Home Posts tagged baliguda (Page 32)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୭: କନ୍ଧମାଳ ଜିଲ୍ଲା କୁ ସ୍ଵତନ୍ତ୍ର ପର୍ଯ୍ୟଟନ ଜିଲ୍ଲା ମାନ୍ୟତା ଦେବା ନେଇ ଦୀର୍ଘ ବର୍ଷ ହେଲା ଦାବୀ ହୋଇ ଆସୁଛି। ଗତ ଜୁନ ୧୬ ଓ ୧୭ ଦୁଇ ଦିନ କନ୍ଧମାଳ ଗସ୍ତ ରେ ଆସିଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଙ୍କୁ ଜିଲ୍ଲାର ପର୍ଯ୍ୟଟନ ସ୍ଥଳୀର ବିକାଶ ସହ ପୁରାତନ ମନ୍ଦିର ଗୁଡିକୁ ପର୍ଯ୍ୟଟନ ସହ ଯୋଡିବା ପାଇଁ ଅନୁରୋଧ କରିଥିଲେ।ସେହି ଦାବିକୁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ଗୁରୁତର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର‌୍ୟ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ଦିନ ବ୍ରାହ୍ମଣପାଦ ମହିଳା ପଞ୍ଚାୟତ ପରିଦର୍ଶନରେ ଯାଇଥିବା ବିଡ଼ିଓ ହୃଦୟ ରଞ୍ଜନ ସାହୁଙ୍କ ଗାଡ଼ିକୁ କିଛି ମହିଳା ଅଟକାଇ ଥିଲେ।ଏହି ଘଟଣାରେ ବିଡ଼ିଓ ଶ୍ରୀ ସାହୁ ତୁରନ୍ତ ଗ୍ରାମ୍ୟ ଉନ୍ନୟନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୮/୭: ସମଗ୍ର ରାଜ୍ୟରେ ୫ ବର୍ଷ ରୁ ୧୪ବର୍ଷ ପିଲାମାନଙ୍କୁ ନିଶ୍ଚିତ ଶିକ୍ଷା ଦେବା ପାଇଁ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରା ଯାଉଛି। ପିଲାଙ୍କୁ ସ୍କୁଲ କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଗ୍ରାମରେ ସ୍କୁଲ ଖୋଲାଯିବା ସହ ନୂତନ କୋଠା, ପୋଷାକ, ମଧ୍ୟାହ୍ନ ଭୋଜନ ଭଳି ବିଭିନ୍ନ ଯୋଜନା କରି ଆକୃଷ୍ଟ କରାଯାଉଛି। ବର୍ତ୍ତମାନ ରାଜ୍ୟ ସରକାର ୫-ଟି ମାଧ୍ୟମରେ ସ୍କୁଲ କୁ ଆଧୁନୀକରଣ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା କେହି ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ କରିଛନ୍ତି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ରୁତୁଙ୍ଗିଆ ଅଞ୍ଚଳର ବିରସେନ ଦିଗାଲ ଏବ ତାଙ୍କ ସ୍ତ୍ରୀ ଶାନ୍ତି ଦିଗାଲ ।ସେମାନଙ୍କ ଅଭିଯୋଗ ଅନୁସାରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୪୦ ହଜାର ଟଙ୍କା ସରକାରଙ୍କ ଠାରୁ ଶାନ୍ତି ଙ୍କ ଆକାଉଣ୍ଟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ରହୁ ନ ଥିବାରୁ ରୋଗୀ ମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ ଜଣେ ନୂତନ ଡାକ୍ତର ହସ୍ପିଟାଲରେ ନିଯୁକ୍ତି ପାଇଥିଲେ। ସେ କିଛିଦିନ କାର୍ଯ୍ୟକରି ଆଉ ଆସୁ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବ୍ଲକର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୭: ବର୍ଷା ଦିନ ଆରମ୍ଭ ହୋଇଗଲାଣି, କିନ୍ତୁ ପନିପରିବା ଦର ହୁ ହୁ ହୋଇ ବଢିବା ରେ ଲାଗିଛି । ପରିବା ଦର ଆକାଶଛୁଆଁ ରହିଥିବା ହେତୁ ବଜାରକୁ ଯିବା ପାଇଁ ଲୋକମାନେ ଭୟ କରୁଛନ୍ତି। ସତେ ଯେମିତି ପରିବା ବଜାରରେ ନିଆଁ ଲାଗିଛି । ବାଲିଗୁଡା ଟାଉନ ସମେତ ଆଖପାଖ ବଜାରରେ ଆଳୁ ପିଆଜକୁ ଛାଡ଼ିଦେଲେ ସବୁଜ ପରିବା କିଲୋ ୫୦ଟଙ୍କା ଉପରେ ରହିଛି । ଟମାଟୋ କେଜି ପ୍ରତି ୧୨୦ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୭: ଜଙ୍ଗଲରେ କଲରାପତରିଆ ବାଘ ଶିକାର କରି ବାଘ ଛାଲ, ନଖ ବାହାର କରି ମାଂସ ଭାଗ ବାଣ୍ଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ରାଇକିଆ ବନାଞ୍ଚଳର ବାରବା ସେକ୍ସନର ବାଦଗଡ଼ ଜଙ୍ଗଲରେ ।ବାଘ ଛାଲ,ନଖ ଓ କିଛି ମାଂସ ଜବତ କରିବା ସହ ଘଟଣାରେ ସମ୍ପୃକ୍ତି ୧୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନବିଭାଗ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଜକିକିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ ।ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ମୃତକ କ.ନୂଆଗାଁ ଥାନା ରାଜଘରା ଗ୍ରାମର ସୁବେରସିଂ ପ୍ରଧାନଙ୍କ ପୁଅ ଆଡଭାନସିଂ ପ୍ରଧାନ ହୋଇଥିବା ଜଣାପଡ଼ିଛି ।ସୂଚନା ପ୍ରକାରେ ରବିବାର ସକାଳେ ରାଜଘରା ଗ୍ରାମର ଦୁଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୭: ପରିବାର ପ୍ରତିପୋଷଣ ପାଇଁ ମୁମ୍ବାଇ ଗସ୍ତ, କିଛି ଦିନ ପରେ ପଙ୍ଗୁ ହୋଇ ଯୁବକ ଫେରିଲେ ଘରକୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ଦୁଇ ନମ୍ବର ୱାର୍ଡର ଡହଲପଡ଼ି ସାହିର ଅଙ୍ଗଦ ମଳିକ(୨୨) ନାମକ ଜଣେ ଯୁବକ ଭଗାମୁଣ୍ଡା ସାହିର ତାଙ୍କ ସାଙ୍ଗ ରବି ସାହାଣି ସହ କାମଧନ୍ଦା କରିବା ପାଇଁ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାଟାଗୁଡ଼ା ପଞ୍ଚାୟତ ପୁଷାଙ୍ଗିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବସର ଓ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷୟିତ୍ରୀ ରେବତୀ କୁମାରୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବିଦ୍ୟାଳୟରେ ଥିବା ପ୍ରଧାନ ଶିକ୍ଷୟିତ୍ରୀ ରାଧିକା ପ୍ରଧାନ ଅବସର ଗ୍ରହଣ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ କୁନ୍ତଳା କହଁର ବଦଳି Continue Reading