ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା ,୧/୯: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ୨ ତାରିଖ ଦିନ ୧୧ଟା ସମୟ ରେ ସ୍ଥାନୀୟ ସଭାଗୃହ ଠାରେ ଏକ ବିରାଟ ଜନ ଜାଗରଣ ସଭା ସହ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହେବ।କେନ୍ଦ୍ର ରେ ବିଜେପି ନେତୃତ୍ଵାଧୀନ ସରକାର ଓ ରାଜ୍ୟ ରେ ବିଜେଡି ସରକାରଙ୍କ ଭ୍ରଷ୍ଟାଚାର ଓ ଏକଛତ୍ର ବାଦ ବିରୋଧ ରେ ଏକତ୍ରିତ ହେବା ଜନ ଜାଗରଣ କରିବା କଂଗ୍ରେସ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜ୍ଞାପିତ ଅଂଚଳ ପରିଷଦ ତରଫରୁ ସ୍ୱାୟତ୍ତ ଶାସନ ଦିବସ ମହା ଆଡମ୍ବର ସହକାରେ ପାଳିତ ହୋଇ ଯାଇଛି ।ଉତ୍ସବରେ କନ୍ଧମାଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ସ୍ଥାନୀୟ ବିଧାୟକ ଚକ୍ରମଣି କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବାଲିଗୁଡା ଉପ ଜିଲ୍ଲାପାଳ ତଥା ବିଜ୍ଞାପିତ ଅଂଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମତୀ ମଧୁମିତା, ସାଂସଦ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୯/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ସ୍କୁଲ୍ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟୀତ୍ବ ହୀନତା ଯୋଗୁଁ ଏଭଳି ଘଟଣା ଘଟିଲା ।ଏଣୁ ମୃତ ଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀ, ହଷ୍ଟେଲ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର କୁଡୁତୁଲି ଛକ ଠାରେ ଥିବା ଏକ ଗ୍ରାହକ ସେବା କେନ୍ଦ୍ରରୁ ଗତ ରାତିରେ ଲକ୍ଷାଧିକ ନଗଦ ଟଙ୍କା ସହିତ ମୋବାଇଲ ଚୋରି ହୋଇ ଥିବା ଜଣାପଡିଛି।କୁଡୁତୁଲି ଜମାପଦରର ପର୍ଶୁରାମ ମଲ୍ଲିକ ଉକ୍ତ ଛକରେ ପବିତ୍ର ଇଣ୍ଟରନେଟ ନାମରେ ଏକ ଦୋକାନ ଖୋଲି ବ୍ୟବସାୟ କରୁଛନ୍ତି । ସବୁ ଦିନ ପରି ଗତ ରାତ୍ରରେ ମଧ୍ୟ ଚାବି ପକାଇ ଯାଇଥିଲେ ।କିନ୍ତୁ ସକାଳୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ ଥିବା ୧୨୭ ବାଟାଲିୟନ ସିଆରପିଏଫ କ୍ୟାମ୍ପ ରେ ଜଣେ ଯବାନ ଶୁକ୍ରବାର ରାତ୍ର ରେ ଲେଟିନ ମଧ୍ୟ ରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣା ପଡିଛି ।ଯବାନ ଜଣକ କେରଳ ରାଜ୍ୟ, କାଟକକାଡା ଥାନା ଅଞ୍ଚଳର ରମେଶ ସିଏଲ ବୋଲି ଜଣାପଡିଛି । ଏ ନେଇ କ୍ୟାମ୍ପ ପକ୍ଷରୁ ବାଲିଗୁଡା ଥାନା ରେ ଏତଲା ଦାୟର କରିଛନ୍ତି ।ଏତଲା କୁ ଭିର୍ତ୍ତି କରି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟContinue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୮: ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫିଲ୍ମି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲ ବିଶୋଇ। ସେ ଓଡ଼ିଆ ଫିଲ୍ମ ‘ଦମନ’ ସମେତ ବହୁ ଭାଷାରେ ମଧ୍ୟ ଫିଲ୍ମି ରେକର୍ଡିଷ୍ଟ ଭାବେ କାର୍ଯ୍ୟକରି ଖ୍ୟାତି ଅର୍ଜନ କରିଛନ୍ତି।ସ୍ବର୍ଗତ ଶ୍ରୀବତ୍ସ ମାଲବିଶୋଇଙ୍କ ତୃତୀୟ ପୁତ୍ର ବରୁଣ ୧୯୯୬ ରେ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ବେଳେ ତାଙ୍କ ପିତାଙ୍କର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮: ରାଜ୍ୟ ଡ୍ରାଇଭର ମହାସଂଘର ଆହ୍ୱାନ କ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ କନ୍ଧମାଳ ଜିଲ୍ଲା ଡ୍ରାଇଭର ସଙ୍ଘର ବନ୍ଧୁମିଳନ ସହ ଏକ ଶୋଭାଯାତ୍ରା ଓ ନୂତନ କର୍ମକର୍ତ୍ତା ନିର୍ବାଚିତ ହୋଇଯାଇଛି । ପ୍ରଥମେ କୋଟଗଡ ଶ୍ରୀଜଗନ୍ନାଥ ମନ୍ଦିରରୁ ଜିଲ୍ଲାର ବାର ଗୋଟି ବ୍ଲକ ରେ ଥିବା ସଂଘ ର କର୍ମକର୍ତ୍ତା ଙ୍କ ଉପସ୍ଥିତ ରେ ଏକ ବିରାଟ ଶୋଭାଯାତ୍ରା ବାହାରି ସମଗ୍ର କୋଟଗଡ଼ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮ : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧିନତା ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ମହାସମାରୋହରେ ପାଳନ ହୋଇଯାଇଛି ।ଏହି ଅବସରରେ ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମ ଧୂନ ପରିବେଷଣ, ସକାଳ ୭ ଟା ରେ ଉପଖଣ୍ଡ ର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୪/୮: କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ସେବାଶ୍ରମ ପ୍ରଧାନ ଶିକ୍ଷକ ବିଦ୍ୟାଳୟ ଚାଉଳ ବିକ୍ରି ଓ ମହିଳା ଅଶ୍ଳୀଳ ବ୍ୟବହାର କରୁଥିବା ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରି ନିରାଶ ହେବା ପରେ ଶୁକ୍ରବାର ରାତିରେ ଆଇନ କୁ ହାତକୁ ନେଇ ପ୍ରଧାନ ଶିକ୍ଷକ ଙ୍କୁ ଗୋଡାଇ ଗୋଡାଇ ପିଟିବା ଘଟଣା ରେ ରବିବାର ୪ଜଣ ଗିରଫ ହୋଇଥିବା ବେଳେ ୩୦ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି।ଏ ନେଇ ବାଲିଗୁଡ଼ା Continue Reading




