ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୮: ସମଗ୍ର କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ଏବଂ ଚୋରା ଚାଲାଣ ବୃଦ୍ଧି ପାଇବାରେ ଲାଗିଛି । ପ୍ରାୟତଃ ପ୍ରତିଦିନ ଗଞ୍ଜେଇ ଜବତ ହୋଇ ଗଞ୍ଜେଇ ମାଫିଆ ମାନଙ୍କୁ କୋର୍ଟ ଚାଲାଣ କରାଯାଉଥିବା ବେଳେ ମଧ୍ୟ ବୁଧବାର ବାଲିଗୁଡା ଅବକାରୀ ବିଭାଗ କର୍ମଚାରୀ କୌଣସି ଏକ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ପାଟ୍ରୋଲିଂ କରୁଥିବା ସମୟରେ ବୋଲେରୋ ନଂ.ଓଡି-୧୨- ୨୪୬୭ ଯୋଗେ ବାଟାଗୁଡ଼ା ଆଡୁ ଦୃତ ଗତିରେ ଆସୁଥିବା ଥିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୬/୮: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ୟକ୍ତ ଲୋକ ଥାନା ପୋଡି ଦେଇଛନ୍ତି।ଶନିବାର ଫିରିଙ୍ଗିଆ-ବାଲିଗୁଡା ମୁଖ୍ୟ ରାସ୍ତାକୁ ଉତ୍ୟକ୍ତ ଲୋକ ଅବରୋଧ କରିଛନ୍ତି।ସେମାନଙ୍କୁ ବୁଝାଇବାକୁ ଯାଇଥିବା ସଦର ଏସ୍ଡିପିଓ ସୁପ୍ରଶନ୍ନ ମଲ୍ଳିକ, ତହସିଲଦାର ଏମ୍ ଅନୁରାଧାଙ୍କୁ ଲୋକେ ଲୋକେ ଗୋଡାଇ ଗୋଡାଇ ପିଟିଛନ୍ତି।ଏହାପରେ ଥାନା ଭିତରେ ପଶି ପୋଡା ଜଳା କରିବା ସହ ଜବତ ଗାଡିକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୮: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ରେ ଗତ ଏକ ସପ୍ତାହ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ଜୀବନ ଯାତ୍ରା ବ୍ୟାହତ ହେବା ସହ ଛୋଟ ବଡ଼ ଧରଣର କ୍ଷୟକ୍ଷତି ହେଉଛି ।ଏପରି ସ୍ଥଳେ ମଙ୍ଗଳବାର ଅପରାହ୍ନ ରେ ୫୯ନଂ. ଜାତୀୟ ରାଜପଥର ମହାସିଙ୍ଗି ରାସ୍ତା ପାର୍ଶ୍ୱରେ ଥିବା ଏକ ବଡ଼ ବରଗଛ ଉପୁଡି ପଡିବା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହେବା ସହ ବିଦ୍ୟୁତ ସେବା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୯/୭: ବାଲେଶ୍ୱର ଓଏସ୍ଏସ୍ସି ସିଭିଲ ମେନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ବାଲେଶ୍ୱର ପୋଲିସ ଗୁରୁବାର ପୁଣି ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଙ୍କ ମଧ୍ୟରେ ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତର ସିର୍ସିପାଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟ ର କନିଷ୍ଠ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ (୩୩) ଅଛନ୍ତି।ଏଥିରେ ମୁଖ୍ୟ ଅଭିଯୁକ୍ତ ବି ସାମିଲ ରହିଛି। ଏଥି ସହିତ ଏହି ମାମଲାରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅଧୀନସ୍ତ ଲଣ୍ଡାଗାଁ ନିକଟରେ ରହିଛି ଖଡ଼ଗ ନଦୀ ସେତୁ କ୍ଷ ଏହି ସେତୁ ବର୍ତ୍ତମାନ ଅତି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି କ୍ଷ ବେଳ ଥାଉ ଥାଉ ସତର୍କ ନ ହେଲେ କେତେବେଳେ ଯେ ଏହା ଭୁଷୁଡ଼ି ପଡିବ କେହି କହି ପାରିବେ ନାହିଁ ।