Home Posts tagged baliguda (Page 34)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୬: ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ ।ଏହା ପରେ ବାଲିଗୁଡ଼ା ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ୫-ଟି ରେ ଅନ୍ତର୍ଭୁକ୍ତ କରିବା ସହିତ ଚିକିତ୍ସାଳୟରେ ଥିବା ମା’ ଶିଶୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡ଼ା,୧୩/୬: ନବ ବିବାହିତାଙ୍କ ଯୌତୁକକୁ ବିରୋଧ ଘଟଣା ଏବେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି । ଯୌତୁକରେ ବର ମୋଟର ସାଇକେଲ ମାଗିବାରୁ ସମସ୍ତଙ୍କ ସାମ୍ନାରେ ମଙ୍ଗଳ ସୂତ୍ର ଓ ଶଙ୍ଖା,ଚୁଡି ଖୋଲି ଦେଇ ବାପା ଘରକୁ ଫେରି ଯାଇଛନ୍ତି ଜଣେ ନବ ବିବାହିତା କନ୍ୟା ।ଏହି ଘଟଣାକୁ ନେଇ ଏବେ ଅଞ୍ଚଳରେ ଚର୍ଚ୍ଚା ଜୋର୍ ଧରିଛି । ଘଟଣା ପ୍ରକାରେ ତୁମୁଡିବନ୍ଧ ଥାନା ସାରୁପାଟା ଦୁର୍ଗମ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୬: ତାପମାତ୍ରା ଦିନକୁ ଦିନ ବଢିବାରେ ଲାଗିଛି । ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳର ତାପମାତ୍ର ୪୧ ଡିଗ୍ରୀରୁ ଅଧିକ ରହୁଥିବା ଜଣାପଡିଛି । ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି ।ସକାଳ ୭ ଟା ରୁ ସନ୍ଧ୍ୟା ୬ ଘଣ୍ଟ ପର୍ଯ୍ୟନ୍ତ ପ୍ରବଳ ଖରା ଓ ଗରମ ହେଉଥିବା ବେଳେ ଦିନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରାସ୍ତ।ଘାଟ ଜନଶୂନ୍ୟ ହୋଇଯାଉଛି। ଖରା ଡରରେ ଲୋକେ ସେତିକି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ପୂର୍ବ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ରଥଯାତ୍ରା ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଏମ.ଏସ. ମଧୁମିତା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଚକ୍ରମଣି କହଁର, ସମ୍ମାନିତ ଅତିଥି ଭାବେ ଆଇଟିଡିଏର ପ୍ରକଳ୍ପ ଅଧିକାରୀ ମଧୁ ସୂଦନ ବେହେରାଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକର ଆଦିବାସୀ ଅଧୁଷିତ ଦୁର୍ଗମ ଅଞ୍ଚଳରେ ଅବସ୍ଥିତ ଗଟାଙ୍ଗି ସରକାରୀ ଆଶ୍ରମ ବିଦ୍ୟାଳୟକୁ ମିଳିଛି ପ୍ରକୃତି ମିତ୍ର ପୁରସ୍କାର । ଏହି ବିଦ୍ୟାଳୟ ରେ କାର୍ଯ୍ୟରତ ପ୍ରକୃତି ପ୍ରେମୀ ସହକାରୀ ଶିକ୍ଷକ ତୀର୍ଥବାସୀ ଘଡ଼ାଇ, ଯାହାଙ୍କର ନେତୃତ୍ୱ ରେ ବିଦ୍ୟାଳୟ ରେ ଫୁଲ ବଗିଚା, ଔଷଧ ବଗିଚା, କିଚେନ ଗାର୍ଡେନ, ନିକଟସ୍ଥ ଗ୍ରାମରେ ଚାରା ବଣ୍ଟନ, ନୂତନ ଜଙ୍ଗଲ ସୃଷ୍ଟି, ଲୋକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୬: ଆଜି ବିଶ୍ୱ ପରିବେଶ ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାଠାରେ ଅବସ୍ଥାପିତ ସିଆରପିଏଫ୍ ୧୨୭ ବାଟାଲିୟନ୍ ପକ୍ଷରୁ ଏକ ସଚେତନତା ସାଇକେଲ ଓ ମୋଟରସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।