ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟବାଲିଗୁଡା,୧୪/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ୍ ର ବିଭିନ୍ନ ଗ୍ରାମରେ ୧୩ ଓ ୧୪ ଦିନ ଧରି ଆୟୋଜିତ ହୋଇଥିବା ଭକ୍ତି ଏବଂ ବିଶ୍ୱାସର ଗଣପର୍ବ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି ।ଏହି ବ୍ଳକ୍ ର ବିଭିନ୍ନ ଗ୍ରାମରେ ୧୩ ଦିନିଆ ଦଣ୍ଡ ଯାତ୍ରା ମାସନ୍ତ ମେରୁରେ ଏବଂ ୧୪ ଦିନିଆ ସଂକ୍ରାନ୍ତି ମେରୁରେ ଉଦଯାପିତ ହୋଇ ମା\’ କାଳୀ ନିଜନିଜ ମନ୍ଦିରକୁ ଫେରିଥିବା ବେଳେ ମାନସିକ ଧାରୀ ଦଣ୍ଡଭୂକ୍ତାମାନେ ନିଜ ନିଜ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୨/୪: ବିଭିନ୍ନ ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କମ୍ ଉପସ୍ଥାପନ ଦର୍ଶାଇ ଶିକ୍ଷା ବିଭାଗ ପକ୍ଷରୁ ଅନେକ ସ୍କୁଲ ଉଚ୍ଛେଦ ହୋଇଛି । ଏହାକୁ ନେଇ ପୂର୍ବରୁ ଅନେକ ବିବାଦ ମଧ୍ୟ ହୋଇଛି । ବର୍ତ୍ତମାନ ସମୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଏକ ଘଟଣା ।ଶିକ୍ଷା ବିଭାଗ ପକ୍ଷରୁ ବନ୍ଦ କରାଯାଇଥିବା ମିଡ଼ିଆକିଆ ଗ୍ରାମ ପଞ୍ଚାୟତର ସେନାପଡ଼ି ଓ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୪: ସମଗ୍ର କନ୍ଧମାଳ ଜିଲ୍ଲାରେ ୧୩ ଦିନିଆଁ ଦଣ୍ଡ ନାଚ ଏପ୍ରିଲ ୧ ତାରିଖ ଠାରୁ ଆରମ୍ଭ ହୋଇଯାଇଛି । ଏ ନେଇ ସମଗ୍ର ସହର ଠାରୁ ଆରମ୍ଭ କରି ପୁରପଲ୍ଲୀରେ ବର୍ତ୍ତମାନ ଦଣ୍ଡନାଚ ଚାଲୁ ଥିବାରୁ ଢୋଲ ଓ ମହୁରୀ ଶବ୍ଦରେ ପ୍ରକମ୍ପିତ ହୋଇ ଉଠୁ ଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡାରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସଭାଗୃହ ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ଉପଖଣ୍ଡ ଉତ୍ସବ ପାଳନ କମିଟି ପକ୍ଷରୁ ୮୮ ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷ ରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ “ବନ୍ଦେ ଉତ୍କଳ ଜନନୀ “ସଙ୍ଗୀତ ପରିବେଷଣ କରାଯାଇଥିଲା କ୍ଷ ପରେ ପରେ ସଭା ଗୃହ ପରିସରରେ ଏକ ସାଧାରଣ ସଭା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୩:କନ୍ଧମାଳ ଜିଲ୍ଲାରେ ଶିଶୁ ମାନଙ୍କୁ ସାହଯ୍ୟ, ସହଯୋଗ ଓ ସୁରକ୍ଷା ପ୍ରଦାନ ପାଇଁ ଅହରହ କାର୍ଯ୍ୟ କରି ଆସୁଥିବା ଚାଇଲ୍ଡ ଲାଇନ ପକ୍ଷରୁ ବାଲିଗୁଡ଼ା ସ୍ଥିତ ବନବାସୀ ସେବା ସମିତି ସଭାଗୃହ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ପ୍ରଥମେ ସମିତି ପରିସରରେ ଥିବା ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ୱନାଥ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ପ୍ରଜ୍ଜଳନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ସମବାୟ ସମିତି ପରିସର ରେ ବାଲିଗୁଡା ସମବାୟ ସମିତି ସମୁହର ତିନୋଟି ପଞ୍ଚାୟତ ରେବିଙ୍ଗିଆ,ବାରଖମା,ସୁଡ୍ରାର ମହିଳା/ପୁରୁଷ ଓ ଚାଷୀ ସମୁହ କୁ ନେଇ ସମବାୟ ବ୍ୟାଙ୍କ ସେବା ଓ କୃଷିଋଣ କର୍ମଶାଳା ସୋମବାର ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୂଖ୍ୟ ଅତିଥି ଭାବେ ସ୍ଥାନୀୟ ବୈାଦ୍ଧ ବ୍ୟାଙ୍କ ଶାଖା ପରିଚାଳକ ଅନୁପମ ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୩: ବାଲିଗୁଡା ବସଷ୍ଟାଣ୍ଡ ନିକଟ ନୁଆସାହି ଓ ବୁଡ଼ାଗୁଡା କୁ ଯିବା ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇ ପଡ଼ିଥିବା ଦେଖାଦେଇଛି ।ଏହି ରାସ୍ତା ଟି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ବେଳେ ଗତ ବର୍ଷା ଋତୁରେ ପ୍ରବଳ ବନ୍ୟା ପାଣି ଆସି ରାସ୍ତାର ପିଚୁ ଉଠି ଯିବା ସହ ଖାଲଖମା ହୋଇ ପାଣି ଜମି ରହିଥିଲେ ମଧ୍ୟ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥି ପ୍ରତି ଦୃଷ୍ଟି ଦେଉ ନ ଥିବା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡା,୨୪/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ସ୍ଥିତ କଳିଙ୍ଗ ଆଦର୍ଶ ଆବାସିକ ଦିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଅବସରରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି ।ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବେରେଡାକିଆ ପଞ୍ଚାୟତ ର ସରପଞ୍ଚ ଅକ୍ଷୟ କୁମାର ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଥିଲେ। ଛାତ୍ରଛାତ୍ରୀ ମାନେ ନିଜ ନିଜର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ବିକ୍ରି ହେଉଥିବା ମିଲ୍କ ମନ୍ତ୍ରା ଡାଏରୀ ପ୍ରାଇଭେଟ ଲିମିଟେଡ଼ ଦ୍ୱାରା ପ୍ରସ୍ତୁତ ହେଉଥିବା ବିଭିନ୍ନ ଜିନିଷ କୁ ନେଇ ଏକ ଗୁରୁତର ଅଭିଯୋଗ ହସ୍ତଗତ ହୋଇଛି ।ପ୍ରକାଶ ଯେ,ଏହି କମ୍ପାନୀ ଦ୍ୱାରା ପ୍ରସ୍ତୁତ ହେଉଥିବା କ୍ଷୀର, ଦହି, ପନିର, ରେ ବ୍ୟାପକ ଅପମିଶ୍ରଣ ସାଙ୍ଗକୁ ତଟକା ସଜ ଜିନିଷ ରେ ବିଭିନ୍ନ ପ୍ରକାର ଦୁର୍ଗନ୍ଧ ହେଉଥିବା ମଧ୍ୟ ବହୁ ଗ୍ରାହକ ଅଭିଯୋଗ ସହ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୩/୩: ଦିନକୁ ଦିନ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରୁ ବେଆଇନ୍ ଗଞ୍ଜେଇ ଚୋରାଚାଲାଣ ବଢ଼ୁଥିବା ବେଳେ ଗଞ୍ଜେଇ ଚାଲାଣ ରୋକିବା ସହ ମାଫିଆଙ୍କୁ ଧରିବା ପାଇଁ ଜୋରଦାର ପ୍ରଚେଷ୍ଟା ଜାରି ରଖିଛି ପୋଲିସ ।ବୁଧବାର ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ଏକ ଟିମ୍ ପେଟ୍ରୋଲିଂ କରୁଥିବା ସମୟରେ ଗଞ୍ଜେଇ ଚୋରାଚାଲାଣ ହେବା ନେଇ ସୂଚନା ପାଇଥିଲା ।ସିଟି ସ୍କୁଲ୍ ଛକ ନିକଟରୁ ଗଞ୍ଜେଇ Continue Reading