ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩୦/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ପଠାଣ ସାହି ରେ ରହୁଥିବା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସାମନ୍ତରାୟ ( କାହ୍ନୁ)(୬୪)ଙ୍କ ପରଲୋକ ହୋଇଛି ।ଏହି ଖବରପାଇ ଟିକାବାଲି ସମେତ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଥିଲା।ସ୍ବର୍ଗତ ସାମନ୍ତରାୟ କଛିଦିନ ହେଲା ନିମୋନିଆ ରୋଗରେ ଆକ୍ରାନ୍ତ ହୋଇ ବ୍ରହ୍ମପୁର ମେଡିକାଲରେ ଚିକିତ୍ସା ହେବା ପରେ ଉତ୍ତମ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହି ର ପ୍ରଭାକର ନାୟକ ଏକ ନିଆରା ଢଙ୍ଗରେ ଦଶହରା ପର୍ବ ପାଳନ କରିଛନ୍ତି । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଜ ବାସ ଭବନରେ ମାଆ ଦୁର୍ଗାଙ୍କୁ ମହା ଆଡ଼ମ୍ବର ସହକାରେ ପାଳନ କରିଛନ୍ତି । ନିଜ ବାସଭବନ ରେ ବାସ୍ତୁ ପୂଜା, ଗୃହ ପୂଜା, ନବଗ୍ରହ ପୂଜା, କରିବା ସହିତ ହୋମ ଯଜ୍ଞ ମଧ୍ୟ କରିଛନ୍ତି । ତତ୍ ସହିତ ନୂଆସାହି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୦/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନରେ ଥିବା କୋଟଗଡ ଅଭୟାରଣ୍ୟ ରେ ବାଘ ଗଣନା କାର୍ୟ୍ୟକ୍ରମ ଆରମ୍ଭ ହୋଇଛି। ଅକ୍ଟୋବର ୧୫ରୁ ବାଘ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ କୋଟଗଡ ବନାଞ୍ଚଳ ର ରେଞ୍ଜର ରମାକାନ୍ତ କହଁର ଙ୍କ ନେତୃତ୍ବରେ ଏହି ଗଣନା କାର୍ଯ୍ୟକ୍ରମ କୋଟଗଡ ସମେତ ଲାସେରି, ସୁବର୍ଣ୍ଣଗିରି, ଶ୍ରୀରାମପୁର ସଂରକ୍ଷିତ ଜଙ୍ଗଲରେ ଥିବା ବିଭିନ୍ନ ସ୍ଥାନରେ ବନ କର୍ମଚାରୀ ମାନେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୧୦:ସରକାର ଓ ବସ୍ ମାଲିକଙ୍କ ବିବାଦ, କିନ୍ତୁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକ । ଏହି ପରିପ୍ରେକ୍ଷୀରେ ରାଜ୍ୟ ଘରୋଇ ବସ ମାଲିକ ସଂଘର ଏହି ଡାକରା କୁ ସମର୍ଥନ ଜଣାଇ ବାଲିଗୁଡା ଘରୋଇ ବସ ମାଲିକ ସଂଘ ସମସ୍ତ ଘରୋଇ ବସ ବନ୍ଦ ରଖିଛି କ୍ଷଗୋଟିଏ ପଟେ ପାର୍ବଣ ପାଇଁ ଘର ମୁହାଁ ହୋଇଛନ୍ତି ଲୋକ, ଅନ୍ୟପଟେ ଜରୁରୀ କାମ । ଗୁରୁତର ରୋଗରେ ଆକ୍ରାନ୍ତ ହୋଇ କିଏ ହସ୍ପିଟାଲ ଯିବା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୧୦: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଅଞ୍ଚଳର ଜଣେ ଯୁବକ ଅନ୍ଲାଇନ୍ ଠକେଇର ଶିକାର ହୋଇଛନ୍ତି। ସେ ଜଣେ ପ୍ରତିଷ୍ଠିତ ପେଟ୍ରୋଲ ପମ୍ପ୍ ମାଲିକ ଓ ହୋଟେଲ ବ୍ୟବସାୟୀ ହୋଇଥିବା ବେଳେ ସଦାବେଳେ ନିଜ ବ୍ୟବସାୟକୁ ନେଇ ବ୍ୟସ୍ତ ରୁହନ୍ତି।