Home Posts tagged baliguda (Page 27)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୧୧: ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ ଆରମ୍ଭ ହୋଇଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ- ୨୦୨୪ ଅବସର ରେ ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତଙ୍କ ନେତୃତ୍ବରେ ଯୁବ ଭୋଟରଙ୍କୁ ସଚେତନ କରିବା ସହିତ ସେମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରଜ୍ବଳିତ କରିବା ନିମନ୍ତେ ଉପଖଣ୍ଡ ପ୍ରଶାସନ ଦ୍ବାରା ଶୁକ୍ରବାର ବିଭିନ୍ନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୧୧: କନ୍ଧମାଳ ଜିଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତା କାର୍ଯ୍ୟ ଆରମ୍ଭ ହୋଇଛି।ଏହି ଅବସରରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର, ତପନ କୁମାର ଦିଗାଳ, ପ୍ରଦୀପ କୁମାର ବେହେରା, ମିନତୀ କୁମାରି ମିଶ୍ର, ଶରତ କୁମାର ପୂଜାରୀ ମୋ ସେବା କେନ୍ଦ୍ରର ଜିଲା ପରିଚାଳକ ଗୋଲକ ବିହାରୀ ନାୟକଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧/୧୧: ସରକାରୀ ଅର୍ଥ ହଡପ ଅଭିଯୋଗରେ ବୌଦ୍ଧ ଜିଲ୍ଲାର ତତ୍କାଳୀନ ମାର୍କଫେଡ ଏରିଆ ମ୍ୟାନେଜର ଭୂବନ ମୋହନ ଦାଶଙ୍କୁ ଫୁଲବାଣୀ ଭିଜିଲାନ୍ସ ଅଦାଲତ ତିନି ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି।ଜରିମାନା ଅନାଦେୟ ଦୋଷୀଙ୍କୁ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସୂଚନା ଅନୁଯାୟୀ, ଅଭିଯୁକ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩୦/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ପଠାଣ ସାହି ରେ ରହୁଥିବା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସାମନ୍ତରାୟ ( କାହ୍ନୁ)(୬୪)ଙ୍କ ପରଲୋକ ହୋଇଛି ।ଏହି ଖବରପାଇ ଟିକାବାଲି ସମେତ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଥିଲା।ସ୍ବର୍ଗତ ସାମନ୍ତରାୟ କଛିଦିନ ହେଲା ନିମୋନିଆ ରୋଗରେ ଆକ୍ରାନ୍ତ ହୋଇ ବ୍ରହ୍ମପୁର ମେଡିକାଲରେ ଚିକିତ୍ସା ହେବା ପରେ ଉତ୍ତମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହି ର ପ୍ରଭାକର ନାୟକ ଏକ ନିଆରା ଢଙ୍ଗରେ ଦଶହରା ପର୍ବ ପାଳନ କରିଛନ୍ତି । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଜ ବାସ ଭବନରେ ମାଆ ଦୁର୍ଗାଙ୍କୁ ମହା ଆଡ଼ମ୍ବର ସହକାରେ ପାଳନ କରିଛନ୍ତି । ନିଜ ବାସଭବନ ରେ ବାସ୍ତୁ ପୂଜା, ଗୃହ ପୂଜା, ନବଗ୍ରହ ପୂଜା, କରିବା ସହିତ ହୋମ ଯଜ୍ଞ ମଧ୍ୟ କରିଛନ୍ତି । ତତ୍ ସହିତ ନୂଆସାହି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୦/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନରେ ଥିବା କୋଟଗଡ ଅଭୟାରଣ୍ୟ ରେ ବାଘ ଗଣନା କାର‌୍ୟ୍ୟକ୍ରମ ଆରମ୍ଭ ହୋଇଛି। ଅକ୍ଟୋବର ୧୫ରୁ ବାଘ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ କୋଟଗଡ ବନାଞ୍ଚଳ ର ରେଞ୍ଜର ରମାକାନ୍ତ କହଁର ଙ୍କ ନେତୃତ୍ବରେ ଏହି ଗଣନା କାର୍ଯ୍ୟକ୍ରମ କୋଟଗଡ ସମେତ ଲାସେରି, ସୁବର୍ଣ୍ଣଗିରି, ଶ୍ରୀରାମପୁର ସଂରକ୍ଷିତ ଜଙ୍ଗଲରେ ଥିବା ବିଭିନ୍ନ ସ୍ଥାନରେ ବନ କର୍ମଚାରୀ ମାନେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୧୦:ସରକାର ଓ ବସ୍ ମାଲିକଙ୍କ ବିବାଦ, କିନ୍ତୁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକ । ଏହି ପରିପ୍ରେକ୍ଷୀରେ ରାଜ୍ୟ ଘରୋଇ ବସ ମାଲିକ ସଂଘର ଏହି ଡାକରା କୁ ସମର୍ଥନ ଜଣାଇ ବାଲିଗୁଡା ଘରୋଇ ବସ ମାଲିକ ସଂଘ ସମସ୍ତ ଘରୋଇ ବସ ବନ୍ଦ ରଖିଛି କ୍ଷଗୋଟିଏ ପଟେ ପାର୍ବଣ ପାଇଁ ଘର ମୁହାଁ ହୋଇଛନ୍ତି ଲୋକ, ଅନ୍ୟପଟେ ଜରୁରୀ କାମ । ଗୁରୁତର ରୋଗରେ ଆକ୍ରାନ୍ତ ହୋଇ କିଏ ହସ୍ପିଟାଲ ଯିବା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୧୦: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଅଞ୍ଚଳର ଜଣେ ଯୁବକ ଅନ୍ଲାଇନ୍ ଠକେଇର ଶିକାର ହୋଇଛନ୍ତି। ସେ ଜଣେ ପ୍ରତିଷ୍ଠିତ ପେଟ୍ରୋଲ ପମ୍ପ୍ ମାଲିକ ଓ ହୋଟେଲ ବ୍ୟବସାୟୀ ହୋଇଥିବା ବେଳେ ସଦାବେଳେ ନିଜ ବ୍ୟବସାୟକୁ ନେଇ ବ୍ୟସ୍ତ ରୁହନ୍ତି।ଏହାର ଫାଇଦା ନେଇ ଅନ୍ଲାଇନ୍ରେ ତାଙ୍କୁ ଠକାଯାଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ସ୍ବାଧୀନ କୁମାର ସାହୁଙ୍କ ନାମରେ ଏକ ପାର୍ଶଲ ଆସିଥିଲା ସେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୦: ପିଡ଼ିତା ଝିଅର ଚିକିତ୍ସା ପାଇଁ ଦଶ ହଜାର ଟଙ୍କା ସାହାଯ୍ୟର ହାତ ବଢାଇଲେ ବାଲିଗୁଡା ତହସିଲଦାର ଡ.ବିଜୟ କୁମାର ସେଠୀ ।କନ୍ଧମାଳ ଜିଲ୍ଲା ବାଲିଗୁଡା ଅନ୍ତର୍ଗତ ବାରଖମା ଗ୍ରାମ ନିବାସୀ ଦିସାରା ନାୟକଙ୍କ ବାଇଶି ବର୍ଷୀୟ ଝିଅ ରଶ୍ମି ପ୍ରିୟା ନାୟକ ତିନିମାସ ତଳେ ହଠାତ ଅସୁସ୍ଥ ହୋଇ ଯିବାରୁ ତାଙ୍କୁ ବାରଖମା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରୁ ଫୁଲବାଣୀ ଜିଲ୍ଲା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଅଧିବାସୀ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ ।ଜଙ୍ଗଲକାତ ଦ୍ରବ୍ୟକୁ ଲୋକେ ଉଚିତ ଦରରେ ବିକ୍ରି କରିବେ ସେଥି ପାଇଁ ସରକାରଙ୍କ ତରଫରୁ ଦର ଧାର‌୍ୟ୍ୟ କରାଯାଇଥାଏ। ଆଦିବାସୀ ସମବାୟ ଉନ୍ନୟନ ନିଗମ (ଟିଡିସିସି) ଦ୍ଵାରା ଦର ଧାର୍ଯ୍ୟ କରି କିଣିଥାନ୍ତି । କିନ୍ତୁ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ସରକାରଙ୍କୁ ବିକ୍ରି କରିବା Continue Reading