ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୧: କନ୍ଧମାଳ ଜିଲ୍ଲା ଗୋଛାପଡା ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟ ଗୋଛାପଡା ଖେଳ ପଡ଼ିଆ ଠାରେ ବିଭିନ୍ନ ବିଦ୍ୟାଳୟ ଛାତ୍ର ଛାତ୍ରୀ ଓ ଗୋଛାପଡା ପଞ୍ଚାୟତର ଗୋଛାପଡା,ପିପିଲମାଲା, ଦାମାରେଜୁ, ସାଙ୍ଗଯୋଡ଼ା ଏବଂ ଟଣାଶୁ ଗ୍ରାମବାସୀଙ୍କୁ ସିଆରପିଏଫ ୧୨୭ ବାଟାଲିୟନ ତରଫରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି।ଏହି କାର୍ଯ୍ୟକ୍ରମରେ ୧୨୭ ବାଟାଲିୟନର ସେକେଣ୍ଡ ଇନ କମାଣ୍ଡ ଶ୍ରୀ ମୌଲି ମୋହନ କୁମାର, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୭/୧୦: ରାଜ୍ୟବ୍ୟାପୀ ଅକ୍ଟୋବର ଦୁଇ ତାରିଖରୁ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଥିବା ବେଳେ ଆଜି ଗୁରୁବାର କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବିଜେଡ଼ି ପକ୍ଷରୁ ଏକ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ନିକଟସ୍ଥ ବିଜେଡ଼ି କାର୍ଯ୍ୟାଳୟ ସମ୍ମୁଖରୁ ହଜାର ହଜାର ବିଜେଡ଼ି କର୍ମୀ ଓ ନେତା ଏକ ବିଶାଳ ପଦଯାତ୍ରାରେ ବାହାରି ସହରର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୨/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ରେ ଜଣେ ବିବାହିତ ମହିଳା କୁ ଦୁଷ୍କର୍ମ ଓ ପରେ ହତ୍ୟା ଧମକ ଦେଇଥିବା ନେଇ ପୀଡ଼ିତା ଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।ରାତିରେ ବାହାରକୁ ବିବାହିତା ମହିଳା ଜଣକ ଶୌଚ କରିବାକୁ ଯାଇଥିବା ବେଳେ ଛୁରୀ ଦେଖାଇ ଦୁଷ୍କର୍ମ କରିଥିବା ବେଳେ ଏହି ବିଷୟ ଥାନାରେ କିମ୍ବା ଅନ୍ୟ କାହାରିକୁ ଜଣାଇଲେ ଜୀବନରେ ମାରିଦେବା ନେଇ ଦୁଷ୍କର୍ମ କରୀଙ୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୧୦: ମଦ ରନ୍ଧା ବନ୍ଦ କରିବା ପାଇଁ ସ୍ୱାମୀକୁ କହିବାରୁ ସ୍ତ୍ରୀକୁ ଜୀବନରେ ମାରି ଜଙ୍ଗଲରେ ଫୋପାଡି ଦେଲେ ସ୍ୱାମୀ ।କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତର ବୁଡାନପିପାଲି ଗ୍ରାମରେ ଦେଖିବାକୁ ମିଳିଛି ଏଭଳି କିଛି ଘଟଣା । ଉକ୍ତ ଗ୍ରାମର ପ୍ରକାଶ ପ୍ରଧାନଙ୍କୁ କେର୍କେବାଡ଼ି ଗ୍ରାମର ସନାତନ ପ୍ରଧାନଙ୍କ ଭଉଣୀ ସୁମିତ୍ରା ପ୍ରଧାନ ୭ ବର୍ଷ ହେବ ବିବାହ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୧୦: କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ସ୍ଵାତୀ ତରଫରୁ ଟିକାବାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୩୨ଜଣ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।