ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୧୨ : ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଘଟିଲା ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା ।ଆହତ ଛାତ୍ର ଜଣକ ସପ୍ତମ ଶ୍ରେଣୀର ଲିଙ୍କନ ନାୟକ ହୋଇଥିବା ସୂଚନା ମିଳିଛି । ଘଟଣା ପ୍ରକାରେ ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୧୧ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବନବିଭାଗ ଦ୍ବାରା ଏକ କଲରାପତରିଆ ବାଘ ଛାଲ ଜବତ ହୋଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିବା ସହିତ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି ।ଗିରଫ ହୋଇଥିବା ଯୁବକ ଜି.ଉଦୟଗିରି ଥାନା ପୁକୁଲୁଙ୍ଗିଆ ପଞ୍ଚାୟତ ମଲାନସୁଗା ଗ୍ରାମର ଭବାନୀ ଶଙ୍କର ପ୍ରଧାନ ଏବଂ ଗମ୍ଭାରୀଗୁଡା ଗ୍ରାମର ପ୍ରମୋଦ କୁମାର ପ୍ରଧାନ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।ମଙ୍ଗଳବାର ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଦାରିଙ୍ଗବାଡି ବ୍ଲକ ପ୍ରାଣୀଧନ ଚିକିତ୍ସା ଅଧିକାରୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷମାଲ୍ୟାର୍ପଣ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୪/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡାର ସର୍ବ ପୁରାତନ ଶ୍ରୀଜଗନ୍ନାଥ ମନ୍ଦିରକୁ ଅତିରିକ୍ତ ସହକାରୀ ଦେବୋତ୍ତର କମିଶନର ବ୍ରହ୍ମପୁର ,ସିଦ୍ଧାର୍ଥ ଶଙ୍କର ଜେନା ଶୁକ୍ରବାର ଦିନିକିଆ ଗ୍ରସ୍ତ କରି ମନ୍ଦିର ନିରୀକ୍ଷଣ କରି ଫେରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିରରେ ପହଞ୍ଚି ମନ୍ଦିର ର ମେନେଜିଂ ଟ୍ରଷ୍ଟି ଟି. ଶ୍ରୀନିବାସ ରାଓ ଏବଂ ମଧୁସୂଦନ ଦାସ ତାଙ୍କୁ ମନ୍ଦିର ପରିସର ବୁଲାଇ ଦେଖାଇଥିଲେ ।ବିଭିନ୍ନ ପାର୍ଶ୍ଵ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୧୧: ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା ।ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରୀ ରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ ।ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ୫ ଦିନ ଚାଲିବା ପରେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁ ଓ ସାଧୁ ସନ୍ଥଙ୍କ ଉପସ୍ଥିତ ରେ ହରେକୃଷ୍ଣ ହରେ ରାମ ଓ ମନ୍ତ୍ର ଧ୍ୱନି ରେ ସମଗ୍ର ମନ୍ଦିର ପ୍ରକମ୍ପିତ ହୋଇଉଠିଥିଲା ।ସକାଳୁ ସୂର୍ଯ୍ୟ ପୂଜା ,ସାଲା ପୂଜା ,ଦେବତା ମାନଙ୍କ ନଗର ଭ୍ରମଣ ,ଘୃତ ଯଜ୍ଞ […]Continue Reading
କନ୍ଧମାଳ ଜିଲ୍ଲାର କଳା ଓ କ୍ରୀଡ଼ା ପ୍ରଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ପ୍ରଶାସନକୁ ଦାବୀ ପତ୍ର ପ୍ରଦାନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୯/୧୧ : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ରୀଡ଼ା ଓ କଳା ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ନିମନ୍ତେ ଗତ ୨୦୧୩ ମସିହାରେ ସମସ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସମସ୍ତ ଅସ୍ଥାୟୀ କଳା ଓ କ୍ରୀଡ଼ା ପ୍ରଶିକ୍ଷକ ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଦାବି ହୋଇଛି।ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥାୟୀ ନିଯୁକ୍ତି ଦାବିକରି ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ ପାର୍ଶ୍ଵ ଦେବାଦେବୀ ଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ତୃତୀୟ ଦିନ ରେ ଭଞ୍ଜନଗର ବିଧାୟକ ପ୍ରଦୂମ୍ନ ନାୟକ ପହଞ୍ଚି ଜଗନ୍ନାଥଙ୍କ ଦର୍ଶନ କରିଥିଲେ ।ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ରେ ତାଙ୍କୁ ସ୍ଵାଗତ କରିବା ପରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ନଦିଆ ସଙ୍କୀର୍ତନ ରେ ହରେ କୃଷ୍ଣ ହରେ ରାମ ନାମ ଧରି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।ଘଟଣା ସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ Continue Reading




