ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବନ ବିଭାଗ ଓ ପାବୁରିଆ ବନ ବିଭାଗର ମିଳିତ ପାଟ୍ରୋଲିଂ ସମୟରେ କୌଣସି ସୂତ୍ରରୁ ଖବର ପାଇ ବାଇବାଲି ଗ୍ରାମର ରାକେଶ କୁମାର ନାୟକ (୪୩)ଙ୍କ ଘରେ ଚଢ଼ାଉ କରାଯାଇଥିଲା।ତାଙ୍କ ଘରୁ ୧୧.୫ କେଜି ଚନ୍ଦନ କାଠ ଜବତ କରାଯାଇ ଥିଲା। ଚୋରା ଚନ୍ଦନ କାଠ ରଖିଥିବା ଅଭିଯୋଗରେ ରାକେଶକୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା। ଚଢାଉରେ ବନପାଳ ପ୍ରବୀଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୮: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗ୍ରାମ ଗବାଟବାଡ଼ି ଅଞ୍ଚଳରେ କେତେକ ଅଜଣା ବ୍ୟକ୍ତି ଲୋକଙ୍କୁ ଲୁଗାସଫା ପାଉଡର ବିକ୍ରି କରୁଥିଲେ।୪କେଜି ପାଉଡରକୁ ମାତ୍ର ୧ଶହ ଟଙ୍କାରେ ବିକ୍ରି କରୁଥିଲେ। ହେଲେ ଉକ୍ତ ପାଉଡର ନକଲି ବୋଲି ଜଣାପଡ଼ିଥିଲା। ଗୁରୁବାର ପୁନର୍ବାର ଉକ୍ତ ବ୍ୟବସାୟୀ ଗବାଟବାଡ଼ିରେ ପାଉଡର ବିକ୍ରି ପାଇଁ ଆସିଥିବା ବେଳେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ୩୩ଟି ପ୍ରତିଯୋଗିତାରେ ୩୦୦ ଶିଶୁ ଭାଇଭଉଣୀ ଅଂଶ ଗ୍ରହଣ କରିଥିଲେ । ସୁଦୂର କୁର୍ତ୍ତମଗଡ଼, ବାଟାଗୁଡା, ଓ ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ବିଚାରକ ଭାବେ ସହଯୋଗ କରିଥିଲେ ଉଦଯାପନୀ ଉତ୍ସବର ବାଲିଗୁଡା ଗୋଷ୍ଠୀ ଶିକ୍ଷା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୮: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପୂର୍ଵ ବର୍ଷ ମାନଙ୍କ ଭଳି ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ସମ୍ପର୍କ ରେ ଆଲୋଚନା କରାଯାଇ ରାଜ୍ୟ ସରକାର ଙ୍କ କୋଭିଡ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୧/୭: ଗତ ୨ ବର୍ଷ ହେଲା କରୋନା କଟକଣା ଯୋଗୁଁ କାଉଡ଼ିଆ ମାନେ ସେମାନଙ୍କର ମାନସିକ ପୁରଣ ପାଇଁ ଶୈବପୀଠ ମାନଙ୍କୁ ଯାଇ ପାରିନଥିବା ବେଳେ ଚଳିତ ବର୍ଷ କୌଣସି ପ୍ରକାର କଟକଣା ନଥିବା ଯୋଗୁଁ ପ୍ରତି ସୋମବାର ଶହ ଶହ ସଂଖ୍ୟା ରେ କାଉଡ଼ିଆ ଜାଳଲାଗି ବିଭିନ୍ନ ଶୈବ ପୀଠ ମାନଙ୍କୁ ଗସ୍ତ କରୁଥିବା ବେଳେ ଚଳିତ ସୋମବାରରେ ଜଳଲାଗି ପାଇଁ ଖୋଦ୍ ଫୁଲବାଣୀ ସହରରୁ ଶହ ଶହ ସଂଖ୍ୟାରେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ୍ ଓ ବାଲିଗୁଡା ପୋଲିସ୍ ତରଫରୁ ସ୍ୱାଧୀନତାର ୭୫ ବର୍ଷ ରେ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅନ୍ତର୍ଗତ ‘ବନ ମହୋତ୍ସବ’ କାର୍ଯ୍ୟକ୍ରମ ସ୍ଥାନୀୟ ପାଟଖଣ୍ଡା ପବ୍ଲିକ୍ ସ୍କୁଲ ପରିସର ମଧ୍ୟରେ ଆୟୋଜିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସିଆରପିଏଫ ୧୨୭ ବାଟାଲିୟନର କମାଡେଣ୍ଟ ଶ୍ରୀ ଆନନ୍ଦ ଝା, ଦ୍ୱିତୀୟ କମାଣ୍ଡିଂ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୭: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ +୩ ଅନ୍ତିମ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସୀ ଅଧ୍ୟକ୍ଷତା କରିଥିଲେ। ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ ଉଦବୋଧନ ଛଳରେ ବିଭାଗର ସ୍ମୁତିଚାରଣ କରିଥିଲେ। ଅଧ୍ୟାପିକା ସ୍ନେହଲତା ମାଝୀ ଓ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୭: ସ୍କୁଲ ହତା ମଧ୍ୟକୁ ସାମ୍ବାଦିକ ଙ୍କୁ ମନା । ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହେବାପରେ ସାମ୍ବାଦିକଙ୍କ ମନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।ଗଣତନ୍ତ୍ର ର ଚତୁର୍ଥ ସ୍ତମ୍ଭ ପ୍ରତି ଏହା ଅସମ୍ମାନ ଏଣୁ ଏହାକୁ ତିବ୍ର ନିନ୍ଦା କରାଯାଇଛି । ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାସ ଗଣ ମାଧ୍ୟମ ରେ ଅରୁଚିକର ମନ୍ତବ୍ୟର ପ୍ରତିବାଦ ଓ ସରକାରୀ ନିୟମ କୁ ଅତିଶୀଘ୍ର ପ୍ରତ୍ୟାହୃତ ଦାବୀ ନେଇ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ର ବରିଷ୍ଠ ପୁରୋହିତ ସୁରେନ୍ଦ୍ର ଶତପଥିଙ୍କ ୮୮ବର୍ଷରେ ପରଲୋକ ହୋଇଛି।ସେ ଅନ୍ତିମ ଦିନ ପର୍ଯ୍ୟନ୍ତ ବଜାର ସମେତ ଆଖପାଖ ଅଞ୍ଚଳରେ ବିଭିନ୍ନ କର୍ମକାଣ୍ଡ,ଗୃହ ପ୍ରତିଷ୍ଠା, ଶ୍ରାଦ୍ଧ, ଯଜ୍ଞାଦି ବ୍ରାହ୍ମଣ କର୍ମକରି ସମସ୍ତଙ୍କ ପ୍ରିୟପାତ୍ର ହୋଇ ସୁନାମ ଅର୍ଜନ କରିଥିଲେ।ସେ ଗତ ଗୁରୁବାର ଦିନ କିରିକୁଟୀର ଜଣେ ଜଜମାନ ଶ୍ରାଦ୍ଧ ପାଇଁ ବାଇକ୍ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକର ଗୁଜାପାଙ୍ଗା ଗ୍ରାମର କୃଷ୍ଣଚନ୍ଦ୍ର ରଣା ୧୯୯୩ରେ ନିଜ ସ୍ତ୍ରୀଙ୍କ ମୃତ୍ୟୁପରେ ୩ ମାସର ଶିଶୁକନ୍ୟାକୁ ଜି.ଉଦୟଗିରି ସୁଭଦ୍ରା ମହତାବ ଆଶ୍ରମଠାରେ ଛାଡ଼ିଥିଲେ।ସେହି ୩ ମାସର ଝିଅ ମାମିନା ଆଜି ୨୯ ବର୍ଷ ବୟସରେ ନିଜ ମାତୃଭୂମିକୁ ଫେରିଛି। କିଛି ବର୍ଷ ପୂର୍ବେ ୟୁକେ ବେଲଜିୟମର ନିଃସନ୍ତାନ ଦମ୍ପତି ଏହି ଝିଅକୁ ପୋଷ୍ୟା କନ୍ୟା ରୂପେ ସରକାରୀ Continue Reading