କଟକ, ୧୯/୧୧ : ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଆଉ ଦିନଟିଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବାଲିଯାତ୍ରା ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ ।ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ Continue Reading
କଟକ ,୨୩/୧୧: କଳା, ସଂସ୍କୃତି, ଐତିହ୍ୟ, ବାଣିଜ୍ୟର ସମାହାର ହେଉଛି କଟକ ବାଲିଯାତ୍ରା। ଏହାର ଗୌରବମୟ ଇତିହାସ ରହିଛି। ମାତ୍ର ବର୍ଷ ବର୍ଷ ଧରି ଚାଲି ଆସୁଥିବା ଏହି ଐତିହାସିକ ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା।ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହି ଏଥିନିମନ୍ତେ କେନ୍ଦ୍ରକୁ ଦାୟୀ କରିଛନ୍ତି କଟକ ମେୟର ସୁବାସ ସିଂ। ଏନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମେୟର କହିଛନ୍ତି ପ୍ରଧାନମନ୍ତ୍ରୀ ବିଦେଶରେ ବାଲିଯାତ୍ରା କଥା କହୁଛନ୍ତି, ଅଥଚ Continue Reading

କଟକ, ୮/୧୧: ଆଜିଠୁ ଆରମ୍ଭ ହେବ କଟକର ପ୍ରସିଦ୍ଧ ବାଲିଯାତ୍ରା । ଏଥର ବାଲିଯାତ୍ରାରେ ବିଭିନ୍ନ ପ୍ରକାରର ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ କରିଛି ଜିଲ୍ଲାପ୍ରଶାସନ । ୨ ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ମନରେ ବେଶ୍ ଉତ୍ସାହ ।ସାଧାରଣ ଲୋକଟିଏ ବାଲିଯାତ୍ରା ଆସିଲେ କିଣାକିଣି ସହ ବିଭିନ୍ନ ପ୍ରକାରର ଖାଦ୍ୟ ଓ ଦୋଳିର ମଜା ନେଇଥାଏ । ହେଲେ ଏବର୍ଷ ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ବିଭିନ୍ନ ପ୍ରକାରର ମନୋରଞ୍ଜନର କାର୍ଯ୍ୟକ୍ରମ ହାତକୁ Continue Reading

କଟକ,୨୭/୯: କଟକ ବାଲିଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଚଳିତ ବର୍ଷ ୯ ଦିନ ଧରି ବାଲିଯାତ୍ରା ଅନୁଷ୍ଠିତ ହେବ । ନଭେମ୍ବର ୮ରୁ ୧୬ ପର୍ଯ୍ୟନ୍ତ ହେବ ବାଲିଯାତ୍ରା । ଆସନ୍ତା ୨୮ରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ପ୍ଲଟ ଆବଣ୍ଟନ ହେବା ନେଇ ସୂଚନା ମିଳିଛି ।ସୂଚନା ଥାଉକି ସେପ୍ଟେମ୍ୱର ୨୩ ତାରଖରେ ଯାତ୍ରା ପରିସର ୩୪ ଏକର ଜାଗା ଭିତରେ ସୀମିତ ରହିବା ନେଇ ନିର୍ଦ୍ଦେଶ ଦେଇଥିଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ […]Continue Reading

କଟକ, ୧୩/୬: ଚଳିତବର୍ଷ ହେବ କଟକ ଐତିହାସିକ ବାଲିଯାତ୍ରା। ଏ ନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ।ମହାମାରୀ କରୋନା ପାଇଁ ଦୁଇ ବର୍ଷ ଧରି ବନ୍ଦ ଥିଲା ବାଲିଯାତ୍ରା। ତେବେ ଚଳିତ ଥର କରୋନା ପରିସ୍ଥିତିରେ ସୁଧାର ଆସିଥିବାରୁ ବାଲିଯାତ୍ରା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।ଜିଲ୍ଲାପାଳଙ୍କ କହିବା ଅନୁସାରେ ଚଳିତବର୍ଷ ପ୍ରଥମ ଥର ପାଇଁ ବାରବାଟୀ ପ୍ୟାଲେସ୍ରେ୧୪, ୧୫ ଓ ୧୬ ତାରିଖରେ କଟକରେ ଏକ କାଇଟ୍ ଉତ୍ସବ ଅନୁଷ୍ଠିତ ହେବ।କଟକରେ Continue Reading