ଏହି ସେତୁ ବାଲିଗୁଡା ଠାରୁ ଯାଇଥିବା ୪୧ ନମ୍ବର ରାଜ୍ୟ ରାଜପଥ ଉପରେ ନିର୍ମିତ ।କନ୍ଧମାଳ-ବୌଦ୍ଧ ଜିଲ୍ଲାର ସୀମାନ୍ତ ସିନ୍ଧୁଗୋରା ଓ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୭: କନ୍ଧମାଳ ଜିଲ୍ଲା କୁ ସ୍ଵତନ୍ତ୍ର ପର୍ଯ୍ୟଟନ ଜିଲ୍ଲା ମାନ୍ୟତା ଦେବା ନେଇ ଦୀର୍ଘ ବର୍ଷ ହେଲା ଦାବୀ ହୋଇ ଆସୁଛି। ଗତ ଜୁନ ୧୬ ଓ ୧୭ ଦୁଇ ଦିନ କନ୍ଧମାଳ ଗସ୍ତ ରେ ଆସିଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଙ୍କୁ ଜିଲ୍ଲାର ପର୍ଯ୍ୟଟନ ସ୍ଥଳୀର ବିକାଶ ସହ ପୁରାତନ ମନ୍ଦିର ଗୁଡିକୁ ପର୍ଯ୍ୟଟନ ସହ ଯୋଡିବା ପାଇଁ ଅନୁରୋଧ କରିଥିଲେ।ସେହି ଦାବିକୁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ଗୁରୁତର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ୟ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ଦିନ ବ୍ରାହ୍ମଣପାଦ ମହିଳା ପଞ୍ଚାୟତ ପରିଦର୍ଶନରେ ଯାଇଥିବା ବିଡ଼ିଓ ହୃଦୟ ରଞ୍ଜନ ସାହୁଙ୍କ ଗାଡ଼ିକୁ କିଛି ମହିଳା ଅଟକାଇ ଥିଲେ।ଏହି ଘଟଣାରେ ବିଡ଼ିଓ ଶ୍ରୀ ସାହୁ ତୁରନ୍ତ ଗ୍ରାମ୍ୟ ଉନ୍ନୟନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୮/୭: ସମଗ୍ର ରାଜ୍ୟରେ ୫ ବର୍ଷ ରୁ ୧୪ବର୍ଷ ପିଲାମାନଙ୍କୁ ନିଶ୍ଚିତ ଶିକ୍ଷା ଦେବା ପାଇଁ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରା ଯାଉଛି। ପିଲାଙ୍କୁ ସ୍କୁଲ କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଗ୍ରାମରେ ସ୍କୁଲ ଖୋଲାଯିବା ସହ ନୂତନ କୋଠା, ପୋଷାକ, ମଧ୍ୟାହ୍ନ ଭୋଜନ ଭଳି ବିଭିନ୍ନ ଯୋଜନା କରି ଆକୃଷ୍ଟ କରାଯାଉଛି। ବର୍ତ୍ତମାନ ରାଜ୍ୟ ସରକାର ୫-ଟି ମାଧ୍ୟମରେ ସ୍କୁଲ କୁ ଆଧୁନୀକରଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା କେହି ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ କରିଛନ୍ତି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ରୁତୁଙ୍ଗିଆ ଅଞ୍ଚଳର ବିରସେନ ଦିଗାଲ ଏବ ତାଙ୍କ ସ୍ତ୍ରୀ ଶାନ୍ତି ଦିଗାଲ ।ସେମାନଙ୍କ ଅଭିଯୋଗ ଅନୁସାରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୪୦ ହଜାର ଟଙ୍କା ସରକାରଙ୍କ ଠାରୁ ଶାନ୍ତି ଙ୍କ ଆକାଉଣ୍ଟ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ରହୁ ନ ଥିବାରୁ ରୋଗୀ ମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ ଜଣେ ନୂତନ ଡାକ୍ତର ହସ୍ପିଟାଲରେ ନିଯୁକ୍ତି ପାଇଥିଲେ। ସେ କିଛିଦିନ କାର୍ଯ୍ୟକରି ଆଉ ଆସୁ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବ୍ଲକର Continue Reading