Home Posts tagged baliguda (Page 35)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୬: ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜେପି- ବିଜେଡ଼ି ମଧ୍ୟରେ ସେତିକି ଶୀତଳ ଯୁଦ୍ଧ ଆରମ୍ଭ ହେଉଛି। ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ଅଧ୍ୟକ୍ଷତା ରେ କ. ନୂଆଗାଁ ବ୍ଲକ ବାଲିଗାଡ଼ା ପଞ୍ଚାୟତରେ ଅନୁଷ୍ଠିତ ବିଜେଡି ର ମିଶ୍ରଣ ପର୍ବ ରେ ବାଲିଗାଡ଼ାର ବିଜେପି ସମର୍ଥିତ ସରପଞ୍ଚ କନକ ଲତା ପ୍ରଧାନ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେଡ଼ି ରେ ମିଶିଲେ ବୋଲି ବିଜେଡ଼ି କହିବାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର +୨ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ସାଫଲ୍ୟ ଜଣାପଡିଛି। +୨ଵାଣିଜ୍ୟରେ ୧୦୯ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୧୪ ଜଣ ପ୍ରଥମ ଶ୍ରେଣୀ ୨୫ ଜଣ ଦ୍ଵିତୀୟ ଓ ୪୧ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୬୦୦ ନମ୍ବର ରୁ ୪୯୧ ନମ୍ଵର ହାସଲ କରି ଜିନତି ବଡଶେଠ୍ ଅନୁଷ୍ଠାନର ଗୌରବ ବୃଦ୍ଧି କରିଛନ୍ତି।ମୃତ୍ୟୁଞୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୫: କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଗ୍ରସ୍ତ କରି ସରକାରଙ୍କ ଦ୍ବାରା ନିର୍ମାଣ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ସହ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ନୂତନ ଭାବେ ବୈଷିକ ଶିକ୍ଷା ପାଇଁ ଖୋଲାଯାଇଥିବା ଆଇ,ଟି,ଆଇ କଲେଜ ପରିଦର୍ଶନ ସହ ଫିଟର ଓ ସିଲେଇ ପ୍ରାକ୍ଟଟିକାଲ କକ୍ଷ ବୁଲି ପିଲାଙ୍କ ଅଭାବ ଅସୁବିଧା ବୁଝିଥିଲେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୪/୫: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ ।ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୫: କନ୍ଧମାଳ ଜିଲ୍ଲା ବାଲିଗୁଡାର ମାନ୍ୟବର ଏସଡିଜେଏମ ଏକ ଅପରାଧିକ ମାମଲା ଶୁଣାଣୀ କରି କେଶ ନଂ. ୪୨୪/୨୧ରେ ଥିବା ମୁଦାଲା ଏ. ରାମା ରାଓଙ୍କୁ ସାକ୍ଷ୍ୟ ପ୍ରମାଣ ଅଭାବରୁ ୩୯୪ ଆଇପିସି ରୁ ମୁକ୍ତ କରି ନିର୍ଦୋଷରେ ଖଲାସ କରିଛନ୍ତି । ମୁଦାଲାଙ୍କ ତରଫରୁ ସ୍ଥାନୀୟ ଓକିଲ ଅନିଲ କୁମାର ଦାସ ପରିଚାଳନା କରୁଥିଲେ ।Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାକୁ ମା\’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା ଦେଖିବା ପାଇଁ ଭିଣୋଇ ଘରକୁ ଆସିଥିବା ବେଳେ ଜଣେ ଯୁବକ ନିଖୋଜ ହୋଇଥିବା ନେଇ ବାଲିଗୁଡା ଥାନାରେ ଅଭିଯୋଗ ହୋଇଛି। ଘଟଣା ରୁ ପ୍ରକାଶ ଯେ ରାଇକିଆ ଥାନା ଅନ୍ତର୍ଗତ ଗୁମାମାହା ଗ୍ରାମର ଭବାନୀ ଶଙ୍କର ପଣ୍ଡା ଓରଫ ଡିଲୁ ନିଜ ମାମୁଁ ପୁଅ ଭାଇ ସହ ମେ ୧୨ତାରିଖ ଦିନ ବାଲିଗୁଡ଼ା ଠାକୁରାଣୀ ଯାତ୍ରା ଦେଖିବାକୁ ଆସିଥିଲା। ପ୍ରଥମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା,୨୦/୫: କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଗାଁ ଗହଳିରେ ଥିବା ବିଭିନ୍ନ ମନ୍ଦିରରେ ଶୁକ୍ରବାର ପ୍ରତ୍ୟେକ ସଧବା ନାରୀମାନେ ନିଜ ନିଜ ସ୍ବାମୀଙ୍କ ସୁସ୍ଥ ନିରାମୟ ଜୀବନ ତଥା ଦୀର୍ଘାୟୁ କାମନା କରି ସାବିତ୍ରୀ ବ୍ରତ ପାଳନ କରିଥିବା ଦେଖିବାକୁ ମିଳିଛି। ଜ୍ୟେଷ୍ଠ ଅମାବାସ୍ୟା ରେ ବ୍ରାହ୍ମଣଙ୍କ ଦ୍ବାରା ଏହି ପୂଜାକର୍ମ ଆରମ୍ଭ କରି ଗୋଟିଏ ଶିଳପୁଆକୁ ପଞ୍ଚାମୃତ ଜଳରେ ସ୍ନାନ କଲା ପରେ ଶିଳପୁଆରେ ଅଁଳା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୫: କନ୍ଧମାଳ ଜିଲ୍ଲାରେ ପୁଣି ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍ ଦେଲା ଲାଲ୍ ବାହିନୀ । ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ଲାଲ୍ ବ୍ୟାନର ଓ ପୋଷ୍ଟର ମାଓ ସଂଗଠନ ପକ୍ଷରୁ ଜାରୀ କରାଯାଇଥିବା ବେଳେ କୋଟଗଡ଼ ଥାନା ବଣ୍ଡାପିପିଲି ରାଜ୍ୟ ରାଜପଥ କଡ଼ରେ ମଧ୍ୟ ମାଓ ସଙ୍ଗଠନର ପୋଷ୍ଟର ବ୍ୟାନର ଦେଖିବାକୁ ମିଳିଛି ।୫୯ନଂ ଜାତୀୟ ରାଜପଥର ସିମନବାଡ଼ି ଟୋଲଗେଟ ନିକଟ ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଏପ୍ରିଲ ୨୩ ତାରିଖ ଠାରୁ ଆରମ୍ଭ ହୋଇ ଚଳିତ ମାସ ୧୩ ତାରିଖ ଦୀର୍ଘ ୨୧ ଦିନ ଧରି ଆୟୋଜିତ ହେବା ପରେ ଶନିବାର ଉଦଯାପିତ ହୋଇ ଯାଇଛି ।ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ ଆୟୋଜିତ ହୋଇଛି। ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ପୁଷ୍ପ ମାଲ୍ୟାର୍ପଣ କରିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା ।ଉକ୍ତ ଉତ୍ସବରେ ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ Continue Reading