Home Posts tagged baliguda (Page 26)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦେଶ କ୍ରମେ ବାଲିଗୁଡା ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ନେତୃତ୍ବରେ ଉପଖଣ୍ଡର ନୂତନ ଭୋଟରଙ୍କୁ ସଚେତନ କରିବା ସହିତ ଭୋଟର ତାଲିକାରେ ସେମାନଙ୍କ ନାମ ପଞ୍ଜିକରଣ କରିବା ନିମନ୍ତେ ଭୋଟର ତାଲିକାର ସଂକ୍ଷିପ୍ତ ସଂଶୋଧନ ଅଭିଯାନ-୨୦୨୪ ଜାରୀ ରହିଛି ।ଏହି ପରିପ୍ରେକ୍ଷୀରେ ଉପଖଣ୍ଡ ପ୍ରଶାସନ ଦ୍ବାରା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଏବଂ କେ.ବି. ହିଷ୍ଟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକରେ ବୋର ୱେଲ ଖୋଳିବା ନାଁ ରେ ୬ ଲକ୍ଷ ଲୁଟ୍ କରିଥିବା ଅଭିଯୋଗରେ ଟିକାବାଲି ପୋଲିସ ଦୁଇ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ।ସୂଚନା ମୁତାବକ ଦୀର୍ଘ ୬ ମାସ ଧରି ଟିକାବାଲି ଓ ଚକାପାଦ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଟିକାବାଲି ସଦର ଥାନା ଅନ୍ତର୍ଗତ ମସାପଦର ଗ୍ରାମର ବଳଭଦ୍ର ଦିଗାଳ ଓ ଦାଡିକେଜୁ ଗ୍ରାମର ମାର୍ଦନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୮/୧୧: ଉତ୍କଳ ସାମ୍ବାଦିକ ସଂଘ, କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଆୟୋଜିତ ଜାତୀୟ ପ୍ରେସ୍ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବିଶିଷ୍ଟ ସାମ୍ବାଦିକ ଦିଲ୍ଲିପ ବିଶୋୟୀ ଗଣମାଧ୍ୟମର ସ୍ବାଧୀନତା ଏବଂ ଗଣମାଧ୍ୟମ ସାମ୍ନା କରୁଥିବା ବିଭିନ୍ନ ଆହ୍ବାନ ସମ୍ପର୍କରେ ଆଲୋଚନା କରିଥିଲେ।ଜନସାଧାରଣଙ୍କ ସ୍ବାର୍ଥକୁ ପ୍ରୋତ୍ସାହିତ କରିବା ଏବଂ ସାମ୍ବାଦିକତାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନାଞ୍ଚଳର ଖମଣଖୋଲ ଅଞ୍ଚଳରେ ଆଠଟିକିଆ ହାତୀପଲ । ପଡ଼ୋଶୀ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ଏହି ହାତୀପଲ କନ୍ଧମାଳ ସିମାନ୍ତ ଖମଣଖୋଲ ଅଞ୍ଚଳକୁ ପଶି ଆସିଥିବା ଜଣାପଡ଼ିଛି ।ସେପଟେ ହାତୀପଲକୁ ଟ୍ରାକ୍ କରିବା ସହ ଘଉଡ଼ାଇବାକୁ ଫରେଷ୍ଟର ଗିରିଶ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍ ଉଦ୍ୟମ ଜାରୀ ରଖିଛନ୍ତି ।ଏହି ହାତୀ ପଲରେ ଗୋଟିଏ ଦନ୍ତା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୬/୧୧: କନ୍ଧମାଳ ଜିଲ୍ଲା ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣାର ୧୫ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ଅଶୋକ ଓରଫ ଆଶିଷ କୁମାର ନାୟକକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୧୧: ନିଖିଳ ଉତ୍କଳ କୁଇ ସମାଜ ୟୁନିଅନ ଘୁ. ଉଦୟଗିରି ଆନୁକୂଲ୍ୟରେ ହଦଗଡ଼ ଶାଖା ଟିକାବାଲିର ଆବାହକତ୍ଵରେ କୁଇ ସମାଜ ଟିକାବାଲି କାର୍ଯ୍ୟାଳୟ ଠାରେ କୁଇ ଭାଷା , ସାହିତ୍ୟ , ଲିପି , ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସମ୍ବନ୍ଧେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।