Home Posts tagged baliguda (Page 36)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୧/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ର ତୁମୁଡିବନ୍ଧ ତହସିଲ ଅନ୍ତର୍ଗତ କୁର୍ତ୍ତମଗଡ ବଜାର ସାହିରେ ଥିବା କିଛି ବରିଷ୍ଠ ନାଗରିକ ଙ୍କ ସେଟେଲମେଣ୍ଟ ପଟ୍ଟା ଜାଗାରେ ଅସାମାଜିକ ବ୍ୟକ୍ତିମାନେ ଜୋର ଜବରଦସ୍ତି ଅନୁପ୍ରବେଶ କରି ବାଡ ଦେବା ଘଟଣାରେ ବାଲିଗୁଡ଼ା ଉପଜିଲ୍ଲାପାଳ ଏମ.ଏସ.ମଧୁମିତା ହସ୍ତକ୍ଷେପ କରି ଏହାର ଏକ ନିରପେକ୍ଷ ତଦନ୍ତ ପାଇଁ ତୁମୁଡ଼ିବନ୍ଧ ତହସିଲଦାରଙ୍କୁ ଚିଠି କରିଛନ୍ତି। ଏହାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି କ୍ଷ ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ମଙ୍ଗଳବାର ୧୭ ଦିନରେ ମା’ ମାନଙ୍କର ଘଟକୁ ଆଜି ସୁସଜିତ କରାଯାଇଛି ।ଏଥିରେ ଦେଶୀବେହେରା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ଭଣ୍ଡରଙ୍ଗି ସିଆରପିଏଫ୍ କ୍ୟାମ୍ପରେ ଅଘଟଣ । ଜେନେରେଟର ଇଲେକ୍ଟ୍ରିକ୍ ସକ୍ ରେ ସୋମବାର ଯବାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ଜବାନ ଜଣଙ୍କ ହେଉଛନ୍ତି ଯାଜପୁର ଜିଲ୍ଲାର ବାଲିଚାନ୍ଦପୁର ଥାନା ବଡ଼ ବାଲିକୁଦା ଅଞ୍ଚଳର ତୁଷାରକାନ୍ତି ଦାସ ।ସୂଚନା ପ୍ରକାରେ ମାଓପ୍ରବଣ ଅଞ୍ଚଳ ତୁମୁଡ଼ିବନ୍ଧ ବ୍ଲକ୍ ବେଲଘର ଥାନା ଅନ୍ତର୍ଗତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀଙ୍କ ପକ୍ଷରୁ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ବ ରେ ଏକ ଭବ୍ୟ ସ୍ଵାଗତ ସମାରୋହ ଆୟୋଜିତ ହୋଇ ଯାଇଛି।ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପତ୍ର କ୍ରମରେ ଅବସରପ୍ରାପ୍ତ ଇତିହାସ ପ୍ରାଧ୍ୟାପକ ପ୍ରତ୍ୟୁଷରଞନ ଶତପଥୀ ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଦାୟିତ୍ବ ତୁଲାଉଛନ୍ତି।ଏହି ପରିପ୍ରେକ୍ଷୀରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ର ତୁମୁଡିବନ୍ଧ ତହସିଲ ଅନ୍ତର୍ଗତ କୁର୍ତ୍ତମଗଡ ଠାରେ ଦୀର୍ଘ ବର୍ଷ ହେଲା ରହି ଆସୁଥିବା ସାଧାରଣ ଲୋକଙ୍କ ସେଟେଲମେଣ୍ଟ ପଟ୍ଟା ଜମି ଉପରେ ଅସାମାଜିକ ବ୍ୟକ୍ତିମାନଙ୍କ ଜୋର ଜବରଦସ୍ତି ଆସି ଗୁଣ୍ଡା ଗର୍ଦ୍ଧି କରି ଜାଗା ଅକ୍ତିଆର ଘଟଣା ଏବେ ଏହି ଅଞ୍ଚଳ ରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ସୁରକ୍ଷା ପାଇଁ ପାଇଁ ପୁଲିସ ନିକଟରେ ଗୁହାରୀ କଲେବି କିଛି ସୁଫଳ ମିଳିନଥିବାରୁ Continue Reading