Home Posts tagged baliguda (Page 23)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୧୨: କିଛି ଦିନର ନୀରବତା ପରେ ପୁଣି ପୁଲିସ- ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । କୁମ୍ବିଂ ଅପରେସନ ବେଳେ ଘଟିଛି ଅଘଟଣ। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ହୋଇଛନ୍ତି ଦୁଇ ଏସଓଜି ଯବାନ। ଏପରି ଏକ ଘଟଣା କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ସିର୍ଲା ନିକଟସ୍ଥ ଜଙ୍ଗଲରେ ଏସଓଜି ଯବାନ ମାନେ କୁମ୍ବିଂ ଅପରେସନ ଚଳାଇଥିବା ବେଳେ ମାଓବାଦୀମାନେ ପୁର୍ବରୁ ବିଛାଇଥିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ୫୯ ନଂ.ଜାତୀୟ ରାଜପଥ ଦେଇ ଯାଇଥିବା ଟାଉନ ସ୍ଥିତ ଦମକଳ କେନ୍ଦ୍ର ନିକଟରେ ଏକ ବୋଲେରୋ ପିକଅପ ଭ୍ୟାନ ସହ ବାଇକର ମୁହାଁମୁହିଁ ଧକ୍କା ହେବା ଫଳରେ ବାଲିଗୁଡା ମେଡିକାଲରେ ବାଇକ ଚାଳକ ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ, ରବିବାର ଅପରାହ୍ନରେ ଏକ ବୋଲେରୋ ମ୍ୟାକ୍ସ ପିକଅପ ଭ୍ୟାନ ନଂ. ଓଡି-୦୭-ଏଫ-୪୬୯୪ ଟି ବାଲିଗୁଡ଼ାରୁ ତୁମୁଡିବନ୍ଧ କୁ ଯାଉଥିବା ବେଳେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୧୨: କନ୍ଧମାଳ ଜିଲ୍ଲା ସମେତ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ବର୍ଷ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଶୀତ ଋତୁ ଆରମ୍ଭର ଦୀର୍ଘ ଦିନ ବ୍ୟବଧାନ ପରେ ଶୁକ୍ରବାର ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ପାରଦ ୧୦ଡିଗ୍ରୀ ତଳକୁ ଖସି ଆସିଛି।ଶୁକ୍ରବାର ବାଲିଗୁଡା ସହରର ତାପମାତ୍ରା ୯.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଓଡ଼ିଶାର ସବୁଠାରୁ କମ ତାପମାତ୍ରା ଏବଂ ଥଣ୍ଡା ସହର ଭାବେ ବାଲିଗୁଡା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଦ୍ଵାଦଶ ଶ୍ରେଣୀ ଛାତ୍ର ଛାତ୍ରୀମାନେ ନୂଆ ଓ ନବୀନ ଓଡ଼ିଶା ସାଂସ୍କୃତିକ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରହ୍ଲାଦ ଖୋସ୍ଲା ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ସମନ୍ଵୟ ଅଧିକାରୀ Continue Reading
