Home Posts tagged baliguda (Page 35)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି କ୍ଷ ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ମଙ୍ଗଳବାର ୧୭ ଦିନରେ ମା’ ମାନଙ୍କର ଘଟକୁ ଆଜି ସୁସଜିତ କରାଯାଇଛି ।ଏଥିରେ ଦେଶୀବେହେରା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ଭଣ୍ଡରଙ୍ଗି ସିଆରପିଏଫ୍ କ୍ୟାମ୍ପରେ ଅଘଟଣ । ଜେନେରେଟର ଇଲେକ୍ଟ୍ରିକ୍ ସକ୍ ରେ ସୋମବାର ଯବାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ଜବାନ ଜଣଙ୍କ ହେଉଛନ୍ତି ଯାଜପୁର ଜିଲ୍ଲାର ବାଲିଚାନ୍ଦପୁର ଥାନା ବଡ଼ ବାଲିକୁଦା ଅଞ୍ଚଳର ତୁଷାରକାନ୍ତି ଦାସ ।ସୂଚନା ପ୍ରକାରେ ମାଓପ୍ରବଣ ଅଞ୍ଚଳ ତୁମୁଡ଼ିବନ୍ଧ ବ୍ଲକ୍ ବେଲଘର ଥାନା ଅନ୍ତର୍ଗତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀଙ୍କ ପକ୍ଷରୁ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ବ ରେ ଏକ ଭବ୍ୟ ସ୍ଵାଗତ ସମାରୋହ ଆୟୋଜିତ ହୋଇ ଯାଇଛି।ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପତ୍ର କ୍ରମରେ ଅବସରପ୍ରାପ୍ତ ଇତିହାସ ପ୍ରାଧ୍ୟାପକ ପ୍ରତ୍ୟୁଷରଞନ ଶତପଥୀ ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଦାୟିତ୍ବ ତୁଲାଉଛନ୍ତି।ଏହି ପରିପ୍ରେକ୍ଷୀରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ର ତୁମୁଡିବନ୍ଧ ତହସିଲ ଅନ୍ତର୍ଗତ କୁର୍ତ୍ତମଗଡ ଠାରେ ଦୀର୍ଘ ବର୍ଷ ହେଲା ରହି ଆସୁଥିବା ସାଧାରଣ ଲୋକଙ୍କ ସେଟେଲମେଣ୍ଟ ପଟ୍ଟା ଜମି ଉପରେ ଅସାମାଜିକ ବ୍ୟକ୍ତିମାନଙ୍କ ଜୋର ଜବରଦସ୍ତି ଆସି ଗୁଣ୍ଡା ଗର୍ଦ୍ଧି କରି ଜାଗା ଅକ୍ତିଆର ଘଟଣା ଏବେ ଏହି ଅଞ୍ଚଳ ରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ସୁରକ୍ଷା ପାଇଁ ପାଇଁ ପୁଲିସ ନିକଟରେ ଗୁହାରୀ କଲେବି କିଛି ସୁଫଳ ମିଳିନଥିବାରୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି ।ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ଶୁକ୍ରବାର ଷଷ୍ଠ ଦିନରେ ମା’ ଙ୍କ ଘଟକୁ ଆଜି ସୁସଜିତ କରାଯାଇଛି ।ଏଥିରେ ଦେଶୀବେହେରା ଭାବେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକର ରଢା ସେବାଶ୍ରମର କୋଭିଡ ହଷ୍ଟେଲରେ ନିୟୋଜିତ ପାଚିକାଙ୍କୁ ଅସଦାଚରଣ ଅଭିଯୋଗରେ କୋଟଗଡ ଦେୱାନୀ ଓ ଫୌଜଦାରି ଅଦାଲତ କୋର୍ଟରେ ବିଚାରଣ କରି କୋଟଗଡ ଦେୱାନୀ ଓ ଫୌଜଦାରୀ ଅଦାଲତର ପ୍ରଥମ ବିଚାର ବିଭାଗୀୟ ବିଚାରପତି ଅନୁରାଗ ଦେହୁରୀ ଉକ୍ତ କେଶର ଫଇସଲା କରି ଅଭିଯୁକ୍ତ କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୨୦୦ ଟଙ୍କାର ଜୋରିମାନା ଏବଂ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୪: କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଧିଷ୍ଠାତ୍ରୀ ଦେବୀ ମା’ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ଚଳିତ ମାସ ୨୩ ତାରିଖ ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇଯାଇଛି । ଏହି ଯାତ୍ରା ୨୧ ଦିନ ଧରି ଆୟୋଜନ ହୋଇ ଆସନ୍ତା ମେ ୧୩ ତାରିଖ ଦିନ ଉଦଯାପିତ ହୋଇ ମା’ ନିଜ ମନ୍ଦିରକୁ ପ୍ରତ୍ୟାର୍ବତନ କରିବେ ।ଏହିଯାତ୍ରାକୁ ମା’ ପାଟଖଣ୍ଡା ଦୁର୍ଗା ପୁଜା ସମିତି ଆନୁକୁଲ୍ୟରେ ଆୟୋଜନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପେ।ର୍ଟବାଲିଗୁଡା,୨୧/୪: ବର୍ତ୍ତମାନ ସମୟରେ ବୈଷୟିକ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଶା ନଲେଜ କର୍ପୋରେସନ ଲିମିଟେଡ଼ (ଓକେସିଏଲ) ଓଡିଶାର ପ୍ରତ୍ୟେକ ଜିଲ୍ଳାରେ ବୈଷୟିକ ଶିକ୍ଷା ସଚେତନ ରଥ ଭ୍ରମଣ କରୁଛି । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲାର ବାଲିଗୁଡାରେ ଓକେସିଏଲ ଅଧିନସ୍ଥ ୟୁଆଇସିଟି କମ୍ପୁଟର ସେଣ୍ଟର ଠାରୁ ଏହି ରଥକୁ ବାଲିଗୁଡା ସେଣ୍ଟର ପରିଚାଳକ ବିଦେଶୀ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ କରିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବା ରେ ଲାଗିଛି, ପ୍ରତିଦିନ ର ତାପମାତ୍ରା ୪୦ ରୁ ୪୧ଡିଗ୍ରୀ ରହୁଛି ।ତାପମାତ୍ରା ବୃଦ୍ଧି କାରଣରୁ ନଦୀ ନାଳ ଓ କୂପରେ ଜଳସ୍ତର କମିବାରେ ଲାଗିଛି ।ଲୋକମାନେ ଜଳ ସଂଗ୍ରହ କରିବାରେ ନାନା ଅସୁବିଧା ରେ ସମ୍ମୁଖୀନ ହେଉଛନ୍ତି କ୍ଷ ଏଭଳି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୭/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା ।ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୪୧ କେଜି ୧୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ବାଇକ କୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ଦୁଇ ଜଣ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍ ।ସୂଚନା ପ୍ରକାରେ ବାଲିଗୁଡ଼ା ଥାନା ପୋଲିସ୍ ପାଟ୍ରୋଲିଂ […]Continue Reading