ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା, ୨୭/୧: କନ୍ଧମାଳ ଜିଲ୍ଲା ବାଲିଗୁଡାହାସମାରୋହରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରେ ସ୍ଥାନୀୟ ସୂଚନା ଓ ଲୋକ ସରେ ଉପଖଣ୍ଡ ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ମିନିଷ୍ଟାଡିୟମ ଠାରେ ମମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ ସହ ସକାଳ ୭ଟା ରେ ଟାଉନର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୫/୧: ଜାତୀୟ ଭୋଟର ଦିବସ ଅବସରରେ ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ “ଭୋଟ୍ ଦେବା ଗଣତନ୍ତ୍ର ସୁଦୃଢ କରିବା” ଥିମ୍ ନେଇ ଟାଉନ ହଲ ନିକଟରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଓ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କ ଉପସ୍ଥିତରେ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦଘାଟନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୪/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ପୁଲିସ ମଙ୍ଗଳବାର ଦୁଇ ଜଣ ଫେରାର ଆସାମୀକୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି । ପ୍ରକାଶ ଯେ, ୨୦୦୮ କନ୍ଧମାଳ ଦଙ୍ଗା ମାମଲାରେ ସମ୍ପୃକ୍ତ ରହିଥିବା ଅଭିଯୋଗରେ ଦୁର୍ଗାପଙ୍ଗା ଗ୍ରାମର ନରସିଂହ ବଣିଆ ଜିଆର କେଶ ନଂ.୨୧୪/୦୮ ପ୍ରକାରେ ଏବଂ ସୁବର୍ଣ୍ଣଗିରି ଗ୍ରାମର ଆନନ୍ଦ ଚନ୍ଦ୍ର ବେରୁକ ଓରଫ ଟୁନା କେଶ ନଂ.୩୭/୧୪ ପ୍ରକାରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୧: ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମହାସମାରୋହରେ ପାଳିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ନେତାଜୀ ଜୟନ୍ତୀ ଓ ଚିତ୍ରକଳା ପ୍ରଦର୍ଶନୀ ଆୟୋଜନ ହୋଇଥିଲା ।ଏଥିରେ ସମ୍ମାନିତ ଅତିଥି ଭାବେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୩/୧: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ବାଲିଗୁଡା ସହର ଠାରୁ ଆରମ୍ଭ କରି ଗାଁ ଗଣ୍ଡା ଚାରିଆଡେ ଉତ୍ସବ ମୁଖର ଦେଖିବାକୁ ମିଳିଛି ।ବାଲିଗୁଡା ସହରର ସମସ୍ତ ମନ୍ଦିର ରେ ଭକ୍ତ ଓ ଜନସାଧାରଣ ଏହି ଉତ୍ସବ କୁ ଘରେ ଘରେ ପାଳନ କରିବା ସହ ଘର ସମ୍ମୁଖରେ ଗୈରିକ ଧ୍ବଜା ଲଗାଇବା ସହ ଝୋଟି ଅଙ୍କନ ଓ ସନ୍ଧ୍ୟାରେ ଦୀପ ଜାଳି ରାମଲାଲା ଙ୍କୁ ସ୍ଵାଗତ କରିଛନ୍ତି ।ରାଷ୍ଟ୍ରୀୟ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଭାଷା, ସାହିତ୍ୟ ସୃଜନଶୀଳତାର ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗବନ୍ଧୁ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟଅତିଥି ଭାବେ ଲଣ୍ଡାଗାଁ ପଞ୍ଚାୟତ ସରପଞ୍ଚ ତୁଳସୀ ଝାଙ୍କର , ମୁଖ୍ୟବକ୍ତା ଭାବେ ମୋ ସ୍କୁଲ ଅଭିଯାନ ସଭାପତି ଅଭିରାମ ରଣା , ସମ୍ମାନିତ ଅତିଥି ଭାବେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡା,୧୯/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଅମିତା ସ୍ମିତା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠି ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ,ମୁଖ୍ୟ ବକ୍ତା ଭାବେ ଆଦିବାସୀ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ଅଧ୍ୟାପକ ସରୋଜ କୁମାର ପାଠୀ, ସମ୍ମାନିତ ଅତିଥି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୧: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ କାର୍ୟ୍ୟାଳୟ ଠାରେ କ.ନୂଆଗାଁ ଶିଶୁ ବିକାଶ କାର୍ଯ୍ୟାଳୟ ପକ୍ଷରୁ କିଶୋରୀ ମେଳା ଅନୁଷ୍ଠିତ ହୋଇଯାଇଛି।ମଣ୍ଡଳ ପରିଦର୍ଶିକା ଅରୁନ୍ଧତି ନାୟକଙ୍କ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡକ୍ଟର ଯୋଗେଶ୍ୱର ବେହେରା,ସରପଞ୍ଚ ଚନ୍ଦ୍ର ମଲିକ, ନିହାର ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇ ଉପସ୍ଥିତ କିଶୋର ବାଳିକା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସହର ରେ ଦିନକୁ ଦିନ ବୁଲା ଗାଈ ଗୋରୁ ଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁଁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଥିଲା । ବାଲିଗୁଡା ସହର ପ୍ରତିଦିନ ଜନଗହଳି ପୂର୍ଣ୍ଣ ରହୁଥିବା ବେଳେ ବୁଲା ଗାଈ ଗୋରୁ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିଲେ । କେବଳ ବଜାର କାହିଁକି ଟାଉନର ପେଟ୍ରୋଲ ଟାଙ୍କି ଠାରୁ ଆରମ୍ଭ କରି ହନୁମାନ ମନ୍ଦିର ,ମିନି ଷ୍ଟାଡିୟମ ,ବୁଡାଗୁଡା ଛକ ,ବସଷ୍ଟାଣ୍ଡ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୪/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଋତୁଙ୍ଗିଆ ଗ୍ରାମପଞ୍ଚାୟତର ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ବିଧାୟକ ଚକ୍ରମଣି କହଁର ଯୋଗଦେଇ ଶ୍ରୀ ଜଗନ୍ନାଥ ଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜଳନ କରି Continue Reading




