Home Posts tagged baliguda (Page 28)
Top Stories
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ହେଉଛି ଓଡିଶା ର ବୃହତ୍ତମ ଉପଖଣ୍ଡ ଓ ବିଜ୍ଞାପିତ ଅଞ୍ଚଳର ମାନ୍ୟତା ପାଇସାରିଛି, କିନ୍ତୁ ଏଠାରେ ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ସାଙ୍ଗକୁ ସ୍ଥାନୀୟ ଜନସାଧାରଣଙ୍କ ସରଳତାର ସୁଯୋଗ ନେଇ ସବୁ କିଛି ଅଭାବ ଅସୁବିଧା ଓ ସମସ୍ୟା ମଧ୍ୟରେ ଗତି କରି ଚାଲିଛି ।ସେଥି ମଧ୍ୟରେ ଖୋଦ ବାଲିଗୁଡା ଠାରୁ ଉତ୍ତର-ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡା ଏବଂ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୧୦: ମାଓ ପ୍ରବଣ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବେଆଇନ ବେଧଡକ ଭାବେ ଚାଲିଛି ପଥର ବ୍ଲାଷ୍ଟିଂ। ଦୀର୍ଘ ଦିନ ଧରି ପାହାଡ ରେ ପଥର ବ୍ଲାଷ୍ଟିଂ ଜାରି ରହିଥିଲେ ମଧ୍ୟ ବନ ବିଭାଗ କିମ୍ବା ରାଜସ୍ବ ବିଭାଗ ନୀରବ ରହିବାକୁ ନେଇ ଉଠିଛି ପ୍ରଶ୍ନ।ଏଭଳି ଘଟଣା ଦେଖିବାକୁ ମିଳିଛି ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ରେଞ୍ଜ ଅନ୍ତର୍ଗତ କୁଟିଗୁଡା-ବାଲିଗାଡା ରାସ୍ତାରେ ଥିବା ସଂରକ୍ଷିତ ଜଙ୍ଗଲ ରେ ଦିନ ଦ୍ୱିପହର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ତତ୍ତ୍ଵାବଧାନରେ ବ୍ଲକ୍ ସ୍ତରୀୟ ଆନ୍ତର୍ଜାତିକ ବାଳିକା ଦିବସ ଉପଲକ୍ଷେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତାରେ ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ବାଳିକା ପ୍ରତିଯୋଗି ଅଂଶ ଗ୍ରହଣ କରି ନିଜ ନିଜ ର ପ୍ରତିଭା ପ୍ରଦର୍ଶନ କରିଥିଲେ।ପ୍ରତିଯୋଗିତା ଗୁଡିକୁ ପରିଚାଳନା କରିବା ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୦: ବୈଷୟିକ ପ୍ରଗତି ଏବଂ ଡିଜିଟାଲ ରୂପାନ୍ତରୀକରଣ ଏହି ଯୁଗରେ, ସାଇବର ଅପରାଧର କେବଳ ଓଡିଶା ପାଇଁ ନୁହେଁ ବିଶ୍ୱବ୍ୟାପୀ ସମସ୍ତ ଲୋକଙ୍କ ପାଇଁ ଏକ ଚ୍ୟାଲେଞ୍ଜ ପାଲଟିଛି, ଡିଜିଟାଲ୍ ପ୍ଲାଟଫର୍ମ ମାଧ୍ୟମରେ କୌଣସି ବ୍ୟକ୍ତିଙ୍କୁ ପ୍ରତାରଣା, ଠକିବା କିମ୍ବା ଶୋଷଣ କରିବା ଉଦ୍ଦେଶ୍ୟରେ କରାଯାଇଥିବା ଅନେକ ବେଆଇନ କାର‌୍ୟ୍ୟକଳାପ ଗୁଡିକ ସାଇବର ଅପରାଧରେ ଅନ୍ତର୍ଭୁକ୍ତ ।