Home Posts tagged baliguda (Page 30)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ଟାଉନର ଗୁଳିମରାପଦା ସାହି, ପଣଷପଡି ,ଖଜୁରିନାଳ, ବଡ଼ଗାଁ ,କାମପଡା , ବାରଖମା, ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଏବଂ ପଣଷପଡି ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ସ୍ୱାଧୀନତାର ଅମୃତ ମହୋତ୍ସବ” ଅଭିଯାନ ଅନ୍ତର୍ଗତରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଅନ୍ତର୍ଗତ ଝିରିପାଣିଠାରୁ ରାୟଗଡା ଜିଲାର ଅମ୍ବାଦଳାକୁ ସଂଯୋଗ କରୁଥିବା ରାସ୍ତାର ବରଗୁଡ଼ା ଛକଠାରେ ଶୁକ୍ରବାର କିଛି ହାତଲେଖା ମାଓବାଦୀ ପୋଷ୍ଟର ପଡିଥିବା ଦେଖାଯାଇଛି। ସେଥିରେ ସେପ୍ଟେମ୍ବର ୨୧ରୁ ୨୭ ତାରିଖ ପର୍ଯ୍ୟନ୍ତ ଗଣତାନ୍ତ୍ରିକ ବିପ୍ଳବ ସପ୍ତାହକୁ ପାଳନ କରିବା ପାଇଁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି।ସେହିପରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାପାଟଖଣ୍ଡା ଠିକାଦାର ସଂଘର ୧୯ ତମ ବୈଠକ ସଂଘ ସମ୍ପାଦକ ରଞ୍ଜିତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବାଲିଗୁଡ଼ା ବ୍ଲକ ବୁଡୁରୁକିଆ ପଞ୍ଚାୟତ ମୁସୁକୁଲି ର ଦମଦେଇ ନାଳ ନିକଟରେ ଅନୁଷ୍ଠିତ ହୋଇଯାଇଛି ।ଏଣିକି ଜିଲ୍ଲା ବାହାରର ଠିକାଦାର ମାନେ କୌଣସି ଟେଣ୍ଡର ପକାନ୍ତି ତାହାହେଲେ ସଂଘର ନିଷ୍ପତ୍ତି ଅନୁଯାୟୀ ସେହି ଠିକାଦାର ଟେଣ୍ଡରରେ ଭାଗ ନେଇପାରିବ ନାହିଁ ବୋଲି ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୯:କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି । ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡା,୧୩/୯: ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଭରା ନଇରେ ରୋଗୀଙ୍କୁ ଟ୍ୟୁବରେ ବସେଇ ଖଡ଼ଗ ନଦୀରେ ପାର କରି ଆଣିଲେ ରୋଗୀଙ୍କ ପରିବାର ଲୋକେ ।ବାଲିଗୁଡା ଠାରୁ ସାଇନପଡାକୁ ଦେଇ ଖଡ଼ଗ ନଦୀରେ ଏକ ସେତୁ ହେବାକୁ ଥିବା ବେଳେ ଏ ପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହେଇ ନ ଥିବାରୁ ଅଞ୍ଚଳବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।କୁବେର ମୁଣ୍ଡା ଗ୍ରାମରେ ୧୫ ପରିବାର ରୁହନ୍ତି।କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୯:କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ୧୧ ଓ ୧୨ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି ।ଏହି ପ୍ରତିଯୋଗିତାରେ ୧୪ ରୁ ୧୭ ବର୍ଷ ବର୍ଗ ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ନିଜ ନିଜର ଖେଳ ପ୍ରଦର୍ଶନ କରିଥିଲେ।ଏଥିରେ ପ୍ରଥମ ଦିବସ ରେ ମୁଖ୍ୟ ଅତିଥି ଭାବେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୯: ଚଳିତ ମାସ ୧୯ ତାରିଖ ଦିନ ଗଣେଷ ପୂଜା ହେଉଥିବାରୁ ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସମସ୍ତଙ୍କ ଠାରୁ ନିରପେକ୍ଷ ଭାବେ ବେଶ ପରିଚିତ”ଫ୍ରେଣ୍ଡସ ଗ୍ରୁପ” ତରଫରୁ ମା ‘ପାଟଖଣ୍ଡାଙ୍କ ମନ୍ଦିର ନିକଟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରୁପ ତରଫରୁ ଏକ ନିଆରା ଢଙ୍ଗରେ ଷଷ୍ଠ ବାର୍ଷିକ ଗଣେଷ ପୂଜା ଉତ୍ସବ ମହାସମାରୋହରେ ପାଳନ କରିବା ପାଇଁ ଯଥା ରୀତିନୀତି ଅନୁସାରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ମହିଳା ହକି ଟିମ ରାଜ୍ୟସ୍ତରକୁ ମନୋନୀତ ହୋଇଥିବା ଜଣାପଡିଛି ।ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନର କ୍ରୀଡା ଶିକ୍ଷକ ହେମନ୍ତ କୁମାର ପାତ୍ର ଓ ମହିଳା କ୍ରୀଡା ପ୍ରଶିକ୍ଷକ ସନ୍ଧ୍ୟାରାଣୀ ଶବର ଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ହକି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୯: ପୋଲରୁ ନଦୀ ଗର୍ଭରେ ପଡ଼ି ବ୍ୟକ୍ତି ନିଖୋଜ । ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ ।ନିଖୋଜ ବ୍ୟକ୍ତି କର୍ଣ୍ଣିବେଡ଼ା ଗ୍ରାମର ଚୈତନ୍ୟ ନାୟକ (ହଜୁ)ବୟସ ୪୮ ହୋଇଥିବା ସୂଚନା । ଘଟଣା ପ୍ରକାରେ ଚୈତନ୍ୟ ଜନ୍ମାଷ୍ଟମୀ ଅବସରରେ ନିଜ ଶ୍ବଶୁର ଘର ମୁଠାବାଲି ଗ୍ରାମକୁ ବୁଲିବାକୁ ଆସିଥିଲେ ।ଗୁରୁବାର ଦିନ ସକାଳେ ନିଜ ଗ୍ରାମକୁ ଫେରିବା ସମୟରେ ନିଶାସକ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲ ପରିସରରେ ଭାରତର ଦ୍ୱିତୀୟ ରାଷ୍ଟ୍ରପତି, ରାଷ୍ଟ୍ରନୀତିଜ୍ଞ ତଥା ଶିକ୍ଷାବିତ ସର୍ବପଲ୍ଲୀ ଡ଼.ରାଧା କ୍ରିଷ୍ଣାନଙ୍କ ୧୩୫ ତମ ଜୟନ୍ତୀ ଅବସରରେ ଗୁରୁଦିବସ ମହା ସମାରୋହରେ ପାଳିତ ହୋଇଯାଇଛି ।ଉକ୍ତ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ରାଧା କ୍ରିଷ୍ଣାନଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ପ୍ରଜ୍ବଳନ Continue Reading