Home Posts tagged baliguda (Page 37)
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି ।ଘଟଣା ପ୍ରକାରେ ଆଜି ସକାଳେ ପ୍ରାୟ ୧୧ଟା ସମୟରେ ତୁମୁଡ଼ିବନ୍ଧ ପଟୁ ଜଣେ ମଦ୍ୟପ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ମୋଟରସାଇକେଲ ଯୋଗେ ଦୃତ ଗତିରେ ଆସୁଥିବା ବେଳେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୩: ଗଞ୍ଜେଇ ଚାଲାଣ ବେଳେ ବାଲିଗୁଡା ପୋଲିସ ଚଢଉ କରି ୩୫ କେଜି ଗଞ୍ଜେଇ ଜବତ କରିଥିବା ବେଳେ ଜଣକୁ ଗିରଫ କରିବା ସହ ଏକ ହୋଣ୍ଡା ଆମାଜି କାର ନଂ. ଓଡି-୦୨-କ୍ୟୁ-୭୫୮୭ କୁ ମଧ୍ୟ ଜବତ କରିଛନ୍ତି ।ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଗାଙ୍ଗପୁର ଗ୍ରାମର ସତ୍ୟଜିତ ପାଣିଗ୍ରାହୀ ବୋଲି ପୋଲିସ କହିଛି । ଏ ନେଇ ବାଲିଗୁଡା ପୋଲିସ କେଶ ନଂ.୭୪/୨୩ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ହରିପୁର ନିକଟସ୍ଥ ବୁଢ଼ା ପାହାଡ଼ ରେ କୋଟଗଡ ସିଆରପିଏଫ ବାଟାଲିୟନ ଯବାନ ଙ୍କ କୁମ୍ବିଙ୍ଗ ବେଳେ ସନ୍ଦେହଜନକ ମାଓ ସାମଗ୍ରୀ ସହ ୧୧ଜଣ ଙ୍କୁ ଧରିବାରେ ସକ୍ଷମ ହୋଇଛି ।ଜବତ ସାମଗ୍ରୀ ମଧ୍ୟରେ ୪ଦେଶୀବନ୍ଧୁକ,୩ ଟାଙ୍ଗିଆ, ଗୋଟିଏ କଟୁରୀ, ରଂଜକ, ହେଡ଼ ଲାଇଟ, ଥଳି, ଓ ୨ଟି ମୋବାଇଲ ଫୋନ ଜବତ ହୋଇଥିବା ଦେଖିବାକୁ ମିଳିଛି ।ସିଆରପିଏଫ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୩: ସାରା ରାଜ୍ୟରେ ଡ୍ରାଇଭର ମାନେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡ଼ାକରା ଦେଇଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲ୍ଲାରେ ମଧ୍ୟ ଦେଖିବାକୁ ମିଳିଛି।ଏ ନେଇ ବାଲିଗୁଡ଼ା ଠାରେ ଡ଼୍ରାଇଭର ମାନେ ଏକତ୍ରିତ ହୋଇ ଗାନ୍ଧୀ ଛକ ଠାରେ ଧାରଣା ଦେଇଛନ୍ତି। ଏଠାରୁ ଜିଲ୍ଲା ଓ ଜିଲ୍ଲା ବାହରକୁ ଯଥା କଟକ, ଭୁବନେଶ୍ୱର, ବ୍ରହ୍ମପୁର, ବୌଦ , ରାୟଗଡ଼ା,କଳାହାଣ୍ଡି ଭଳି ବିଭିନ୍ନ ଅଞ୍ଚଳ କୁ ବେସରକାରୀ ବସ ଚଳାଚଳ ନ କରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୪/୩:ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ ପକ୍ଷରୁ ଚଢ଼ାଉ । ଗଞ୍ଜେଇ ଭର୍ତ୍ତି ପିକ୍ ଅପ୍ ଭ୍ୟାନକୁ ଜବତ କରିଥିବା ବେଳେ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକକୁ ଗିରଫ କରିଛି ପୋଲିସ୍ ।ଅନ୍ୟପଟେ ଘଟଣାସ୍ଥଳରୁ ଅନ୍ୟ ତିନି ଜଣ ମାଫିଆ ଫେରାର୍ ହୋଇଯାଇଥିବା ଜଣାପଡ଼ିଛି । ଘଟଣା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ପୋଲିସ୍ ଟିମ୍ ପେଟ୍ରୋଲିଂ କରୁଥିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ରେଞ୍ଜ ଅଧିନସ୍ତ କରଡା ସଂରକ୍ଷିତ ଜଙ୍ଗଲ ର ମଙ୍ଗଳପୁର ନିକଟରେ ଶିକାର ପାଇଁ ତିନିଜଣ ଯାଉଥିବା ସମୟରେ ବନବିଭାଗ କର୍ମଚାରୀ ମାନେ ଖବର ପାଇ ଛକି ରହିଥିବା ବେଳେ ରବିବାର ସକାଳୁ ମୁଖ୍ୟ ଶିକାରୀ ମଙ୍ଗଳପୁର ଗ୍ରାମର ସଂଜୟ ପ୍ରଧାନ କୁ କାବୁ କରିବା ରେ ସକ୍ଷମ ହୋଇଥିବା ବେଳେ ଦୁଇ ସାଥୀ ଖସି ପଳାଇ ଥିଲେ।ଗିରଫ ଶିକାରୀ ଠାରୁ ଦେଶି ବନ୍ଧୁକ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୩: ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି।ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ ଭୋଇଙ୍କୁ ପୋଲିସ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି।ପ୍ରକାଶ ଯେ, ବ୍ରହ୍ମପୁରରୁ ଜଣେ ଯୁବତୀଙ୍କ ମୃତଦେହ ନେଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସବ ଜେଲ ନିକଟରେ ପୂର୍ବରୁ ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ପଛ ପଟୁ ତୁମୁଡିବନ୍ଧ ଆଡୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ ହରାଇ ଧକ୍କା ଦେବାରୁ ଆଇସକ୍ରିମ ଗାଡିର ସମ୍ମୁଖ ଭାଗ କ୍ଷତି ଘଟି ଥିବା ବେଳେ ଅନ୍ୟ କାହାର କିଛି କ୍ଷୟକ୍ଷତି ହୋଇନାହିଁ ।ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଅବ୍ୟାହତ ଥିବା ବିଷୟ ଥାନା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡ଼ା, ୯/୩: ଭଙ୍ଗା ଦଦରା ଘରେ ଚାଲିଛି ଶିକ୍ଷା ଦାନ । ବିପଦ ସଂକୁଳ ଅବସ୍ଥାରେ ଗଢ଼ାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ ।ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ ରହିବା,ଖାଇବା ସହ ମାଗଣାରେ ବହି,ଖାତା, ପୋଷାକ ଓ ଯୋତା ଆଦି ଯୋଗାଇ ଦେଉଛନ୍ତି ।ଏଥି ସହିତ ଛାତ୍ରଛାତ୍ରୀଙ୍କୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୩: ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ ।ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ […]Continue Reading