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡ଼ା,୧୪/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବନାଗ୍ନି ନିରାକରଣ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗକୁ ଗ୍ରୀଷ୍ମ ଋତୁ ଆସୁଥିବା ବେଳେ ପ୍ରତିବର୍ଷ ଭଳି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ବିଭିନ୍ନ କାରଣରୁ ଜଙ୍ଗଲରେ ନିଆଁ ଲାଗିଥାଏ ।ସେଥି ମଧ୍ୟରୁ ମୁଖ୍ୟତଃ ବାଲିଗୁଡ଼ା ବନଖଣ୍ଡର ବିଭିନ୍ନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧୨: ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫ ଡି /୧୨୭ ବାଟାଲିୟନ ଦ୍ୱାରା ବେଲଘର ଥାନା ଅନ୍ତର୍ଗତ ଭଣ୍ଡରଙ୍ଗୀ ପଞ୍ଚାୟତରେ ଏକ ଜନସମ୍ପର୍କ ଶିବିର ଆୟୋଜିତ ହୋଇଯାଇଛି ।ଭଣ୍ଡରଙ୍ଗୀ ନିକଟସ୍ଥ ଗୋଛାଗୁରା, ନବଗାଁ, ଶିରକି, ସାରଳା ଘାଟି ଓ ମାରଦିଘାଟି ଗାଁର ୪୦୦ ରୁ ଅଧିକ ଗରିବ ପରିବାର ଲୋକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ମାଦାଙ୍ଗୀ ଗାଁ ନିକଟରେ ଦୀର୍ଘ ଦିନ ହେଲା ରହିଆସୁଥିବା ଏକ ଜାଗା କୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁ ମୁହିଁ ଗଣ୍ଡଗୋଳ ହୋଇଥିବା ଜଣାପଡିଛି । ଏ ନେଇ କୋଟଗଡ ଥାନାରେ ଦୁଇଟି ପୃଥକ ପୃଥକ ମାମଲା ରୁଜୁ ହୋଇଛି ।ଘଟଣାରୁ ପ୍ରକାଶ ଯେ କୋଟଗଡ ତହସିଲ ଅନ୍ତର୍ଗତ ମାଦାଙ୍ଗୀ ଗାଁ ନିକଟ ଏକ ଖାଲି ସ୍ଥାନ ରେ ଦୀର୍ଘ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୨: ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫ ଜି/୧୨୭ ବାଟାଲିୟନ ଦ୍ୱାରା ଏକ ଜନସମ୍ପର୍କ ଶିବିର ବେଲଘର ପଞ୍ଚାୟତରେ ଆୟୋଜିତ ହୋଇଯାଇଛି ।ବେଲଘର ନିକଟସ୍ଥ ସରଦପୁର, ମେଣ୍ଡାବାରୁ, ବେଲାସାରଦା, କରଜାଣ୍ଡି, ଜାଜୋଙ୍ଗୀ ଏବଂ ଝିରିପାଣି ଗାଁର ୫୦୦ ରୁ ଅଧିକ ଗରିବ ପରିବାର ଲୋକ ମାନଙ୍କୁ ମାଗଣା ଔଷଧ ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୧୨: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ିରେ ଖାଦ୍ୟର ମାନ ଯାଞ୍ଚ ସହ ପର୍ଯ୍ୟ ଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର, ତହସିଲଦାର ଶରତ ଶବର ଓ ବିଡ଼ିଓ ଗଦାଧର ପାତ୍ର ମିଳିତ ଚଢଉ କରିଥିଲେ ।ଏହି ଚଢ଼ଉରେ ଜମି ପଟ୍ଟା, ଏନଓସି ସାର୍ଟିଫିକେଟ, ଖାଦ୍ୟ ସୁରକ୍ଷା ସାର୍ଟିଫିକେଟ, ଅଗ୍ନି ସୁରକ୍ଷା ସାର୍ଟିଫିକେଟ, ହୋଟେଲ ରେଜିଷ୍ଟ୍ର ଯାଞ୍ଚ ସହ ଅନ୍ୟାନ୍ୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବନ୍ଧସାହି ରେ ଗତ ୨୦୧୪ ମସିହାରେ ଏକ ଯୌତୁକ ନିର୍ଯ୍ୟାତନା ଅଭିଯୋଗରେ ବୋହୁ କୁ ପୋଡି ମାରି ଦେଇଥିବା ଅଭିଯୋଗରେ ସପରିବାର ଗିରଫ ହୋଇ ଜେଲ ଯାଇଥିଲେ । ଉକ୍ତ ଘଟଣାରେ ସପରିବାର ନିର୍ଦୋଷରେ ଖଲାସ ହୋଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ, ଗତ ୨୦୧୪ ମସିହା ଅକଟୋବର ମାସ ୨୫ ତାରିଖ ଦିନ ବନ୍ଧସାହି ସ୍ଥିତ ଅରୁଣ ମହାରଣାଙ୍କ ସ୍ତ୍ରୀ ଉର୍ମିଳା ମହାରଣା ପୋଡି ହୋଇ […]Continue Reading