ଉକ୍ତ ରକ୍ତଦାନ ଶିବିରରେ ଫୁଲବାଣୀ ରକ୍ତ ଭଣ୍ଡାରର ଡ଼ ଜୟଦିପ୍ ଘୋଷ, ଦୀନକୃଷ୍ଣ ମହନ୍ତ, ସୁଜିତ କୁମାର ସାହୁ, ପ୍ରଶାନ୍ତ କୁମାର ରାତ୍ନାଲୁ ଓ ବରୁଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୨/୧୦: ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ଦ୍ବାରା ମାଓ ପ୍ରବଣ ଅଞ୍ଚଳରେ ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।୧୨୭ ବାଟଲିୟନ୍ ସିଆରପିଏଫ୍ ଏବଂ ନେହୁରୁ ଯୁବକେନ୍ଦ୍ର ଫୁଲବାଣୀ ପକ୍ଷରୁ ତା:୧୬/୧୦/୨୦୨୨ ଠାରୁ ତା:୨୨/୧୦/୨୦୨୨ ପର୍ଯ୍ୟନ୍ତ ଅହମଦାବାଦ ଗୁଜୁରାଟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଓଡିଶାର କନ୍ଧମାଳ ଜିଲ୍ଲା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଞ୍ଚାୟତର ତଡ଼ବାଡ଼ି ମୁଖ୍ୟ ରାସ୍ତା ପାର୍ଶ୍ଵରେ ଥିବା ଏକ ବୁଦା ମୂଳରୁ ରକ୍ତ ଜୁଡୁବୁଡୁ ଅବସ୍ଥା ରେ ଥିବା ମୃତଦେହ କୁ ସାରଙ୍ଗଡ଼ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ହେଲେ ସାରଙ୍ଗଡ଼ ପଂଚାୟତର କୁଳପଦର ଗ୍ରାମର ଟଟେ ମଲିକଙ୍କ ବଡ଼ ପୁଅ ପ୍ରଦୀପ କୁମାର ମଲିକ।ସୂଚନା ପ୍ରକାରେ ସାରଙ୍ଗଡ଼ ଥାନା ଅଧୀନରେ ଥିବା ଗୁଞ୍ଜିବାଡ଼ି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକ ଅଧିନରେ ଥିବା କଳିଙ୍ଗା ଗ୍ରାମପଞ୍ଚାୟତର ଡୁଗୁଡ଼ିପାରି ଗ୍ରାମ ଯେଉଁଠାରେ ୪ ଗୋଟି ୱାର୍ଡ ରହିଛି (୮,୯,୧୦,୧୧ ୱାର୍ଡ) ପାଖାପାଖି ୨୫୦୦ ଉର୍ଦ୍ଧ ଲୋକେ ବାସ କରୁଛନ୍ତି । କିନ୍ତୁ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି ଏଠାକାର ଗ୍ରାମବାସୀ । ସୂଚନା ଅନୁସାରେ ଏହି ୪ ଗୋଟି ୱାର୍ଡ ମଧ୍ୟରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଶ୍ରୀରାମପୁର ଅଞ୍ଚଳର ଜୈନକ ମହିଳା ଏଏନଏମ ଙ୍କୁ ଅସଦାଚରଣ ମାମଲାର ବିଚାର କରି କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଅନୁରାଗ ଦେହୁରୀ ଙ୍କ ଅଦାଲତ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତ ଲମ୍ବୁ ବଳିୟାର ସିଂ ଙ୍କୁ ଭାରତୀୟ ପିଙ୍ଗଳ ଆଇନର ୩୫୪ ଦଫାରେ ତିନିବର୍ଷ କାରାଦଣ୍ଡ ସହ ଏକ ହଜାର ଟଙ୍କା ଜୋରିମାନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୯: ଲଘୁଚାପ ଜନିତ ବର୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ନିକଟସ୍ଥ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି । ଗୋପାଳପୁର-ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥ ସ୍ଥିତ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହେବା ଫଳରେ ରାସ୍ତା ଧସିବା ସହ ପାହାଡ଼ରୁ ପଥର ଖସିଥିବା ଦେଖିବାକୁ ମିଳିଛି । ଯାହା ଫଳରେ ଭାରିଯାନ ଯାତାୟାତ ବାଧାପ୍ରାପ୍ତ ହୋଇଛି Continue Reading