ଏହାର ଫାଇଦା ନେଇ ଅନ୍ଲାଇନ୍ରେ ତାଙ୍କୁ ଠକାଯାଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ସ୍ବାଧୀନ କୁମାର ସାହୁଙ୍କ ନାମରେ ଏକ ପାର୍ଶଲ ଆସିଥିଲା ସେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୦: ପିଡ଼ିତା ଝିଅର ଚିକିତ୍ସା ପାଇଁ ଦଶ ହଜାର ଟଙ୍କା ସାହାଯ୍ୟର ହାତ ବଢାଇଲେ ବାଲିଗୁଡା ତହସିଲଦାର ଡ.ବିଜୟ କୁମାର ସେଠୀ ।କନ୍ଧମାଳ ଜିଲ୍ଲା ବାଲିଗୁଡା ଅନ୍ତର୍ଗତ ବାରଖମା ଗ୍ରାମ ନିବାସୀ ଦିସାରା ନାୟକଙ୍କ ବାଇଶି ବର୍ଷୀୟ ଝିଅ ରଶ୍ମି ପ୍ରିୟା ନାୟକ ତିନିମାସ ତଳେ ହଠାତ ଅସୁସ୍ଥ ହୋଇ ଯିବାରୁ ତାଙ୍କୁ ବାରଖମା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରୁ ଫୁଲବାଣୀ ଜିଲ୍ଲା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଅଧିବାସୀ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ ।ଜଙ୍ଗଲକାତ ଦ୍ରବ୍ୟକୁ ଲୋକେ ଉଚିତ ଦରରେ ବିକ୍ରି କରିବେ ସେଥି ପାଇଁ ସରକାରଙ୍କ ତରଫରୁ ଦର ଧାର୍ୟ୍ୟ କରାଯାଇଥାଏ। ଆଦିବାସୀ ସମବାୟ ଉନ୍ନୟନ ନିଗମ (ଟିଡିସିସି) ଦ୍ଵାରା ଦର ଧାର୍ଯ୍ୟ କରି କିଣିଥାନ୍ତି । କିନ୍ତୁ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ସରକାରଙ୍କୁ ବିକ୍ରି କରିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ହେଉଛି ଓଡିଶା ର ବୃହତ୍ତମ ଉପଖଣ୍ଡ ଓ ବିଜ୍ଞାପିତ ଅଞ୍ଚଳର ମାନ୍ୟତା ପାଇସାରିଛି, କିନ୍ତୁ ଏଠାରେ ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ସାଙ୍ଗକୁ ସ୍ଥାନୀୟ ଜନସାଧାରଣଙ୍କ ସରଳତାର ସୁଯୋଗ ନେଇ ସବୁ କିଛି ଅଭାବ ଅସୁବିଧା ଓ ସମସ୍ୟା ମଧ୍ୟରେ ଗତି କରି ଚାଲିଛି ।ସେଥି ମଧ୍ୟରେ ଖୋଦ ବାଲିଗୁଡା ଠାରୁ ଉତ୍ତର-ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡା ଏବଂ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୧୦: ମାଓ ପ୍ରବଣ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବେଆଇନ ବେଧଡକ ଭାବେ ଚାଲିଛି ପଥର ବ୍ଲାଷ୍ଟିଂ। ଦୀର୍ଘ ଦିନ ଧରି ପାହାଡ ରେ ପଥର ବ୍ଲାଷ୍ଟିଂ ଜାରି ରହିଥିଲେ ମଧ୍ୟ ବନ ବିଭାଗ କିମ୍ବା ରାଜସ୍ବ ବିଭାଗ ନୀରବ ରହିବାକୁ ନେଇ ଉଠିଛି ପ୍ରଶ୍ନ।ଏଭଳି ଘଟଣା ଦେଖିବାକୁ ମିଳିଛି ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ରେଞ୍ଜ ଅନ୍ତର୍ଗତ କୁଟିଗୁଡା-ବାଲିଗାଡା ରାସ୍ତାରେ ଥିବା ସଂରକ୍ଷିତ ଜଙ୍ଗଲ ରେ ଦିନ ଦ୍ୱିପହର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ତତ୍ତ୍ଵାବଧାନରେ ବ୍ଲକ୍ ସ୍ତରୀୟ ଆନ୍ତର୍ଜାତିକ ବାଳିକା ଦିବସ ଉପଲକ୍ଷେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତାରେ ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ବାଳିକା ପ୍ରତିଯୋଗି ଅଂଶ ଗ୍ରହଣ କରି ନିଜ ନିଜ ର ପ୍ରତିଭା ପ୍ରଦର୍ଶନ କରିଥିଲେ।ପ୍ରତିଯୋଗିତା ଗୁଡିକୁ ପରିଚାଳନା କରିବା ପାଇଁ Continue Reading




