Home Posts tagged baliguda (Page 39)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୭/୨: କେନ୍ଦ୍ର ସରକାର ବିରୋଧରେ ବିଜେଡ଼ିର ରଣ ହୁଙ୍କାର। ଧାନ କିଣିବା ବାବଦରେ ୨୦ହଜାର କୋଟି ଟଙ୍କା କାଟି ଏବଂ ରାଜ୍ୟରୁ ଚାଉଳ ଉଠାଇବାରେ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ପ୍ରତିବାଦରେ ବିଜେଡ଼ି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଛି ।ଏ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମଧ୍ୟ ବ୍ଲକ୍ ବିଜେଡି ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ଗୁରୁବାର ବିଜେଡ଼ି ପକ୍ଷରୁ ବ୍ଲକ୍ କାର‌୍ୟ୍ୟାଳୟ ସମ୍ମୁଖରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଅଗ୍ରଣୀ ଶିକ୍ଷାନୁଷ୍ଠାନ “ଶିକ୍ଷା ନିକେତନ” ର ଊନବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି।ସଭା ପ୍ରାରମ୍ଭ ପୂର୍ବରୁ ଫୁଲ୍ଓ୍ଵାମା ଶହୀଦ ଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ଚକ୍ରମଣି କହଁର ଯୋଗ ଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ କରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟବାଲିଗୁଡା,୧୫/୨:ଓଡିଶା ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବାଲିଗୁଡା ଶାଖା ତରଫରୁ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାତୃପିତୃ ପୂଜନ ଦିବସ ପାଳିତ ହୋଇଯାଇଛି ।ଏହି ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଆ ବିଭାଗ ଅଧ୍ୟାପକ ଡ଼ଃ ବିଭୁତି ଭୂଷଣ ଆଚାର୍ଯ୍ୟ,ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ବଂଶୀଧର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ମାତୃପିତୃ ପୂଜନର ମହତ୍ୱ ବିଷୟରେ ଅଭିଭାଷଣ ରଖିଥିଲେ Continue Reading
Odisha News
ବାଲିଗୁଡ଼ା,୧୪/୨: ଚକା ଫାଟିବାରୁ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହି ଅଭାବନୀୟ ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଅଛନ୍ତି। ଆହତ ଓ ଗୁରୁତରମାନଙ୍କୁ ସ୍ଥାନୀୟ ଲୋକଙ୍କର ସହାୟତାରେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଉଛି।ସୂଚନା ଅନୁସାରେ ଘରୋଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୮/୨: ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ ।ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ ନିଜ ଟିମ୍ ସହ ପାଟ୍ରୋଲିଂ କରୁଥିବା ସମୟରେ ଲଣ୍ଡାଗାଁ ପଞ୍ଚାୟତର ଘୋଡାବାଲି ଗାଁ ନିକଟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ହେଉଥିବାବେଳେ ୬୨ କେଜି ୨୫୦ ଗ୍ରାମ ଗଞ୍ଜେଇ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ ଅନ୍ତର୍ଗତ ଡାମିକିଆ କ୍ଳଷ୍ଟରରେ କାର୍ଯ୍ୟରତ ଶିକ୍ଷା ବିଭାଗର ସି.ଆର.ସି.ସି ବନବିହାରି ଦିଗାଲ ଭୂବନେଶ୍ବର ସ୍ଥିତ ଆଇ.ଜି.କେ.ସି ମେଡିକାଲରେ ଚିକିତ୍ସାଧିନ ଥିବାବେଳେ ଶନିବାର ମୃତ୍ୟୁ ବରଣ କରିଛନ୍ତି। ସେ ସିକ୍ଲିନ, ଡାଇବେଟିସ ଓ ଜଣ୍ଡିସ ରୋଗରେ ପୀଡିତ ଥିବାରୁ ତାଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ପ୍ରଥମେ ବାଲିଗୁଡା ଓ ପରେ ଫୁଲବାଣୀ, ବ୍ରହ୍ମପୁର ଓ ଭୂବନେଶ୍ବର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୨: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ହାଟପଦା ପ୍ରାଙ୍ଗଣରେ ପାରମ୍ପରିକ ଲୋକକଳାକାର ସାଂସ୍କୃତିକ ସଂଘ, ଓ ନାରୀସୁରକ୍ଷା ମହିଳା ମହାସଂଘ ର ଆବାହକ କ୍ରିଷ୍ଣା ଚନ୍ଦ୍ର ଦିଗାଲ (ବୁଲୁ)ଙ୍କ ଆହ୍ୱାନ କ୍ରମେ ବ୍ଲକର ବିଭିନ୍ନ ବିଭାଗ ଅନୁଷ୍ଠାନ ର ପରିଚାଳନା କମିଟି ର ମୁଖ୍ୟ ସଭାପତି, ସଭନେତ୍ରୀ, ସମ୍ପାଦିକା, ସମ୍ପାଦକ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।ଉକ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ରୁତୁଙ୍ଗିଆ ପଞ୍ଚାୟତର ସେଣ୍ଟ ଜାଭିଅର୍ ସ୍କୁଲରେ ଅଘଟଣ। ଉକ୍ତ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିବା ୭ମଶ୍ରେଣୀର ତିନି ଜଣ ଛାତ୍ର ବୁଧବାର ଦିନ ର ମଧ୍ୟାହ୍ନ ଏକ ଛୁଟିବେଳେ କେଉଁଠି ଥିବା ଏକ ବିସ୍ପୋରକ ଧରି ଥିବାବେଳେ କୈାଣସି କାରଣ ବଶତଃ ବିସ୍ପୋରକଟି ହଠାତ ଫୁଟିଯିବା ଫଳରେ ତିନି ଜଣ ଛାତ୍ର ଆହାତ ହୋଇଥିବା ବେଳେ ଦୁଇଜଣ ଗୁରୁତର ଥିବା ଜଣାପଡିଛି ।ଖବର ପାଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ବରେ ଆବାହକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ ଶୈକ୍ଷିକ ପରାମର୍ଶ ଦାତା ଅଧ୍ୟାପକ ତେଜେଶ୍ଵର ନାୟକ, ବରିଷ୍ଠ ପ୍ରାଧ୍ୟାପକ ଲଲାଟେନ୍ଦୁ ଦଳପତି, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୭/୧: ଗୁରୁବାର ସାରା ଦେଶ ପାଳିଥିଲା ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲିଗୁଡା ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରତ୍ୟୁଷ ରେ ରାମଧୂନ ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟ ସମୟରେ ଉପଖଣ୍ଡ ର ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଓ ବେସରକାରୀ ଅନୁଷ୍ଠାନ ରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା ।ପରେ ପରେ ବାଲିଗୁଡ଼ା ସ୍ଥିତ […]Continue Reading