Home Posts tagged baliguda (Page 12)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୮: କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଆନୁକୂଲ୍ୟରେ ବାଲିଗୁଡା ଶାଖା ପକ୍ଷରୁ ଜାତୀୟ ବରିଷ୍ଠ ନାଗରିକ ଦିବସ ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ପାଳିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଉପ ଜିଲାପାଳ ଡା. ରୀନା ପ୍ରଧାନ, ମୁଖ୍ୟବକ୍ତା ଭାବେ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡା, ସମ୍ମାନିତ ଅତିଥି ଭାବେ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ପ୍ରବନ୍ଧକ ବିରଞ୍ଚି ନାରାୟଣ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୮ : ଗ୍ରାମାଞ୍ଚଳରେ ଔଷଧୀୟ ଚାଷକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଦୁର୍ଗମ ଗାଁ ଓ ଉଜୁଡିଯାଇଥିବା ଜଙ୍ଗଲରେ ଏହି ଔଷଧୀୟ ବୃକ୍ଷ ଚାଷ କରାଯାଉଛି ଏଥିପାଇଁ ସରକାରୀ ହେଉ କି ବେସରକାରୀ ଅନୁଷ୍ଠାନ ପକ୍ଷରୁ ବିଭିନ୍ନ ଗାଁ ରେ ଲୋକଙ୍କୁ ସଚେତନ କରାଯାଉଛି। ଔଷଧୀୟ ବୃକ୍ଷ ଏବେ ଚାହିଦା ବୃଦ୍ଧି କାରଣରୁ ଅର୍ଥ ରୋଜଗାର କରିବାର ବାଟ ଫିଟିଛି। ଜୀବନଜୀବିକାର ରାହା ପାଲଟିଛି।ଏବେ ଅର୍ଥକାରୀ ଫସଲ ଭାବେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୮;ବାଲିଗୁଡା ପଂଚାୟତ ସମିତିର ସଭାଗୃହ ଠାରେ ମୋ ଜଙ୍ଗଲ ଜମି ଯୋଜନା ଜଙ୍ଗଲ ଅଧିକାର ଅଧି ନିୟମ ସପ୍ତାହ ପାଳନ ଅବସରରେ ଜଙ୍ଗଜମି ପଟ୍ଟା ବଣ୍‌୍ଟନ କରାଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଳିକ,ତହସିଲଦାର ଦୀପ୍ରତି ପ୍ରକାଶ ବେହେରା,ଡେପୁଟି କଲେକ୍ଟର ଧିରଜ ପାତ୍ର,ରାଜେନ୍ଦ୍ର ନାରାୟଣ ସେନାପତି, ରାଉତ,ଏବିଡିଓ ପ୍ରଦୀପ କୁମାର ବାଘ,ବନାଂଚଳ ଅଧିକାରୀ ଅତୁଲ୍ୟ ମହାନ୍ତୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ କଣ୍ଟ୍ରୋଲ ଚାଉଳ ଦେଖିବାକୁ ପାଇଥିଲେ ।ଉକ୍ତ ଚାଉଳ ବିଷୟରେ ସୂର୍ଯ୍ୟ ପ୍ରସାଦ ପଣ୍ଡା ଅଧିକାରୀ ମାନଙ୍କୁ କୌଣସି ପ୍ରକାରେ ସନ୍ତୋଷ ଜନକ ଉତ୍ତର ଦେଇ ପାରି ନ ଥିଲେ । Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୮: ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ ।ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ ବ୍ଲକ୍ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତର ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।ସୂଚନା ପ୍ରକାରେ ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୩/୮: ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି ।ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି ।ଏହି ଅବସରରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ ବ୍ଲକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡା ପଞ୍ଚାୟତ ର ବିଲାବାଡି ଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘ ବର୍ଷ ହେବ ବନ୍ଦ ରହିଛି ।ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡି ଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ବନ୍ଦ ରହିଥିବା ରୁ ଅଞ୍ଚଳ ବାସୀ ବହୁତ ଅସୁବିଧା ସମୁଖୀନ ହେଉଥିବା କହିଛନ୍ତି ।ଅନ୍ୟ ପଟେ ସରକାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୭/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅଞ୍ଚଳରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଳ ଯୋଗାଣ କରାଯାଉଛି କ୍ଷ କିନ୍ତୁ ବର୍ତ୍ତମାନ କିଛି ଦିନ ହେଲା ଗୋଳି ପାଣି ଆସୁଥିବାରୁ ଏହା ବ୍ୟବହାର ହୋଇ ପାରୁ ନାହିଁ। ଯାହା ଫଳରେ ସାହି ବାସିନ୍ଦା ବାଧ୍ୟ ହୋଇ କୂଅ ଓ ନଳକୂପ ଉପରେ ଭରସା କରୁଛନ୍ତି। ଏହି ଗୋଳିଆ ପାଣି ପାନ କରି ୱାର୍ଡ଼ ବାସିନ୍ଦା ମାନେ ଥଣ୍ଡା,କାଶ, ଜ୍ଵର ଭଳି ବିଭିନ୍ନ ପ୍ରକାର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୮ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ଥିବା ଆଧାର କେନ୍ଦ୍ରରୁ ପ୍ରିଣ୍ଟର ଓ ଆଇ ସ୍କାନର ଚୋରି ହୋଇଥିବା ନେଇ ଆଧାର କେନ୍ଦ୍ରର ପରିଚାଳକ ସୁରେନ ସାହୁ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।ସୁରେନ୍ ସାହୁ ଶନିବାର ଦିନ ସନ୍ଧ୍ୟା ୫ ବେଳେ ଆଧାର କେନ୍ଦ୍ର ବନ୍ଦ କରି ନିଜ ଘର ସିମନବାଡ଼ି ଗ୍ରାମକୁ ଯାଇଥିଲେ । ରବିବାର ଛୁଟି ଥିବା ଯୋଗୁଁ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୮: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଅନେକ ଗ୍ରାମକୁ ରାସ୍ତା ନାହିଁ । ଆଉ ଦିନ କେଇଟା ପରେ ସାରା ଦେଶ ୭୭ ତମ ସ୍ବାଧୀନତା ଦିବସ ପାଳିବ; କିନ୍ତୁ ଏମିତି ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ନାହିଁ କି କେହି ପାଠ ପଢିନାହାନ୍ତି, ଏପରିକି ଅଙ୍ଗନବାଡି କି ସ୍କୁଲ ପିଣ୍ଡା ମଧ୍ୟ ମାଡ଼ି ନାହାନ୍ତି। ଗାଁରେ କେତେକ ବୟସ୍କ ଅଛନ୍ତି ଯେଉଁମାନେ ଆଜି ପର‌୍ୟ୍ୟନ୍ତ ବସ୍ କି ଗାଡିରେ ବସିନାହାନ୍ତି […]Continue Reading