ଆମ୍ବ ଟାକୁଆ ଜାଉର ପୁନରାବୃତ୍ତି : ଚାରି ମାସ ହେବ ମିଳିନି ଚାଉଳ: ଖୁର୍ସା, କରଡ଼ି ଓ ମକାରେ ବିତୁଛି ଆଦିବାସୀଙ୍କ ଜୀବନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧୧ : ଚାଉଳ ମିଳିବା ରେ ବିଳମ୍ବ ଯୋଗୁଁଁ ପେଟର ଭୋକକୁ ମେଣ୍ଟାଇବା ପାଇଁ ଖୁର୍ସା, କରଡ଼ି, ଜଙ୍ଗଲି କନ୍ଦା ଓ ମକା ଭଳି ଜଙ୍ଗଲ ଜାତ ଦ୍ରବ୍ୟରେ ପୂରୁଛି ପେଟ। ଏଭଳି ଏକ ଘଟଣା ପୁଣି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଳକ ଭଣ୍ଡାରଙ୍ଗୀ ପଞ୍ଚାୟତର ଦୁର୍ଗମ ମାସ୍କାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ, ମାସ୍କାଗୁଡ଼ା ଗ୍ରାମରେ ୧୮ ଆଦିବାସୀ ପରିବାର Continue Reading




