
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତରେ କଟ୍ରିକିଆ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ୨୦୨୫ ଉଦଯାପିତ ହୋଇଯାଇଛି ।କ୍ଲଷ୍ଟରର ସିଆରସିସି ସାବତ ପ୍ରଧାନଙ୍କ ତତ୍ଵାବଧାନରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗଣପତିଙ୍କ ପ୍ରତିମୂର୍ତ୍ତି ନିକଟରେ ଦୀପ ଧୂପ ପ୍ରଜ୍ଜଳନ କରି Continue Reading