Home Posts tagged baliguda (Page 29)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୮/୯: ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜି ଛକରେ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରୁଛି ପାଚିକା ସଂଘ । ପାଚିକା ସଂଘର ଆନ୍ଦୋଳନ ଯୋଗୁଁ ସ୍କୁଲ ଗୁଡ଼ିକରେ ପ୍ରଭାବିତ ହୋଇଛି ପିଲାଙ୍କ ମଧ୍ୟାହ୍ନ ଭୋଜନ ।ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ବନ୍ଦ ହୋଇଗଲେ ପିଲା ସ୍କୁଲ ଆସିବେ ନା’ ନାହିଁ ସନ୍ଦେହ । ଏଭଳି ସ୍ଥିତିରେ କୌଣସି ବିକଳ୍ପ ନ ପାଇ, ପାଠ ପଢ଼ାଉଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଏବେ ପିଲାଙ୍କ ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୯: ନିଖିଳ ଓଡ଼ିଶା କାରା କର୍ମଚାରୀ ମହାସଂଘ ନିଷ୍ପତ୍ତିକ୍ରମେ ସୋମବାରଠାରୁ ବାଲିଗୁଡା ମଣ୍ଡଳ କାରାଗାରର କର୍ମଚାରୀମାନେ ଆମରଣ ଅନଶନ ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଛି ।ଏହା ପୂର୍ବରୁ ୫ଦଫା ଦାବି ନେଇ ସମସ୍ତ କର୍ମଚାରୀ ଗତ ୧୩ ତାରିଖରୁ କଳାବ୍ୟାଜ୍ ପରିଧାନ କରିଥିଲେ। ଦାବି ପୂରଣ ନ ହେବାରୁ ଆନ୍ଦୋଳନକୁ ତୀବ୍ର କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି।ଏହି ମଣ୍ଡଳ କାରାଗାରରେ କାର୍ଯ୍ୟରେ ବାଧା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୯: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମ୍ମିଳନୀ କକ୍ଷଠାରେ କନ୍ଧମାଳ ଜିଲ୍ଲା ପ୍ରଶାସନ ଦ୍ବାରା ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ଆୟୋଜିତ ହୋଇଥିଲା ।ଜିଲ୍ଲାପାଳ ଆଶିଷ ଈଶ୍ବର ପାଟିଲ ଭତ୍ତା, ଆବସ ଯୋଜନା, ଖାଦ୍ୟ ସୁରକ୍ଷା କାର୍ଡ, ପାନୀୟ ଜଳ ଏବଂ ରାସ୍ତା ଇତ୍ୟାଦିର ସମୁଦାୟ ୪୫ ଗୋଟି ଅଭିଯୋଗର ଶୁଣାଣି କରିଥିଲେ, ସେଥି ମଧ୍ୟରୁ ୩ ଗୋଟି ଅଭିଯୋଗ ଶିବିର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରହୀଙ୍କ ରିପୋର୍ଟବାଲିଗୁଡା,୨୪/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନ ତରଫରୁ ସ୍ୱାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ବାଲିଗୁଡା ବ୍ଲକ ଅଧିନସ୍ଥ ସୀତାପଡି, ଜକିକିଆ, ତଗାକିଆ, ମାଲୁମିଲା ମୁଣ୍ଡପାରହା, ବାଟାଗୁଡା ଓ ଦେଉଳପଙ୍ଗା ଗ୍ରାମରେ “ସ୍ୱାଧୀନତାର ଅମୃତ ମହୋତ୍ସବ” ଅଭିଯାନ ଅନ୍ତର୍ଗତରେ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଜରିଆରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ଟାଉନର ଗୁଳିମରାପଦା ସାହି, ପଣଷପଡି ,ଖଜୁରିନାଳ, ବଡ଼ଗାଁ ,କାମପଡା , ବାରଖମା, ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଏବଂ ପଣଷପଡି ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ସ୍ୱାଧୀନତାର ଅମୃତ ମହୋତ୍ସବ” ଅଭିଯାନ ଅନ୍ତର୍ଗତରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଅନ୍ତର୍ଗତ ଝିରିପାଣିଠାରୁ ରାୟଗଡା ଜିଲାର ଅମ୍ବାଦଳାକୁ ସଂଯୋଗ କରୁଥିବା ରାସ୍ତାର ବରଗୁଡ଼ା ଛକଠାରେ ଶୁକ୍ରବାର କିଛି ହାତଲେଖା ମାଓବାଦୀ ପୋଷ୍ଟର ପଡିଥିବା ଦେଖାଯାଇଛି। ସେଥିରେ ସେପ୍ଟେମ୍ବର ୨୧ରୁ ୨୭ ତାରିଖ ପର୍ଯ୍ୟନ୍ତ ଗଣତାନ୍ତ୍ରିକ ବିପ୍ଳବ ସପ୍ତାହକୁ ପାଳନ କରିବା ପାଇଁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି।ସେହିପରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାପାଟଖଣ୍ଡା ଠିକାଦାର ସଂଘର ୧୯ ତମ ବୈଠକ ସଂଘ ସମ୍ପାଦକ ରଞ୍ଜିତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବାଲିଗୁଡ଼ା ବ୍ଲକ ବୁଡୁରୁକିଆ ପଞ୍ଚାୟତ ମୁସୁକୁଲି ର ଦମଦେଇ ନାଳ ନିକଟରେ ଅନୁଷ୍ଠିତ ହୋଇଯାଇଛି ।ଏଣିକି ଜିଲ୍ଲା ବାହାରର ଠିକାଦାର ମାନେ କୌଣସି ଟେଣ୍ଡର ପକାନ୍ତି ତାହାହେଲେ ସଂଘର ନିଷ୍ପତ୍ତି ଅନୁଯାୟୀ ସେହି ଠିକାଦାର ଟେଣ୍ଡରରେ ଭାଗ ନେଇପାରିବ ନାହିଁ ବୋଲି ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୯:କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି । ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡା,୧୩/୯: ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଭରା ନଇରେ ରୋଗୀଙ୍କୁ ଟ୍ୟୁବରେ ବସେଇ ଖଡ଼ଗ ନଦୀରେ ପାର କରି ଆଣିଲେ ରୋଗୀଙ୍କ ପରିବାର ଲୋକେ ।ବାଲିଗୁଡା ଠାରୁ ସାଇନପଡାକୁ ଦେଇ ଖଡ଼ଗ ନଦୀରେ ଏକ ସେତୁ ହେବାକୁ ଥିବା ବେଳେ ଏ ପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହେଇ ନ ଥିବାରୁ ଅଞ୍ଚଳବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।କୁବେର ମୁଣ୍ଡା ଗ୍ରାମରେ ୧୫ ପରିବାର ରୁହନ୍ତି।କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୯:କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ୧୧ ଓ ୧୨ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି ।ଏହି ପ୍ରତିଯୋଗିତାରେ ୧୪ ରୁ ୧୭ ବର୍ଷ ବର୍ଗ ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ନିଜ ନିଜର ଖେଳ ପ୍ରଦର୍ଶନ କରିଥିଲେ।ଏଥିରେ ପ୍ରଥମ ଦିବସ ରେ ମୁଖ୍ୟ ଅତିଥି ଭାବେ Continue Reading