Home Posts tagged baliguda (Page 29)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବୁଡ଼ାଗୁଡା ଛକରେ ଜଣେ ଯୁବକ ଏକ ବ୍ରାଉନ ସୁଗାର ଛୋଟ ପାଉଚ ବିକ୍ରି କରିବା ପାଇଁ ଗ୍ରାହକକୁ ଅପେକ୍ଷା କରିଥିବା ବେଳେ କୌଣସି ସୂତ୍ରରୁ ବାଲିଗୁଡା ପୋଲିସ ଖବର ପାଇ ବ୍ରାଉନ ସୁଗାର କୁ ଜବତ କରିବା ସହ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ,ବାଲିଗୁଡା ନିକଟସ୍ଥ ଦଣ୍ଡପଦର ଗ୍ରାମର ସୁରେନ୍ଦ୍ର ନାୟକ (୨୦) ମଙ୍ଗଳବାର ଦିନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବା ପାଇଁ ମନୋନୀତ ହୋଇଥିବା ଜଣାପଡିଛି ।ସୂଚନା ଯୋଗ୍ୟ ଯେ, ୧୯୯୭ ମସିହାରୁ କନ୍ଧମାଳ ଜିଲ୍ଲାର ଅବୈତନକ ବନ୍ୟପ୍ରାଣୀ ସରଂକ୍ଷକ ଭାବେ କାର୍ଯ୍ୟ କରିବା ସହ ସେ ଜଙ୍ଗଲ ସୁରକ୍ଷା, ଵୃକ୍ଷ ରୋପଣ ଏବଂ ବନ୍ୟପ୍ରାଣୀ ମାନଙ୍କ ସୁରକ୍ଷା ଦିଗରେ ଦୀର୍ଘ ଦିନ ଧରି କାର୍ଯ୍ୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ମଧ୍ୟ ଭାଗ ରେ ଥିବା ପାଟ୍ଟଖଣ୍ଡା ସାହି ର ପାଟ୍ଟଖଣ୍ଡା ଏଜେନ୍ସି ଗୋଦାମ ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି।ମଙ୍ଗଳବାର ସକାଳୁ ସକାଳୁ ଗୋଦାମ ଘର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ସାହି ପଡିଶା ଲୋକେ ଖବର ଦେବା ପରେ ଗୋଦାମ ମାଲିକ ଅନନ୍ତ କୁମାର ଦାସ ଆସି ଦେଖିବା ବେଳକୁ ନିଆଁ ଅଣାୟତ ହୋଇଯାଇଥିଲା।ସଙ୍ଗେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୦: ସୋମବାର ସାରା ଦେଶରେ ଅନୁଷ୍ଠିତ ହେବ ୧୫୪ତମ ଗାନ୍ଧୀ ଜୟନ୍ତୀ। ଏହି ପରିପ୍ରେକ୍ଷୀରେ ସାରା ଦେଶରେ “ସ୍ୱଛତା ହିଁ ସେବା-ଆବର୍ଜନା ମୁକ୍ତ ଭାରତ” ଅକ୍ଟୋବର ୧ ତାରିଖରେ ସାରା ଦେଶରେ ପାଳିତ ହୋଇଥିଲା କ୍ଷ ସ୍ୱଚ୍ଛ ଭାରତ ଅଭିଯାନର ୯ ବର୍ଷ ପୂର୍ତ୍ତି ଅବସରରେ ରବିବାର ସ୍ୱଚ୍ଛତା ହିଁ ସେବା ଅଭିଯାନ ପାଳନ କରାଯାଇଛି।ଏହି ଅବସରରେ ସର୍ବସାଧାରଣ ସ୍ଥାନରେ ରବିବାର ସକାଳ ୧୦ଟାରୁ ୧୧ଟା ଯାଏ ଶ୍ରମଦାନ କରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୧୦: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଦେଖାଯାଇଛି।ଏ ନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖାଯାଇଛି। ଖବର ପାଇ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ଭ୍ରାମ୍ୟମାଣ ଚିକିତ୍ସା ଦଳ ଡାକ୍ତର ଅମ୍ବିକା ପ୍ରସାଦ ଶତପଥିଙ୍କ ନେତୃତ୍ୱରେ ଉକ୍ତ ଗାଁରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୯: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଖେଳିଯାଇଛି।ପ୍ରଥମେ ଜ୍ୱର କିଛିଦିନ ହେବା ପରେ ଦେହରେ ପାଣି ଫୋଟକା ହେବା ସହ ତାହା ଫାଟିଯାଇ ଦେହସାରା ଘା ହେଇଯାଉଛି। ପ୍ରଚଣ୍ଡ ଯନ୍ତ୍ରଣାରେ ରୋଗୀ ନାହିଁ ନ ଥିବା କଷ୍ଟ ଭୋଗୁଛନ୍ତି।ଏଭଳି ଦିନେ କି ଦୁଇ ଦିନ ନୁହଁ ପ୍ରାୟ ମାସେ ହେଲା ଉକ୍ତ ଅଞ୍ଚଳରେ ଜଣକ ପରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୮/୯: ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜି ଛକରେ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରୁଛି ପାଚିକା ସଂଘ । ପାଚିକା ସଂଘର ଆନ୍ଦୋଳନ ଯୋଗୁଁ ସ୍କୁଲ ଗୁଡ଼ିକରେ ପ୍ରଭାବିତ ହୋଇଛି ପିଲାଙ୍କ ମଧ୍ୟାହ୍ନ ଭୋଜନ ।ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ବନ୍ଦ ହୋଇଗଲେ ପିଲା ସ୍କୁଲ ଆସିବେ ନା’ ନାହିଁ ସନ୍ଦେହ । ଏଭଳି ସ୍ଥିତିରେ କୌଣସି ବିକଳ୍ପ ନ ପାଇ, ପାଠ ପଢ଼ାଉଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଏବେ ପିଲାଙ୍କ ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୯: ନିଖିଳ ଓଡ଼ିଶା କାରା କର୍ମଚାରୀ ମହାସଂଘ ନିଷ୍ପତ୍ତିକ୍ରମେ ସୋମବାରଠାରୁ ବାଲିଗୁଡା ମଣ୍ଡଳ କାରାଗାରର କର୍ମଚାରୀମାନେ ଆମରଣ ଅନଶନ ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଛି ।ଏହା ପୂର୍ବରୁ ୫ଦଫା ଦାବି ନେଇ ସମସ୍ତ କର୍ମଚାରୀ ଗତ ୧୩ ତାରିଖରୁ କଳାବ୍ୟାଜ୍ ପରିଧାନ କରିଥିଲେ। ଦାବି ପୂରଣ ନ ହେବାରୁ ଆନ୍ଦୋଳନକୁ ତୀବ୍ର କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି।ଏହି ମଣ୍ଡଳ କାରାଗାରରେ କାର୍ଯ୍ୟରେ ବାଧା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୯: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମ୍ମିଳନୀ କକ୍ଷଠାରେ କନ୍ଧମାଳ ଜିଲ୍ଲା ପ୍ରଶାସନ ଦ୍ବାରା ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ଆୟୋଜିତ ହୋଇଥିଲା ।ଜିଲ୍ଲାପାଳ ଆଶିଷ ଈଶ୍ବର ପାଟିଲ ଭତ୍ତା, ଆବସ ଯୋଜନା, ଖାଦ୍ୟ ସୁରକ୍ଷା କାର୍ଡ, ପାନୀୟ ଜଳ ଏବଂ ରାସ୍ତା ଇତ୍ୟାଦିର ସମୁଦାୟ ୪୫ ଗୋଟି ଅଭିଯୋଗର ଶୁଣାଣି କରିଥିଲେ, ସେଥି ମଧ୍ୟରୁ ୩ ଗୋଟି ଅଭିଯୋଗ ଶିବିର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରହୀଙ୍କ ରିପୋର୍ଟବାଲିଗୁଡା,୨୪/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନ ତରଫରୁ ସ୍ୱାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ବାଲିଗୁଡା ବ୍ଲକ ଅଧିନସ୍ଥ ସୀତାପଡି, ଜକିକିଆ, ତଗାକିଆ, ମାଲୁମିଲା ମୁଣ୍ଡପାରହା, ବାଟାଗୁଡା ଓ ଦେଉଳପଙ୍ଗା ଗ୍ରାମରେ “ସ୍ୱାଧୀନତାର ଅମୃତ ମହୋତ୍ସବ” ଅଭିଯାନ ଅନ୍ତର୍ଗତରେ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଜରିଆରେ Continue Reading