ଏହି ଅପରାଧ ଗୁଡିକ ଫିସିଂ ଆକ୍ରମଣ, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ସୁଡ୍ରା ଉଚ୍ଚ ପ୍ରାଥମିକ ସେବାଶ୍ରମ ପରିସରରେ ଦୁଇଟି କ୍ଳଷ୍ଟର ଗାଲୀଗୁରା ଓ ମାସ୍କାପଡି ଉପାନ୍ତର ୧୯ ଟି ବିଦ୍ୟାଳୟ କୁ ନେଇ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଆଜିର ଶିକ୍ଷା ବ୍ୟବସ୍ଥା ରେ ଆଦିବାସୀ ଅଧୁଷିତ ଗ୍ରାମାଞ୍ଚଳରେ ଶିକ୍ଷା ସହ ବିଭିନ୍ନ ଯୋଗ୍ୟତା ବୃଦ୍ଧିର ବିକାଶ ପାଇଁ କରାଯାଇଥିବା ସୁରଭି କାର୍ଯ୍ୟକ୍ରମରେ ଚିତ୍ରାଙ୍କନ, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି।ଉଦଘାଟନ ଉତ୍ସବରେ ଵିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଜୟ ଲଷ୍ମୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୬/୧୦: ଗୁରୁବାର କେନ୍ଦ୍ର କ୍ୟାବିନେଟରେ କନ୍ଧମାଳ ହଳଦୀକୁ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର କନ୍ଧମାଳ ହଳଦୀ ବୋର୍ଡ ଗଠନ କରିଛନ୍ତି । ଏହାକୁ ନେଇ ସମଗ୍ର କନ୍ଧମାଳ ଜିଲ୍ଲା ବାସୀ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଖୁବ ପ୍ରଶଂସା କରିବା ସହିତ ଧନ୍ୟବାଦ ବି ଜଣାଇଛନ୍ତି । ବୋର୍ଡ ଗଠନ ହେବା ଦ୍ୱାରା ହଳଦୀ ଚାଷୀଙ୍କ ଆୟ ବୃଦ୍ଧି ପାଇବ ଏବଂ ବୋର୍ଡ ମାଧ୍ୟମରେ ବିକ୍ରି ବଟା କରି ଚାଷୀ ମାନେ ଲାଭବାନ ହୋଇପାରିବେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବୁଡ଼ାଗୁଡା ଛକରେ ଜଣେ ଯୁବକ ଏକ ବ୍ରାଉନ ସୁଗାର ଛୋଟ ପାଉଚ ବିକ୍ରି କରିବା ପାଇଁ ଗ୍ରାହକକୁ ଅପେକ୍ଷା କରିଥିବା ବେଳେ କୌଣସି ସୂତ୍ରରୁ ବାଲିଗୁଡା ପୋଲିସ ଖବର ପାଇ ବ୍ରାଉନ ସୁଗାର କୁ ଜବତ କରିବା ସହ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ,ବାଲିଗୁଡା ନିକଟସ୍ଥ ଦଣ୍ଡପଦର ଗ୍ରାମର ସୁରେନ୍ଦ୍ର ନାୟକ (୨୦) ମଙ୍ଗଳବାର ଦିନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବା ପାଇଁ ମନୋନୀତ ହୋଇଥିବା ଜଣାପଡିଛି ।ସୂଚନା ଯୋଗ୍ୟ ଯେ, ୧୯୯୭ ମସିହାରୁ କନ୍ଧମାଳ ଜିଲ୍ଲାର ଅବୈତନକ ବନ୍ୟପ୍ରାଣୀ ସରଂକ୍ଷକ ଭାବେ କାର୍ଯ୍ୟ କରିବା ସହ ସେ ଜଙ୍ଗଲ ସୁରକ୍ଷା, ଵୃକ୍ଷ ରୋପଣ ଏବଂ ବନ୍ୟପ୍ରାଣୀ ମାନଙ୍କ ସୁରକ୍ଷା ଦିଗରେ ଦୀର୍ଘ ଦିନ ଧରି କାର୍ଯ୍ୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ମଧ୍ୟ ଭାଗ ରେ ଥିବା ପାଟ୍ଟଖଣ୍ଡା ସାହି ର ପାଟ୍ଟଖଣ୍ଡା ଏଜେନ୍ସି ଗୋଦାମ ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି।ମଙ୍ଗଳବାର ସକାଳୁ ସକାଳୁ ଗୋଦାମ ଘର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ସାହି ପଡିଶା ଲୋକେ ଖବର ଦେବା ପରେ ଗୋଦାମ ମାଲିକ ଅନନ୍ତ କୁମାର ଦାସ ଆସି ଦେଖିବା ବେଳକୁ ନିଆଁ ଅଣାୟତ ହୋଇଯାଇଥିଲା।ସଙ୍ଗେ […]Continue Reading