିସ ମୂଖ୍ୟାଳୟରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନିତିନ ଶେଖର। ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ହେଲେ ବିଜିଏନ ସଙ୍ଗଠନର ଡିଭିଜନାଲ କମିଟି ମେମ୍ବର ମାଦେ ବେତି ଓରଫ ଚମ୍ପା, କେକେବିଏନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୭: କନ୍ଧମାଳ ଜିଲା ବାଲିଗୁଡାରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ। ଏହି ଅପରୂପ ଦୃଶ୍ୟ ଦେଖିବାକୁ ରବିବାର ସନ୍ଧ୍ୟାରେ ରଥ ନିକଟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।ଆଷାଢ଼ ଶୁକ୍ଲ ଏକାଦଶୀ ତିଥିରେ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କୁ ସୁନାବେଶ କରାଯାଇଥିଲା। ଦାରୁବ୍ରହ୍ମଙ୍କ ବେଶ ମଧ୍ୟରେ ସୁନାବେଶ ସବୁଠାରୁ ଅଧିକ ମନ ମୁଗ୍ଧକର ହୋଇପାରି ଥିଲା।ରଥ ଉପରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୬ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତା ବିଚ୍ଛିନ୍ନ ଘଟଣାରେ ଆସିଛି ସୁଧାର। ବୁଧବାର ସକାଳ ଠାରୁ ସମସ୍ତ ପ୍ରକାର ଗାଡ଼ିମୋଟର ଚଳାଚଳ ଆରମ୍ଭ ହୋଇଛି। ଗୁମାଡି ନଦୀର ଉକ୍ତ ଡାଇଭର୍ସନ ଉପରେ ହ୍ୟୁମ୍ ପାଇପ୍ ପକାଯାଇ ମରାମତି କରାଯାଇଛି।ମଙ୍ଗଳବାର ବର୍ଷା କମିବା ପରେ ସନ୍ଧ୍ୟାରେ ଗୁମାଡି ନଦୀରେ ଜଳସ୍ତର କମିଥିଲା ଓ ଠିକାସଂସ୍ଥା ପକ୍ଷରୁ Continue Reading