Home Posts tagged baliguda (Page 3)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୫ : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ – ୨୦୨୫।ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏହି ଫଟୋ ପ୍ରଦର୍ଶନୀକୁ ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଯାତ୍ରା ପାଇଁ ମଙ୍ଗଳବାର ରାତିରେ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ନିକଟରେ ଶୁଭଖୁଣ୍ଟି ସ୍ଥାପିତ ହୋଇଛି ।ମା’ଙ୍କ ମୁଖ୍ୟମନ୍ଦିରରୁ ଶୁଭଖୁଣ୍ଟିକୁ ପୂଜାର୍ଜନା କରାଯାଇ ଅଣାଯିବା ପରେ ଆଧ୍ୟାତ୍ମିକମୟ ପରିବେଶ ମଧ୍ୟରେ ଓ ବିଶାଳ ପଟୁଆରରେ ଅସ୍ଥାୟୀ ମଣ୍ଡପ ନିକଟରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ ପାଳିତ ହୋଇଯାଇଛି । ସଦର ମହକୁମା ପାଟଖଣ୍ଡା ମନ୍ଦିର ପରିସରରେ ଥିବା, ରାମେଶ୍ୱର ମନ୍ଦିର ନିକଟରେ, ଏବଂ ସବ ଜେଲ ନିକଟରେ ଥିବା ହନୁମାନ ମନ୍ଦିର ଠାରେ ସକାଳୁ ପୂଜକ ରୀତିନୀତି ଅନୁଯାୟୀ ପୂଜାପାଠ, ହୋମଯଜ୍ଞ ୧୦୮ ହନୁମାନ ଚାଳିସା ପାଠ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୪: ଗ୍ରାମାଞ୍ଚଳରେ ଗମନାଗମନ ସୁବିଧା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ରାସ୍ତା ହୋଇଗଲେ ଗାଁ ମାନଙ୍କରେ ସବୁ ସୁବିଧା ପହଁଚିପାରିବ ।କିନ୍ତୁ ସରକାର ରାସ୍ତା ନିମନ୍ତେ ଟଙ୍କା ଖର୍ଚ୍ଚ କରୁଛନ୍ତି କିନ୍ତୁ ଅଧପନ୍ତରିଆ ହୋଇରହୁଛି ରାସ୍ତା । ଯାହାକି ଲୋକେ ରାସ୍ତା ହେବ ଖୁସି ହୋଇଥିବା ବେଳେ ଅଧପନ୍ତରିଆ ହୋଇ ରହିବା କାରଣ ରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଆରକ୍ଷି ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶ କ୍ରମେ ବାଲିଗୁଡା ସହରରେ ମୋଟସାଇକେଲ ଚାଳକଙ୍କ ନିମନ୍ତେ ଏକ ସଚେତନତା ଶୋଭାଯାତ୍ରା ସହ ଛାତ୍ରଛାତ୍ରୀ ମାନେ ଏକ ପଥପ୍ରାନ୍ତ ନାଟକ କରି ସଚେତନତା କରାଇଛନ୍ତିା ।ଏହା ମା\’ ପାଟଖଣ୍ଡା ମନ୍ଦିର ସମ୍ମୁଖରୁ ବାହାରି ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସହ ହାତରେ ପ୍ଲାକାର୍ଡ ଓ ବ୍ୟାନର ଧରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୦/୪ : ଓଡ଼ିଆ ପକ୍ଷ ପାଳନ ଅବସରରେ ଗୁରୁବାର ଦିନ କନ୍ଧମାଳ ଜ଼ିଲ୍ଲା ଖଜୁରୀପଡା ରେ ଜ଼ିଲ୍ଲା ପ୍ରଶାସନ ର ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ପାଇଁ ଦିନଟିଏ ଦିବସ ପାଳିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ କନ୍ଧମାଳ ଜ଼ିଲ୍ଲାର ୧୨ ଗୋଟି ବ୍ଳକର କଳାକାର ମାନେ ଯୋଗଦେଇ ଦେଇଥିଲେ କ୍ଷ ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି ।ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ନିଷ୍ଠା ଏବଂ ଆନ୍ତରିକତାର ସହିତ ସେମାନଙ୍କର କର୍ତ୍ତବ୍ୟ ପାଳନ କରିଥିବା ବାହିନୀ କର୍ମଚାରୀଙ୍କ ଅବଦାନକୁ ପ୍ରଶଂସା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ବାଲିଗୁଡା ଥାନା ଅର୍ନ୍ତଗତ ସିତାପଡି ଠାରେ ଗୋମାଂସ କଟାଯାଉଥିବା ଖବର ବାଲିଗୁଡା ବଜରଙ୍ଗଦଳ ପାଇବା ପରେ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ପହଞ୍ଚି ସେଠିକାର ପରିସ୍ଥିତି ଅନୁଧ୍ୟାନ କରିବା ସହ ଗୋମାଂସ କଟାଯାଉଥିବା ଦେଖିବା ପରେ ସଙ୍ଗେସଙ୍ଗେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୪ : ଓଡିଶାର ସର୍ବବୃହତ ଉପଖଣ୍ଡ ରୂପେ ପରିଚିତ ବାଲିଗୁଡା ଉପଖଣ୍ଡ ଗତ ୨ ଦଶନ୍ଧି ଧରି ଉଭୟ ରାଜନୈତିକ ଓ ଉନ୍ନୟନ କ୍ଷେତ୍ରରେ ଚର୍ଚ୍ଚାର ପ୍ରମୁଖ କେନ୍ଦ୍ରବିନ୍ଦୁ ପାଲଟିଛି।ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ଭୌଗୋଳିକ କଳେବର ଅନୁଯାୟୀ ବ୍ୟବସାୟିକ ପ୍ରତିଷ୍ଠାନ ସଂଖ୍ୟା ବି ଆଶାତୀତ ଭାବେ ବୃଦ୍ଧି ପାଇଛି ।ଏନଏସି ସହ ବିଭିନ୍ନ ଗ୍ରାମାଞ୍ଚଳରୁ ଦୈନନ୍ଦିନ ଶହ ଶହ ଲୋକଙ୍କ ସହରକୁ ଆତଯାତ ଲାଗି ରହିଛି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ତମ ବାର୍ଷିକ ତେର ଦ ଣ୍ଡ ମିଳନ ସମାରୋହ ଏପ୍ରିଲ ୬ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ।ଏଥିରେ ରୁତୁଙ୍ଗିଆ, ବଲସକୁମ୍ପା, ମେଲସିକିଆ, ରେବିଙ୍ଗିଆ, ରାଇକିଆ, ବାଲିଗୁଡା, ପୋଖରୀବନ୍ଧ, ଲେତିଙ୍ଗିଆ, ଡ଼ାକା,ବାଟାଗୁଡ଼ା, ସିଟୁପଡ଼ି, କତେରୀଭଟ୍ଟା, ଓ ଗ୍ରୀନବାଡ଼ି ଗ୍ରାମର ଦଣ୍ଡଥଳ ଯୋଗ ଦେବା ପାଇଁ ସମ୍ମତି Continue Reading