ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୩: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ମୁଖ୍ୟ ଡ଼ଃ.ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ଆବାହକତ୍ଵରେ ଅନ୍ତିମ ବର୍ଷ ଛାତ୍ର ଛାତ୍ରୀଙ୍କୁ ମେଲାଣି ମହୋତ୍ସବ ମାଧ୍ୟମରେ ପ୍ରଥମ ଓ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ।ପ୍ରଥମେ ଶ୍ରୀଜଗନ୍ନାଥ ଫଟୋଚିତ୍ରରେ ଧୂପ ଦୀପ ପ୍ରଜ୍ଜଳନ କରି ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା। Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ଏପ୍ରିଲ ୭ ତାରିଖ ରେ ଆୟୋଜିତ ହେବାକୁ ଥିବା ତେର ଶମ୍ଭୁ ମିଳନ ସମାରୋହ ନିମନ୍ତେ ପ୍ରଶାସନ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି କ୍ଷ ଏହି ବୈଠକରେ ପୁଲିସ ପ୍ରଶାସନ ତରଫରୁ ଅସ୍ଥାୟୀ ଫାଣ୍ଡି ଶୃଙ୍ଖଳା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୩ : କନ୍ଧମାଳ ପୁଲିସ ପଞ୍ଝାରେ ପଡିଛି ଆନ୍ତରାଜ୍ୟ ଗଞ୍ଜେଇ ଚାଲାଣକାରୀ ରାକେଟ । ଯାହାକୁ ନେଇ ପୁଲିସ ଏବେ ଚଳଚଞ୍ଚଳ ହୋଇ ପଡିଛି । ସାଧାରଣ ନିର୍ବାଚନ କୁ ଆଖି ଆଗରେ ରଖି ବାଲିଗୁଡା ପୁଲିସ ପକ୍ଷରୁ ବାରଖମା ନିକଟସ୍ଥ ଡାବୁଡାକା ଘାଟିରେ ବୁଧବାର ଦିନ ବାଲିଗୁଡା-ଲଣ୍ଡାଗାଁ ରାସ୍ତା ରେ ବ୍ଲକିଂ କରି ଗାଡି ମୋଟର ଚେକିଙ୍ଗ କରୁଥିବା ବେଳେ ସେହି ରାସ୍ତା ଦେଇ ଦୁଇଟି କାର ଆସୁଥିବା ବେଳେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୦/୩ : :ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ଏବେ ରାଜ୍ୟରେ ରାଜନୀତି ସରଗରମ ହୋଇଛି । ଏହି ପରିପ୍ରେକ୍ଷୀରେ ନିର୍ବାଚନକୁ କିଭଳି ସ୍ଵଚ୍ଛ ଓ ନିର୍ମଳ କରାଯିବ ସେଥିପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପ୍ରଶାସନ ପକ୍ଷରୁ ଏବେ ଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି ।ପ୍ରଶାସନ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ମିଳିତ ଭାବେ ବାଲିଗୁଡ଼ା ସହରର ବିଭିନ୍ନ ସର୍ବ ସାଧାରଣ ସ୍ଥାନରେ ଲାଗିଥିବା ଦଳୀୟ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୩ : ୨୦୨୪ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନୀ ବିଗୁଲ ବାଜି ସାରିଛି । ବାଲିଗୁଡା ବିଧାନସଭା କ୍ଷେତ୍ରଟି ମେ ୨୦ ରେ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତି ର ପେଢି ଖୋଲିବେ । କେଉଁ ବର୍ଗ ର ଲୋକଙ୍କୁ କିଭଳି ନିଜ ଭୋଟ ବ୍ୟାଙ୍କ ଭାବେ ଆପଣାଇବ ସେ ନେଇ କିପରି ଆକୃଷ୍ଟ କରାଯିବ ତାହାଏବେ ଠାରୁ ଆରମ୍ଭ ହୋଇଯାଇଛି ।ବାଲିଗୁଡା ନିର୍ବାଚନ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୩: ସାଧାରଣ ନିର୍ବାଚନକୁ ଆଳ କରି ଜାଲ ବିଛାଇଲେଣି ସାଇବର ଅପରାଧୀ। ସାଧାରଣ ନିର୍ବାଚନ ପୂର୍ବରୁ ଶହ ଶହ କୋଟି ଟଙ୍କା ଠକି ନେବାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ସାରିଲେଣି। ଟାଟା, ଫୋନ୍ ପେ ନାଁରେ ଆକାଉଣ୍ଟକୁ ଟଙ୍କା ଯାଉଥିବା ଅଫର ଦେଇ ଠକେଇ କରୁଥିବା ବେଳେ ଏବେ ନିର୍ବାଚନ ପାଇଁ ବିଜେପି ୩ ମାସ ଲାଗି ଫ୍ରି ରିଚାର୍ଜ ଯୋଜନା କରିଥିବା ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବା ସହ ମାନପତ୍ର ପ୍ରଦାନ କରାଯାଇଥିଲା ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଂଯୁକ୍ତା ପୂଜାରୀ ଅତିଥି ଭାବେ ଯୋଗ ଦେଇ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ତୁମୁଡିବନ୍ଧ ସ୍ଥିତ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ତାଲୁକ୍ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତ ମାସ ୯ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରାଧିନ ମକଦ୍ଦମା ଯଥା ଫୌଜଦାରୀ( ସାଲିସ୍ ଯୋଗ୍ୟ), ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୪/୩: ଗମନାଗମନର ମୁଖ୍ୟ ମାଧ୍ୟମ ପାଲଟିଛି ବିଜୁ ସେତୁ। ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା, ବୁଡ଼ୁକିଆ ଓ ସିନ୍ଦ୍ରିଗାଁ ପଞ୍ଚାୟତରେ ୧୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମାଣ ହେବ ଚାରୋଟି ବିଜୁ ସେତୁ । ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ବ୍ଲକ୍ ଅଧ୍ୟକ୍ଷା ନିଶାବତୀ ମଲ୍ଲିକ ସମ୍ପୃକ୍ତ ଅଞ୍ଚଳ ଗସ୍ତକରି ସେତୁ ନିର୍ମାଣ ନିମନ୍ତେ ଶିଳାନ୍ୟାସ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ବିଜୟଲଷ୍ମୀ ପଟ୍ଟନାୟକ ଅବସର ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ତରଫରୁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ଭରପ୍ରାପ୍ତ ଶିକ୍ଷୟତ୍ରୀ ଶ୍ରୀମତୀ ଅନିତା ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।ଏଥିରେ ମୁଖ୍ୟ ଅତିଥି ଭାବେ ମିଡିଆକିଆ Continue Reading




