Home Posts tagged baliguda (Page 20)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତିର ନୂତନ କର୍ମକର୍ତ୍ତା ମନୋନୟନ ସ୍ଥାନୀୟ ମା\’ପାଟଖଣ୍ଡା ମନ୍ଦିରର ସମ୍ମିଳନୀ କକ୍ଷରେ ରାଜକିଶୋର ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ୨୦୨୩ ବର୍ଷ ର ଆୟ ବ୍ୟୟ ହିସାବ ସମ୍ପର୍କରେ ଆଲୋଚନା କରିବା ସହିତ ସମିତିର ଆଗାମୀ ୩୫ ତମ ବାର୍ଷିକ ୧୩ ଶମ୍ଭୁ ମିଳନ କିପରି ସମସ୍ତ ଙ୍କ ସହଯୋଗ ରେ ପାଳନ କରାଯିବ ସେ ନେଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଠାରୁ ୧୮କି.ମି ଦୂରରେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରୁତୁଙ୍ଗିଆ ଗ୍ରାମ ଅବସ୍ଥିତ । ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧିନସ୍ଥ ଋତୁଙ୍ଗିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ୫ମ ବାର୍ଷିକ ଉତ୍ସବ ଚଳିତ ମାସ ୧୭ ଶନିବାର ଦିନ ଆୟୋଜିତ ହୋଇଥିଲା ।ଏହି ଉତ୍ସବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ ମୁଖ୍ୟ ଅତିଥି ଯୋଗ ଦେଇଥିବା ବେଳେ ବାଲିଗୁଡା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୨: ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ଦୈନନ୍ଦିନ ଜୀବନରେ ବ୍ୟବହୃତ ହେଉଥିବା ଅତ୍ୟାବଶ୍ୟକୀୟ ସାମଗ୍ରୀ କ୍ରୟ କରିବା ନିମନ୍ତେ ମଙ୍ଗଳବାର ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ରାଜ୍ୟର ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ପରିବାର ପିଛା ୧୦୦୦ ଟଙ୍କା ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ ହୋଇଥିବା ବେଳେ ବାଲିଗୁଡା ଉପଖଣ୍ଡ ସ୍ତରରେ ସ୍ଥାନୀୟ ଉପଜିଲ୍ଲାପାଳ ଡ଼ା.ରୀନା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୨ : କନ୍ଧମାଲ ପରିଦର୍ଶନରେ ଆସିଥିବା ଓଡିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଭ୍ୟା ଜାଲିନା ପ୍ରିୟଦର୍ଶନୀ ଓରୁବି ବିଶ୍ୱାଳ ବାଲିଗୁଡାର ବନବାସୀ ସେବା ସମିତି ପରିଦର୍ଶନ କରିଛନ୍ତି ।ପରିଦର୍ଶନ ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନମ୍‌ଶିଶୁ ମଙ୍ଗଳ କମିଟିର ସଦସ୍ୟା ମମତା ଦାସ,ପୋନିକ ସରୋଜ ସାର ତଥା ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହିଥିଲେ ।ବନବାସୀ ସେବା ସମିତିର ଶିଶୁ ମାନାଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୨: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି।ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହି ପରିଚାଳନା କରିଥିଲେ। ଏହି ଉଦ୍ଘାଟନ ଉତ୍ସବ ପାଇଁ ବାଲିଗୁଡା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା Continue Reading
Odisha News
ବାଲିଗୁଡ଼ା, ୧୫/୨: କନ୍ଧମାଳ ଜିଲ୍ଲା ସ୍ତରୀୟ ଜନଜାତି କ୍ରୀଡ଼ା ମହୋତ୍ସବରେ ବାଲିଗୁଡ଼ା ବ୍ଲକର ଦମଦାର ପ୍ରଦର୍ଶନ । ଏ ନେଇ ବାଲିଗୁଡା ବ୍ଲକ୍ ପ୍ରଶାସନ ପକ୍ଷରୁ କୃତି ପ୍ରତିଯୋଗୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି ।ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଜନଜାତି କ୍ରୀଡ଼ା ମହୋତ୍ସବ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ବାଲିଗୁଡ଼ା ବ୍ଲକରୁ ଦଳଗତ ୫ଟି ଓ ବ୍ୟକ୍ତିଗତ ୬ ଟି ଇଭେଣ୍ଟରେ ୧୧୬ ଜଣ ଆଦିବାସୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୨:କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ଶ୍ରୀ ଶ୍ରୀ ଶ୍ରୀ ମା\’ସରସ୍ବତୀ ଦେବୀ ଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର‌୍ୟ୍ୟକ୍ରମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗିବାଡ଼ି ଥାନା ଅଧୀନ ଦାସିଙ୍ଗବାଡ଼ିରେ ଏସ୍ଟିଏଫ୍ ପକ୍ଷରୁ ଚଢ଼ଉ କରାଯାଇ ଗୋଟିଏ ଚିତାବାଘ ଛାଲ ସହିତ ଗୋଟିଏ ଦେଶୀବନ୍ଧୁକ ଜବତ କରାଯାଇଛି। ଘଟଣାରେ ଦାରିଙ୍ଗବାଡି ଥାନା ଅଧୀନ ଗୋହିବାଡ଼ିର ଘନେଶ୍ବର ପ୍ରଧାନ (୩୫) ଙ୍କୁ ଗିରଫ କରାଯାଇଛି। ଘନେଶ୍ବର ନିକଟରେ ବାଘଛାଲ ଓ ବନ୍ଧୁକ ଥିବା ନେଇ ଏସ୍ଟିଏଫ୍ ଟିମ୍ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ଉ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏସଡିଜେଏମ କୋର୍ଟ ଏକ ୧୯ ବର୍ଷୀୟା ଯୁବତୀକୁ ଦୁଷ୍କର୍ମ ହୋଇଥିବା ମାମଲାର ବିଚାର କରି ଦୁଷ୍କର୍ମକାରୀ ଯୁବକ ବୁନୁ ଦିଗାଲ କୁ ବିଭିନ୍ନ ଦଫାରେ ୪ବର୍ଷ ୧୦ ମାସ ସଶ୍ରମ କାରାଦଣ୍ଡା ଦେଶ ସହିତ ୩ ହଜାର ୫୦୦ ଟଙ୍କା ଜରିମାନା ଶୁଣାଣି କରି କୋର୍ଟ ନିଜ ରାୟରେ ଉଲ୍ଲେଖ କରିଛନ୍ତି। ଘଟଣାରୁ ପ୍ରକାଶ, ଗତ ୨୦୨୩ ମସିହା ସେପ୍ଟେମ୍ବର ମାସ ୨୯ ତାରିଖ ଦିନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଖେମୁଣ୍ଡୀଗଡ ରେ କନ୍ଧକୁମ୍ଭାର ସମାଜ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚାରିଗଡ ର ମୂଖ୍ୟ କାର୍ଯ୍ୟକର୍ତ୍ତା ସମେତ ବହୁ କନ୍ଧ କୁମ୍ଭାର ଭାଇ ଭଉଣୀ ମାନେ ଯୋଗ ଦେଇଥିଲେ ।ସର୍ବ ପ୍ରଥମେ କନ୍ଧ କୁମ୍ଭାର ସମାଜ ର କୁଳ ଦେବୀ ଗଙ୍ଗା ମାତା ଓ ମା ‘ ପାଟ୍ଟଖଣ୍ଡା ଙ୍କୁ ପୂଜାର୍ଚ୍ଚନା ପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା । କନ୍ଧ କୁମ୍ଭାର Continue Reading