ଏହି ସଭାରେ ଘୁ.ଉଦୟଗିରି ସ୍ଥିତ ନିଖିଳ ଉତ୍କଳ କୁଇ ସମାଜ ୟୁନିଅନର ସଭାପତି ପୁଷାରା କହଁର ଅଧ୍ୟକ୍ଷତା କରି ସ୍ବର୍ଗତ ଦୟାନିଧି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୧୧: ନିଖିଳ ଉତ୍କଳ କୁଇ ସମାଜ ୟୁନିଅନ ଘୁ. ଉଦୟଗିରି ଆନୁକୂଲ୍ୟରେ ହଦଗଡ଼ ଶାଖା ଟିକାବାଲିର ଆବାହକତ୍ଵରେ କୁଇ ସମାଜ ଟିକାବାଲି କାର୍ଯ୍ୟାଳୟ ଠାରେ କୁଇ ଭାଷା , ସାହିତ୍ୟ , ଲିପି , ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସମ୍ବନ୍ଧେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।ଏହି ସଭାରେ ଘୁ.ଉଦୟଗିରି ସ୍ଥିତ ନିଖିଳ ଉତ୍କଳ କୁଇ ସମାଜ ୟୁନିଅନର ସଭାପତି ପୁଷାରା କହଁର ଅଧ୍ୟକ୍ଷତା କରି ସ୍ବର୍ଗତ ଦୟାନିଧି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୦/୧୧: ରେଳ ମାନଚିତ୍ରରୁ କନ୍ଧମାଳ ଜିଲ୍ଲା ବାଦ୍ ପଡ଼ିବା ପ୍ରତିବାଦରେ ଶୁକ୍ରବାର ନଭେମ୍ବର ୧୦ ତାରିଖରେ ସକାଳ ୬ ଘଟିକା ଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ ହୋଇଛି । ଏଥି ନିମନ୍ତେ ପୂର୍ବରୁ ଏନେଇ କନ୍ଧମାଳ ବିକାଶ ପରିଷଦର ଆବାହକ ଗୋଲକ ବିହାରୀ କହଁରଙ୍କ ନେତୃତ୍ବରେ ଫୁଲବାଣୀ ସ୍ଥିତ ବନାନୀ କଳା ପରିଷଦ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୧୧: ସଂସୃତିର ପ୍ରସାର ଓ ଆଧୁନିକ ଭିର୍ତ୍ତି ଭୂମିର ଉନ୍ନତି ଗାଁ ଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଅନେକ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ । ନା ଅଛି ରାସ୍ତା, ନା ପାନୀୟ ଜଳ ଓ ବିଦ୍ୟୁତ ଆଲୋକ ।ବର୍ତ୍ତମାନ ସୁଦ୍ଧା ପକ୍କା ରାସ୍ତା ଦେଖି ନାହାନ୍ତି । ବାଲିଗୁଡା ବ୍ଲକ ଅନ୍ତର୍ଗତ ପରମପାଙ୍ଗା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଶ୍ରୀରାମପୁର ପଞ୍ଚାୟତ ରେ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ପ୍ରଦାନରେ ବିଳମ୍ବ ଯୋଗୁଁ ଜନ ଅସନ୍ତୋଷ ବୃଦ୍ଧି ପାଇଛି । ଶ୍ରୀରାମପୁର ଗ୍ରାମ ପଞ୍ଚାୟତ ର ହିତାଧିକାରୀଙ୍କୁ ଶବ ସତ୍କାର ପାଇଁ ସଙ୍ଗେ ସଙ୍ଗେ ମିଳୁନି ସରକାରୀ ସହାୟତା ଅର୍ଥ ।ଉକ୍ତ ପଞ୍ଚାୟତର ଦ୍ରୁପଦ ପାଟଗୁରୁ, ଲକ୍ଷ୍ମୀଧର ନାୟକ, ଜାକବ ବାକସିଂ, ବନବାସ କୋଠଦଳେଇ, ପ୍ରକାଶ Continue Reading