ଦ୍ବିତୀୟ କମାଣ୍ଡାଣ୍ଟ୍ ଅଧିକାରୀ ସୁବ୍ରତ ନାୟକ,ଉପ କମାଣ୍ଡାଣ୍ଟ୍ ଅଜିତ ସି ବାବୁ ଓ ବିପିନ କୁମାରଙ୍କ ଅଧ୍ୟକ୍ଷତାରେ ଏହି ଅନୁଷ୍ଠିତ ହୋଇଥିବା ବେଳେ ବାଲିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୬:ଲୌହଦାନବର ରକ୍ତଭୋଜିରେ ଦେଶ ସମେତ ସାରା ବିଶ୍ୱ ସ୍ତବ୍ଧ । ବାଲେଶ୍ୱର ବାହାନଗାରେ ଶୁକ୍ରବାର ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍ ସତରେ ଖୁବ୍ ହୃଦୟ ବିଦାରକ । ରାତିର ଛାତି ଚିରି ଦୁର୍ଘଟଣା ସ୍ଥଳରେ ବହିଲା ରକ୍ତର ନଦୀ . .କାହାର ଆର୍ତ୍ତଚିତ୍କାର ତ ପୁଣି କାହାର କାନ୍ଦ ବୋବାଳି … ଚାରିଆଡ଼େ ଶୁଭୁଥିଲା କରୁଣ ସ୍ୱର. . . ହେଲେ ସାହାଯ୍ୟର ହାତ ବଢ଼ିବା ଆଗରୁ ଛଟପଟ୍ ହୋଇ ଅନେକ ଲୋକଙ୍କ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୬: ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜେପି- ବିଜେଡ଼ି ମଧ୍ୟରେ ସେତିକି ଶୀତଳ ଯୁଦ୍ଧ ଆରମ୍ଭ ହେଉଛି। ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ଅଧ୍ୟକ୍ଷତା ରେ କ. ନୂଆଗାଁ ବ୍ଲକ ବାଲିଗାଡ଼ା ପଞ୍ଚାୟତରେ ଅନୁଷ୍ଠିତ ବିଜେଡି ର ମିଶ୍ରଣ ପର୍ବ ରେ ବାଲିଗାଡ଼ାର ବିଜେପି ସମର୍ଥିତ ସରପଞ୍ଚ କନକ ଲତା ପ୍ରଧାନ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେଡ଼ି ରେ ମିଶିଲେ ବୋଲି ବିଜେଡ଼ି କହିବାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର +୨ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ସାଫଲ୍ୟ ଜଣାପଡିଛି। +୨ଵାଣିଜ୍ୟରେ ୧୦୯ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୧୪ ଜଣ ପ୍ରଥମ ଶ୍ରେଣୀ ୨୫ ଜଣ ଦ୍ଵିତୀୟ ଓ ୪୧ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୬୦୦ ନମ୍ବର ରୁ ୪୯୧ ନମ୍ଵର ହାସଲ କରି ଜିନତି ବଡଶେଠ୍ ଅନୁଷ୍ଠାନର ଗୌରବ ବୃଦ୍ଧି କରିଛନ୍ତି।ମୃତ୍ୟୁଞୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୫: କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଗ୍ରସ୍ତ କରି ସରକାରଙ୍କ ଦ୍ବାରା ନିର୍ମାଣ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ସହ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ନୂତନ ଭାବେ ବୈଷିକ ଶିକ୍ଷା ପାଇଁ ଖୋଲାଯାଇଥିବା ଆଇ,ଟି,ଆଇ କଲେଜ ପରିଦର୍ଶନ ସହ ଫିଟର ଓ ସିଲେଇ ପ୍ରାକ୍ଟଟିକାଲ କକ୍ଷ ବୁଲି ପିଲାଙ୍କ ଅଭାବ ଅସୁବିଧା ବୁଝିଥିଲେ Continue Reading